୨୨ ରୁ ୨୨ ସେବା ସମବାୟ ସମିତିର ସଭାପତି ଆସନକୁ ପୋଛି ନେଲା ବିଜେଡି ।

ନିଶ୍ଚିନ୍ତକୋଇଲି-ଦେବେନ୍ଦ୍ର ଷଡ଼ଙ୍ଗୀ)--ମାହାଙ୍ଗା ନିର୍ବାଚନ ମଣ୍ଡଳୀ ମାହାଙ୍ଗା ଓ ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳର ୨୨ ପ୍ରାଥମିକ ସେବା ସମବାୟ ସମିତି ନିର୍ବାଚନରେ ୨୨ ରୁ ୨୨ ବିଜୁ ଜନତା ଦଳ ସମର୍ଥିତ ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି ।  ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ…

ଏନ୍‍ଆଇଆର୍‍ଏଫ୍‍ ରାଙ୍କିଙ୍ଗ: ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୨୦ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ନ୍ୟାସ୍‍ନାଲ୍‍ ଇନ୍‍ଷ୍ଟିଚ୍ୟୁସନାଲ୍‍ ରାଙ୍କିଙ୍ଗ ଫ୍ରେମ୍‍ ୱାର୍କ (ଏନ୍‍ଆଇଆର୍‍ଏଫ୍‍)ର ରାଙ୍କିଙ୍ଗ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ…

ଓଡ଼ିଶାରେ ଏକ ନମ୍ବର, ଦେଶର ୧୬ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ସୋଆ

ଭୁବନେଶ୍ୱର: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ନିଜର ସ୍ଥିତିକୁ ବଜାୟ ରଖି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦେଶର ୧୬ ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ହାସଲ କରିଛି । ଶୁକ୍ରବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଉନ୍ମୋଚିତ…

ମହିଳା ଙ୍କ ଆତ୍ମହତ୍ୟା

ଡାବୁଗାଁ/ନବରଙ୍ଗପୁର(ଅଶୋକ ସାହୁ) :  ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମା ରେଭିନ୍ୟୁଗୁଡା ସାହିରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ନେଇ ଗୁରୁବାର ସକାଳେ ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି | ସୂଚନାଯୋଗ୍ୟ:- ଡାବୁଗାଁ ଗ୍ରାମର ରେଭିନ୍ୟୁଗୁଡା ସାହିର କୃଷ୍ଣ ଓ ତାର ବଡ ସ୍ତ୍ରୀ…

ଗୁଣୁପୁର ପର୍ଯ୍ୟନ୍ତ କଟକ-ପଲାସା-କଟକ ଏକ୍ସପ୍ରେସ ସମ୍ପ୍ରସାରଣ ।

ଭୁବନେଶ୍ୱର: 18443/18444 କଟକ-ପଲାସା-କଟକ ଏକ୍ସପ୍ରେସର ସେବାକୁ ଗୁଣୁପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ଟ୍ରେନ ପାଇଁ ଥିବା ସେବା, ସ୍ଥିରୀକୃତ ଷ୍ଟେସନ ଏବଂ ସମୟ ସାରଣୀ କଟକ ଏବଂ ପଲାସା ମଧ୍ୟରେ ଉଭୟ ପାର୍ଶ୍ୱରୁ ଅପରିବର୍ତ୍ତିତ ରହିବ । 18443…

ପଂଚାୟତ ସମିତି ମହାବିଦ୍ୟାଳୟ ଗାଇସିଲାଟ ରେ ବନମହୋତ୍ସବ ପାଳିତ।

ଗାଇସିଲାଟ- ବରଗଡ ଜିଲ୍ଲାର ଗାଇସିଲାଟ ପଂଚାୟତ ସମିତି ମହାବିଦ୍ୟାଳୟ ଗାଇସିଲାଟ ପରିସରରେ ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମ ଆନୂକୁଲ୍ୟରେ ମହାସମାରୋହରେ ପାଳିତ ହୋଇଯାଇଅଛି । ଯୁବ ରେଡ଼କ୍ରସ, ଇକୋ କ୍ଳବ ଓ ଜାତୀୟସେବା ଯୋଜନା ର ମିଳିତ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଅଧ୍ୟକ୍ଷ…

