Sign in
Sign in
Recover your password.
A password will be e-mailed to you.
ଗଇଠିପୁର ଗ୍ରାମରେ ସ୍ଵେଛାକୃତ ରକ୍ତଦାନ ଶିବିର,୨୬ ୟୁନିଟ ରକ୍ତ ସଂଗ୍ରହ
ଜଗତସିଂହପୁର, /ସୁମନ୍ତ କୁମାର ଦାସ: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନିମୁଳ ପଞ୍ଚାୟତ ଗଇଠିପୁର ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବଜରଙ୍ଗବାଲି ସାଂସ୍କୃତିକ ଯୁବ ପରିଷଦ ର ମୁଖ୍ୟ ରଞ୍ଜନ ଖୁଣ୍ଟିଆ ଙ୍କ ନେତୃତ୍ୱ ରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l…
ଜଳୁଛି ପ୍ରଧାନପାଟ ସଂରକ୍ଷିତ ଜଙ୍ଗଲ ବଢୁଛି ତାତି , ଦାୟୀ କିଏ ?
ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର:: ଦେବଗଡ଼ ଜିଲ୍ଲାର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ଦେଖିବାକୁ ମିଳୁଛି। ଯାହା ଫଳରେ ଜିଲ୍ଲାରେ ଉତ୍ତାପ ବୃଦ୍ଧି ପାଉଛି। ଶିଳ୍ପ ବିହୀନ ଜିଲ୍ଲାରେ ଦିନକୁ ଦିନ ଉତ୍ତାପ ବୃଦ୍ଧି ପାଇବା ସହ ପ୍ରବଳ ତାତି ଅନୁଭୁତ ହେଉଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ…
ଶିଶୁ ସୁରକ୍ଷା ଉପରେ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ ମାନଙ୍କୁ ପ୍ରଶିକ୍ଷଣ
https://youtu.be/45-N32exjEM
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଶିଶୁ ସୁରକ୍ଷା ପାଇଁ ଆରମ୍ଭ ହୋଇଥିବା ଜିଲ୍ଲାର ନିର୍ଦ୍ଦିଷ୍ଟ କାର୍ଯ୍ୟକ୍ରମ “ପ୍ରତିଜ୍ଞା” ର ସଫଳ ରୂପାୟନ ପାଇଁ ମୀନକେତନ ମହାବିଦ୍ୟାଳୟ (ଗୁରାଣ୍ଡି) , ପର୍ଶୁରାମ ଗୁରୁକୁଳ ମହାବିଦ୍ୟାଳୟ…
ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
https://youtu.be/_tEIUWfETlU
ବିଜେଡିରେ ଯୋଗଦେଲେ ସାମ୍ବାଦିକ ମିହିର ରାୟ
ଭୁବନେଶ୍ଵର: ରାଉରକେଲାର ଜଣାଶୁଣା ସମାଜସେବୀ, ସଂଗଠକ ତଥା ବରିଷ୍ଠ ସାମ୍ବାଦିକ ମିହିର ରାୟ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜେଡିର ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ଶ୍ରୀ ରାୟଙ୍କୁ ଦଳକୁ ସ୍ଵାଗତ କରିଥିଲେ। ଶ୍ରୀ ରାୟଙ୍କ ଭଳି ଜଣେ ଯୁବ…
ଡାକ୍ତରଖାନା ରୁ ମଶାଣି ପର୍ଯ୍ୟନ୍ତ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା
ଅସହାୟ ପରିବାର ବର୍ଗଙ୍କର ଦୁଃଖରେ ସାଥି ହୋଇ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର ।ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲ୍ଲା ଜଟଣୀ ଅଞ୍ଚଳର ୮୦ ବର୍ଷିୟା ବୃଦ୍ଧା ପାର୍ବତୀ ଭୂୟାଁ, ଗତ ମାର୍ଚ୍ଚ ୩ ତାରିଖରେ ଅସୁସ୍ଥ ହୋଇ କଟକ ବଡ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଦୁର୍ଭାଗ୍ୟବଶତଃ, ଗତ ମାର୍ଚ୍ଚ ୯…
ଦେବଗଡ଼ ଜିଲ୍ଲାର ଲୋକ ମହୋତ୍ସବ ଉତ୍ସବ ପ୍ରଧାନପାଟ ୨୦୨୨ ଏପ୍ରିଲ ୨୭ରୁ
ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର: ଏପ୍ରିଲ ୨୭ ତାରିଖରୁ ମଇ ୧ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ପ୍ରଧାନପାଟ ଜଳ ପ୍ରପାତ ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ ରେ ଅନୁଷ୍ଠିତ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ଜିଲ୍ଲାବାସୀଙ୍କ ଉତ୍ସବ "ଉତ୍ସବ ପ୍ରଧାନପାଟ ୨୦୨୨"।ଏଇଥିପାଇଁ ସ୍ଥାନୀୟ ଜିଲ୍ଲା…
ଜନଜାତି ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ
ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର: ଦେବଗଡ଼ ଜିଲ୍ଲା ଜନଜାତି ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଜନଜାତି ସୁରକ୍ଷା ମଞ୍ଚ ଜିଲ୍ଲା ସଭାପତି ଦିବାକର ପାତ୍ର ଓ ସମ୍ପାଦକ କ୍ଷୀରସିନ୍ଧୁ ଭୋଇ ଙ୍କ ନେତୃତ୍ୱରେ ସ୍ଥାନୀୟ ପ୍ରଧାନପାଟ ଠାରେ ଆୟୋଜିତ ସମାବେଶ ରେ ଅନ୍ୟମାନଙ୍କ…
ଛାତ୍ରୀ ମାନଙ୍କୁ ଆଠ ଦିନଧରି ଆତ୍ମରକ୍ଷା କୌଶଳ ତାଲିମ ପ୍ରଦାନ
ରାୟଗଡରୁ ସରୋଜ କୁମାର ସାହୁ: ରାୟଗଡ ଉଚ୍ଚ ମାଧ୍ୟମକି ବିଦ୍ୟାଳୟ ପରିସରରେ ଚଳିତ ୨୦୨୧-୨୨ ଶିକ୍ଷାବର୍ଷର ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀଙ୍କ ନିମନ୍ତେ ଆଠ ଦିନ ଧରି ଚାଲିଥିବା ଆତ୍ମରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ୧୩ ଏପ୍ରିଲ ଉଦ୍ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର…
ଜିଲ୍ଲାରେ ଶିଶୁ ସୁରକ୍ଷାର ଦାୟିତ୍ବ ନେବେ ମହାବିଦ୍ୟାଳୟର ସ୍ବେଚ୍ଛାସେବୀ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଶିଶୁ ସୁରକ୍ଷା ପାଇଁ ଆରମ୍ଭ ହୋଇଥିବା ଜିଲ୍ଲାର ନିର୍ଦ୍ଦିଷ୍ଟ କାର୍ଯ୍ୟକ୍ରମ “ପ୍ରତିଜ୍ଞା” ର ସଫଳ ରୂପାୟନ ପାଇଁ ଏଣିକି ଜିଲ୍ଲାରେ ଥିବା ପ୍ରତି ମହାବିଦ୍ୟାଳୟର ଏନ୍ ଏସ୍ ଏସ୍ , ୟୁଥ୍ ରେଡ୍କ୍ରସ , ସ୍କାଉଟ୍ ଓ ଗାଇଡ୍ ର…