Sign in
Sign in
Recover your password.
A password will be e-mailed to you.
ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ
ରାଉରକେଲା /ସାରନଗରୀ (ବସନ୍ତ କୁମାର ଜେନା): ଛାତ୍ରଛାତ୍ରୀଙ୍କ ମାନସିକ,ଶାରୀରିକ ଓ ବୌଦ୍ଧିକ ବିକାଶ ନିମନ୍ତେ କୈଶୋର ସମୟ ହିଁ ପ୍ରକୃଷ୍ଟ ସମୟ । ଏହାର ବିକାଶ ପାଇଁ ୍ନ ବିଭିନ୍ନ ସ୍ଥାନରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ପାଳନ ହେଉଛି । ନବକୃଷ୍ଟନଗରସ୍ଥିତ ସୋନାପର୍ବତ ସରକାରୀ ଉଚ୍ଚ…
ଜିଲ୍ଲା ପ୍ରଶାସନ ତରଫରୁ ଉପ କାରାଗାରରେ ପୁସ୍ତକ ଓ ଖେଳ ସାମଗ୍ରୀ ବଣ୍ଟନ
ପାରଳାଖମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ ପାରଳଖେମୁଣ୍ଡି ଉପ କାରାଗାରରେ କଏଦୀ ମାନଙ୍କ ନିମନ୍ତେ ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ ପ୍ରକାର ପାଠ୍ୟ ପୁସ୍ତକ , କେରମ୍ ବୋର୍ଡ ଓ ଚେସ୍ ପ୍ରଦାନ କରାଯାଇଛି। ଏହି ଅବସରରେ…
ସ୍ବର୍ଗତ ବିଧାୟକଙ୍କ ଶୋକ ସଭା ଓ ନାଟକ ‘ଦକ୍ଷିଣା ‘ମଞ୍ଚସ୍ଥ
ପଦ୍ମପୁର: ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ଗ୍ରାମ ପଞ୍ଚାୟତର ଢୋଲବନ୍ଧ ଗ୍ରାମରେ ସଚେତନ ହେମା ଅନୁଷ୍ଠାନ ଆନୁକୂଲ୍ୟରେ ସ୍ବର୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗରେ ଶୋକ ସଭାଅନୁଷ୍ଠିତ ହୋଇ ଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଡୋଳାମଣି ରଣା, ସମ୍ମାନିତ ଅତିଥି ଭାବେ…
ଓ.ଏ.ଏସ୍ କୃତକାର୍ଯ୍ୟ ଫାଲଗୁନି କୁମାର ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ
ଭଞ୍ଜନଗର: ଭଞ୍ଜନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଡିହପଢାଳ ଠାରେ ଓ.ଏ.ଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ପୂର୍ବତନ ଛାତ୍ର ଫାଲଗୁନି କୁମାର ଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ପରିଚାଳନା କମିଟି…
ଅଶୋକଙ୍କୁ ମିଳିଲା ନୂଆ ଜୀବନ, ସାହା ହେଲା ଓଡ଼ିଶା-ମୋ ପରିବାର
ଭୁବନେଶ୍ୱର: ଦୁର୍ଘଟଣାଗ୍ରସ୍ତ ଜନୈକ ଯୁବକ ଅଶୋକଙ୍କ ଜୀବନରେ ଘୋଟି ଆସିଥିବା ଅନ୍ଧକାରକୁ ଦୂର କଲା ଓଡ଼ିଶା-ମୋ ପରିବାର । ଜୀବନ ଜିଇବା ଦୁର୍ବିସହ ହୋଇପଡ଼ିଥିଲା ତାଙ୍କର, ତାଙ୍କ ଜୀବନକୁ ସହଜ କରିବା ପାଇଁ ଆଶାର ଆଲୋକ ସାଜି ଓଡ଼ିଶା-ମୋ ପରିବାର ଯୋଗାଇଦେଲା “କୃତ୍ରିମ ଅଙ୍ଗ” |