‘କାଶୀପୁର ବ୍ଲକ ବିଭିନ୍ନ ସ୍ଥାନରେ ଝାଡ଼ାବାନ୍ତି 4ମୃତ

କାଶୀପୁର /ଟିକିରି ରୁ ବୈକୁଣ୍ଠ ଦୁରିଆ: ରାୟଗଡା ଜିଲ୍ଲା କାଶୀପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନ ବିଭିନ୍ନ ସ୍ଥାନରେ ଝାଡ଼ାବାନ୍ତି ଆରମ୍ବ ହେଇଯାଇଛି । ପ୍ରଭାବ ରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଆଜି ରାୟଗଡା ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର କୁ…

ସେଞ୍ଚୁରିଅନ ୟୁନିଭରସିଟି ପକ୍ଷରୁ “ଜାତୀୟ ଫିସ-ଫାର୍ମର୍ସ ଦିବସ ପାଳନ “କାର୍ଯ୍ୟକ୍ରମରେ ଆଇସିଏଆର-ସିଫାର…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ନିକଟସ୍ଥ ଗଜପତି ଜିଲ୍ଲା ଗୋଷାଣୀ ବ୍ଲକର ରାଜ ସୀତାପୁର ସ୍ଥିତ ସେଞ୍ଚୁରିଅନ ୟୁନିଭରସିଟି (ସିୟୁଟିଏମ)ର ଏମ୍ ଏସ୍ ସ୍ୱାମୀନାଥନ ସ୍କୁଲ ଅଫ ଏଗ୍ରିକଲଚର ଅଧିନସ୍ଥ ସ୍କୁଲ ଅଫ ଫିସରିଜ ପକ୍ଷରୁ ଜାତୀୟ ଫିସ-ଫାର୍ମର୍ସ ଦିବସ ପାଳନ…

ଅଗ୍ନିପଥ ଯୋଜନା ଅଧନରେ ଭାରତୀୟ ସେନା ନିଯୁକ୍ତି ରାଲି |

ସୁବର୍ଣ୍ଣପୁର (ପ୍ରକାଶ କୁମାର ହାତୀ): ସମ୍ବଲପୁର ସେନା ନିଯୁକ୍ତି କାର୍ଯ୍ୟାଳୟ ଅଧୀନରେ ୯ ସେପ୍ଟେମ୍ବର ୨0୨୨ ଠାରୁ ତା ୧୪ ସେପ୍ଟେମ୍ବର ୨0୨୨ ପର୍ଯ୍ୟନ୍ତ ଓଡ଼ିଶାର ଅନୁଗୁଳ,ବରଗଡ଼, ବଲାଙ୍ଗୀର, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼…

ସନ୍ତୋଷିନୀ ପଣ୍ଡା ମେଲଛାମୁଣ୍ଡା ପେକ୍ସ ଉପସଭାପତି

ମେଲଛାମୁଣ୍ଡା(ମନୋଜ ଭୋଇ)-ମେଲଛାମୁଣ୍ଡାସ୍ଥିତ ପ୍ରାଥମିକ କୃଷି ସମବାୟ ସମିତିର ଉପସଭାପତି ପଦ ପାଇଁ ବୁଧବାର ଦିନ ମନୋନୟନ ପତ୍ର ଦାଖଲ ହୋଇଯାଇଛି । ସମିତିର ସମସ୍ତ ଡାଇରେକ୍ଟରଙ୍କ ଉପସ୍ଥିତିରେ ଏକ ମାତ୍ର ଡାଇରେକ୍ଟର ସନ୍ତୋଷିନୀ ପଣ୍ଡା ଉପ ସଭାପତୀ ଭାବେ ମନୋନୟନ ପତ୍ର ଦାଖଲ କରିଥିଲେ ।…