ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ–୨୦୨୬ ପାଳିତ ।

କେନ୍ଦ୍ରାପଡ଼ା:08,03(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ଜିଲ୍ଲା ସଂସ୍କୃତି ଭବନ ଠାରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ…

ଟିଟିରେ ରାଜ୍ୟ ପାଇଁ ଗୌରବ ଆଣିଲେ ରାକେଶ

ଭୁବନେଶ୍ବର : ଭିଆଇଟି ଭୋପାଳ ବିଶ୍ବବିଦ୍ଯାଳୟରେ ଆୟୋଜିତ ହୋଇଥିଲା "ଆଦଭିତ୍ୟ ସ୍ପୋର୍ଟ୍ସ ଫେଷ୍ଟ ୨୦୨୬" । କିଟ ବିଶ୍ବବିଦ୍ଯାଳୟରୁ ରାକେଶ ରଞ୍ଜନ ସାହୁ ପ୍ରତିନିଧିତ୍ବ କରି ପୁରୁଷ ଟେବୁଲ ଟେନିସ (ଟିଟି) ସିଙ୍ଗଲ୍ସରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି । ଏହି ପ୍ରତିଯୋଗିତା ଗତ ମାସ ୨୧ରୁ ୨୪ ତାରିଖ…

ଅନ୍ତର୍ଜାତୀୟ ମହିଳା ଦିବସରେ ପଦଯାତ୍ରା

ବାଲେଶ୍ୱର, ତାରିଖ- ୦୮/୦୩/୨୦୨୬: କ୍ରୀଡ଼ା ଓ ଯୁବ ସେବା ବିଭାଗ, ଓଡ଼ିଶା ସରକାରଙ୍କର ନିର୍ଦ୍ଧେଶ କ୍ରମେ ବାଲେଶ୍ଵର ଜିଲ୍ଲା ପ୍ରଶାସନ ଦ୍ଵାରା ଅନ୍ତର୍ଜାତୀୟ ମହିଳା ଦିବସ ୨୦୨୬ ର ସ୍ଥାନୀୟ ଆଈ ଟି ଆଇ ଛକରେ ଥିବା ଇନଡୋର୍ ଷ୍ଟାଡିୟମ ଗତ ତା. ୦୬.୦୩.୨୦୨୬ ରିଖ  ଠାରୁ ଆରମ୍ଭ ହୋଇ ଆଜି ତା.…

ଜିଲ୍ଳା ସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ଓ ସୁଭଦ୍ରା ଯୋଜନାର ମିଳିତ କାର୍ଯ୍ୟକ୍ରମ

ବାଲେଶ୍ୱର, ତାରିଖ- ୦୮/୦୩୦୧୦୨୬:    ଆଜି ସକାଳ ୧୦.୩୦ ଘଟିକା ସମୟରେ ବାଲେଶ୍ୱର ଜିଲ୍ଳା ପ୍ରଶାସନ ପକ୍ଷରୁ ଗାନ୍ଧୀ ସ୍ମୃତି ଭବନ ଠାରେ ଅନ୍ତର୍ଜାତୀୟ ମହିଳା ଦିବସ -୨୦୨୬ ପାଳନ କରଯାଇଥିଲା। ତତ୍ ସଙ୍ଗେ ସଙ୍ଗେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ପୁରୀ ରୁ…

ଲକ୍ଷ୍ମୀନାରାୟଣ କଲେଜରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ:

ଝାରସୁଗୁଡ଼ା, ୮ ମାର୍ଚ୍ଚ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଝାରସୁଗୁଡ଼ାର ଲକ୍ଷ୍ମୀନାରାୟଣ କଲେଜରେ ମହିଳା ଅଧିକାର ଓ ଆଇନଗତ ସୁରକ୍ଷା ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହା ଲକ୍ଷ୍ମୀନାରାୟଣ କଲେଜ ଓ ଜିଲ୍ଲା ଆଇନ ସେବା ପ୍ରାଧିକରଣ (DLSA), ଝାରସୁଗୁଡ଼ାର ସଂଯୁକ୍ତ…