ସୂଚନା ଯୋଗ୍ୟ,…
ଆନ୍ତଃ ମହାବିଦ୍ୟାଳୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ଭଞ୍ଜନଗର-ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କ୍ରୀଡା ସଂସଦ ପକ୍ଷରୁ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳ ପଡିଆରେ ଶନିବାର ୫୨ ତମ ଆନ୍ତଃ ମହାବିଦ୍ୟାଳୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ରାଜେନ୍ଦ୍ର ଦାସ ଏହାକୁ ଉଦଘାଟନ କରିଥିଲେ। …
୪୬-ଧାମନଗର ବିଧାନସଭା ଉପନିର୍ବାଚନ : ଭୋଟର ଦେଖାଇ ପାରିବେ ଭୋଟର ପରିଚୟପତ୍ର ସହ ବିକଳ୍ପ ପରିଚୟପତ୍ର
ଭୁବନେଶ୍ୱର : ଆସନ୍ତା ନଭେମ୍ବର ୩ ତାରିଖରେ ୪୬-ଧାମନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଭୋଟରଙ୍କ ପରିଚୟ ନିମନ୍ତେ ଭାରତ ନିର୍ବାଚନ ଆୟୋଗ ଭୋଟର ଫଟୋ ପରିଚୟପତ୍ର (ଇପିଆଇସି) ବ୍ୟତୀତ ଅନ୍ୟ କେତେଗୁଡ଼ିଏ ବିକଳ୍ପ ପରିଚୟପତ୍ର ବ୍ୟବହାରକୁ ଅନୁମତି ପ୍ରଦାନ କରିଛନ୍ତି…
ରିଲାଏନ୍ସ ଜିଓର ଦ୍ୱିତୀୟ ତ୍ରୈମାସିକ ନେଟ୍ ଲାଭ ୨୮ ପ୍ରତିଶତ ବୃଦ୍ଧି ପାଇ ୪,୫୧୮ କୋଟି ଟଙ୍କା
ଭୁବନେଶ୍ୱର: ରିଲାଏନ୍ସ ଜିଓ ଇନ୍ଫୋକମ୍ ସେପ୍ଟେମ୍ବର ସୁଦ୍ଧା ଶେଷ ହୋଇଥିବା ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ୪,୫୧୮ କୋଟି ଟଙ୍କାର ନେଟ୍ ଲାଭ କରିଛି । ବାର୍ଷିକ ଭିତିରେ କଂପାନିର ନେଟ୍ ଲାଭ ୨୮% ବୃଦ୍ଧି ପାଇଛି । ଗତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ କଂପାନିର ନେଟ୍ ଲାଭ…
କଟକ ରେ ଖୋଲିଲା ବାର୍ବିକ୍ୟୁ ନେସନ୍ର ଆଉଟ୍ଲେଟ୍
କଟକ- ବାର୍ବିକ୍ୟୁ ନେସନ୍ର ପ୍ରଥମ ଆଉଟ୍ଲେଟ୍ କଟକ ଠାରେ ଉଦ୍ଘାଟିତ ହୋଇଯାଇଛି । ୪୨୫୦ ବର୍ଗଫୁଟ୍ ରେ ବିସ୍ତୃତ ଏହି ଆଉଟ୍ଲେଟ୍ରେ ୧୮୦ଟି ସିଟ୍ ରହିଛି । ଏହି ସ୍ଥାନଟି କର୍ପୋରେଟ୍ ଲଚଂ ଏବଂ ପରିବାର ସହିତ ସମୟ ବିତାଇବାକୁ ସର୍ବୋତ୍କୃଷ୍ଟ ସ୍ଥାନ । ଏହାର ଇନ୍ଟେରିଅର ଭାଇବ୍ରାନ୍ଟ୍ ଏବଂ…
ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର ୨୫ ସରକାରୀ ଛୁଟି ଘୋଷଣା
ଭୁବନେଶ୍ୱର: ଆସନ୍ତା 25ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି | ତଦନୁଯାୟୀ ଅକ୍ଟୋବର ୨୫ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ…