Sign in
Sign in
Recover your password.
A password will be e-mailed to you.
୩.୨୦୦ କିଲୋଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ।
ଭଦ୍ରକ,(ସୀତାକାନ୍ତ ପାଢ଼ୀ)-:ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବଳ ଓ ଷ୍ଟାଫମାନଙ୍କୁ…
ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଅବସରରେ…
ଭୁବନେଶ୍ୱର -ମହାନ୍ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ସୂଚନା ଓ ଲୋକ ସଂପର୍କ ବିଭାଗ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେଆଜିସକାଳେ ସ୍ଥାନୀୟ କ୍ୟାପିଟାଲ ହସ୍ପିଟାଲ ଛକ ସ୍ଥିତ ଡଃ ତ୍ରିପାଠୀଙ୍କ…
ମୋ କଲେଜ’ ଅଭିଯାନ ଅଧୀନରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ଅଧୀନରେ ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଦିନ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୋ’ କଲେଜ ଅଭିଯାନ ପରିଚାଳନା ସଙ୍ଗଠନର ଅଧ୍ୟକ୍ଷ ଆକାଶ…
ମିଡିଆ ବ୍ରଦର୍ସ ପକ୍ଷରୁ ବିଜୁ ମାର୍କେଟ କମ୍ପେଲେକ୍ସ ପରିସରରେ କୋରନା ଯୋଦ୍ଧା ସାମ୍ବାଦିକ ଦେବେନ୍ଦ୍ର ସାମନ୍ତରାୟଙ୍କ…
ନିଶ୍ଚିନ୍ତକୋଇଲି(ଦେବେନ୍ଦ୍ର ଷଢଙ୍ଗୀ):ନିଶ୍ଚିନ୍ତକୋଇଲି ମିଡିଆ ବ୍ରଦର୍ସ ପକ୍ଷରୁ ସ୍ଥାନୀୟ ବିଜୁ ମାର୍କେଟ କମ୍ପେଲେକ୍ସ ପରିସରରେ ବିଶିଷ୍ଟ ସାହିତ୍ୟିକ, ସ୍ତମ୍ବକାର, କବି ତଥା କରୋନା ଯୋଦ୍ଧା ସାମ୍ବାଦିକ ଦେବେନ୍ଦ୍ର ସାମନ୍ତରାୟଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଛି । ପ୍ରଥମେ ତୈଳ…
ଆମ୍ରି ହସ୍ପିଟାଲସରେ ଅଗ୍ନିଶମ ସେବା ସପ୍ତାହ ପାଳନ ଓ ଫାୟାର ମକ ଡ୍ରିଲ
ଭୁବନେଶ୍ୱର (ଶାସକ ପ୍ରଶାସକ) : ଅଗ୍ନିଶମ ସେବା ସପ୍ତାହ ଅବସରରେ ଆମ୍ରି ହସ୍ପିଟାଲସ ଭୁବନେଶ୍ୱର ପରିସରରେ ଅଗ୍ନି ବିପର୍ଜୟ ମୁକାବିଲା କାର୍ଯ୍ୟକ୍ରମ ତଥା ଅଗ୍ନିଶମ ଓ ବିପତ୍ତି ନିସ୍ତାରଅଭ୍ୟାସ କାର୍ଯ୍ୟକ୍ରମ (ଫାୟାର ମକ ଡ୍ରିଲ) ଆୟୋଜିତ ହୋଇ ଯାଇଛି ବୋଲି ଆମ୍ରି ହସ୍ପିଟାଲସ ର ମୁଖ୍ୟ…
ଓଡିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ; ୨୧୭ ୟୁନିଟ ରକ୍ତ ସଂଗ୍ରହ