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଚତୁର୍ଥ କିସ୍ତି ପ୍ରଦାନ

- ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଅର୍ନ୍ତଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ର ଚତୁର୍ଥ କିସ୍ତି ପ୍ରଦାନ କରାଯାଇଛି। ଆଜିର ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ରୂପେଶ…

ମହିଳା ସ୍ନାତକ ମହାବିଦ୍ୟାଳୟରେ ଆର୍ନ୍ତଜାତୀୟ ମହିଳା ଦିବସ ପାଳନ

 ନାରୀ ନିଜକୁ ଅବଳା କିମ୍ବା ଦୁର୍ବଳା ଭାବିବା ଉଚିତ୍ ନୁହେଁ  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟରେ ଆର୍ନ୍ତଜାତୀୟ ମହିଳା ଦିବସ ଅଧ୍ୟକ୍ଷା ଡ଼.ରୀନା ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ବାବଧାନରେ ପାଳିତ ହୋଇଯାଇଛି। ଏହି…

ମୁମୂର୍ଷୁ ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଲେ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ

 ଚନ୍ଦାହାଣ୍ଡି / ତ୍ରିଲୋଚନ ବେଶ୍ରା:  ଚନ୍ଦାହାଣ୍ଡି  ନିକଟସ୍ତ ଚଚରା ଘାଟିରେ ଛାୟାରାଣୀ ମଣ୍ଡଳ ନାମକ ମହିଳା ମହିଳା ମୁମୂର୍ଷୁ ଅବସ୍ଥାରେ ପଡିଥିବା ମହିଳାଙ୍କୁ ଚନ୍ଦାହାଣ୍ଡି ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ରର କିଛି କର୍ମଚାରୀ ମାନବୀୟ ସହାୟତା ଯୋଗାଇ ତାଙ୍କ ତତ୍କାଳ ଚିକିତ୍ସା ସେବା ଯୋଗାଇବା…

ଗାୟତ୍ରୀ ଫାର୍ମାସୀ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଗୁଣପୁର, ମାର୍ଚ୍ଚ ୮: ଗୁଣପୁର ସ୍ଥିତ ଗାୟତ୍ରୀ ଫାର୍ମାସୀ ମହାବିଦ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ପାଳିତ ହେଉଥିବା ଏହି ଦିବସ ମହିଳାଙ୍କ ଅଧିକାର, ସମାନତା ଓ ସମାଜ ପ୍ରତି ତାଙ୍କର…

ଓଡ଼ିଶାରେ ରୁଫ୍‌ଟପ୍ ସୋଲାର ସଂଯୋଗକୁ ତ୍ୱରାନ୍ୱିତ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଶାଲ କୁମାର ଦେବଙ୍କ…

ରୁଫ୍‌ଟପ୍ ସୋଲାର କାର୍ଯ୍ୟକାରୀ କରିବା ପାଇଁ ଟାଟା ପାୱାର ନେତୃତ୍ଵାଧୀନ ଓଡ଼ିଶା ଡ଼ିସକମ, ବ୍ୟାଙ୍କ ଏବଂ ଭେଣ୍ଡରଙ୍କ ମଧ୍ୟରେ ସମନ୍ୱୟ ବୃଦ୍ଧି ଭୁବନେଶ୍ୱର: ଓଡ଼ିଶାରେ ପିଏମ୍ ସୂର୍ଯ୍ୟ ଘର: ମୁଫ୍‌ତ ବିଜିଲି ଯୋଜନାର ସଫଳ ରୂପାୟନ ପାଇଁ ଟିପିସିଓଡିଏଲ ମ୍ୟାନେଜମେଣ୍ଟ ଡେଭଲପମେଣ୍ଟ ସେଣ୍ଟରଠାରେ…