ନିଶ୍ଚିନ୍ତକୋଇଲି(ଦେବେନ୍ଦ୍ର ଷଢଙ୍ଗୀ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୀବନବିନ୍ଦୁ କାର୍ଯ୍ୟକ୍ରମ ମାଧ୍ୟମରେ ଓଡିଶା ମୋ ପରିବାର ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ରାଜ୍ୟ ପ ।ୟତିରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ଆହ୍ୱାନ କ୍ରମେ ନିଶ୍ଚିନ୍ତକୋଇଲି ବ୍ଲକ ୨୭ ନଂ ଜୋନ୍ ସ୍ତରୀୟ ଓରତି ପ ।ୟତ…
ସାମ୍ବାଦିକ ସଙ୍ଘ ଆନ୍ଦୋଳନ ଆଗରେ ମୁଣ୍ଡ ନୂଆଁଇଲେ ଜିଲ୍ଲା ପ୍ରଶାସନ, ବିଡିଓଙ୍କ ବିରୁଦ୍ଧରେ ହେବ ଆକ୍ସନ
ଜଗତସିଂହପୁର,/ସୁମନ୍ତ କୁମାର ଦାସ: ସାମ୍ବାଦିକଙ୍କୁ ଦୁବ୍ୟବହାର କରିଥିବା ବିରିଡି ବିଡ଼ିଓଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସାମ୍ବାଦିକ ସଙ୍ଘ ଦେଇ ଥିବା ଗଣ ଧାରଣାର ତିନି ଦିନ ପରେ ଆଲୋଚନାକୁ ଆସିଛି ଜଗତସିଂହପୁର ଜିଲ୍ଲାପ୍ରଶାସନ । ଜିଲ୍ଲାପାଳ ସଂଘର ୫ ଜଣିଆ ପ୍ରତିନିଧିମାନଙ୍କୁ…
ସରକାରଙ୍କ ୫-ଟି ଅନ୍ତର୍ଗତ ଗଜପତି ଜିଲ୍ଲାର ତିନୋଟି ବ୍ଳକର ୨୫ ଟି ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟର ୮୪ ଜଣ ଶିକ୍ଷକ /…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୨୦ ଏପ୍ରିଲ ୨୦୨୨ ଠାରୁ ୨୫ ଏପ୍ରିଲ ୨୦୨୨ ପର୍ଯ୍ୟନ୍ତ ୫ ଦିନିଆ ତାଲିମ ଶିବିର ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଓସେପା ଆନୁକୂଲ୍ୟରେ ଆୟୋଜନ କରାଯାଇଛି। ଆଜିର ପ୍ରାରମ୍ଭିକ ପର୍ଯ୍ୟାୟରେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପ୍ରଦୋଷ…
ଦେଶର ଶ୍ରେଷ୍ଠ ହସ୍ପିଟାଲ୍ ତାଲିକାରେ କିମ୍ସ
ଭୁବନେଶ୍ୱର, : କିମ୍ସ ଭାରତର ଶ୍ରେଷ୍ଠ ହସ୍ପିଟାଲ୍ ମଧ୍ୟରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛି । ନିକଟରେ ବହୁଳ ପ୍ରସାରିତ ଇଂରାଜୀ ପତ୍ରିକା ଆଉଟ୍ଲୁକ୍ ଓ ଏନ୍ଇବି ରିସର୍ଚ୍ଚ ଦ୍ୱାରା ଦେଶର ବିଭିନ୍ନ ଖ୍ୟାତି ସମ୍ପନ୍ନ ହସ୍ପିଟାଲକୁ ନେଇ ଏକ ର୍ୟାଙ୍କିଂ ପ୍ରସ୍ତୁତ କରାଯାଇଥିଲା ।…
ପାରଳାଖେମୁଣ୍ଡି ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ଵାରା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମ ନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା କୁକୁଡା ପାଳନ ତାଲିମ କାର୍ଯ୍ୟକ୍ରମର ଉଦଘାଟନ ଅନୁଷ୍ଠିତ ହୋଇଛି। ଏହି ୧୦ ଦିନିଆ ତାଲିମ କାର୍ଯ୍ୟକ୍ରମରେ ନୂଆଗଡ ବ୍ଲକର ବିଭିନ୍ନ ଗ୍ରାମରୁ ମୋଟ ୩୦ ଜଣ ମହିଳା ଓ…