ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ମୁଁ ଏଠାକୁ ଆସି ଏତେ ଆନନ୍ଦିତ ଯେ ଏହାକୁ ପରିପ୍ରକାଶ କରିବା ପାଇଁ ମୋ ପାଖରେ ଶବ୍ଦ ନାହିଁ। କିସ୍‍ ହେଉଛି ସମସ୍ତ ତୀର୍ଥର ତୀର୍ଥତ୍ୱ ଓ ସବୁ ଦେବଙ୍କ ଦେବତ୍ୱ। କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟଧାରାର ପ୍ରଶଂସା କରି ସେ କହିଲେ, ଜଣେ ବ୍ୟକ୍ତିଙ୍କ ନିଷ୍ଠା ଓ

ସ୍ବର୍ଗତ ଅଶୋକ କୁମାର ସାହୁଙ୍କ ସ୍ମୃତି ରେ ଶ୍ରଦ୍ଧାଞ୍ଜଳୀ ସଭା

ପଦ୍ମପୁର:- ସ୍ବର୍ଗତ ଅଶୋକ କୁମାର ସାହୁ ଙ୍କ ଦ୍ଵାଦଶାହ ଉପଲକ୍ଷେ ପଦ୍ମପୁର ଶାନ୍ତି ନଗର ସ୍ଥିତ ଏକ କଲ୍ୟାଣ ମଣ୍ଡପ ରେ ସ୍ବର୍ଗତ ଅରବିନ୍ଦ ସାହୁ ଫାଉଣ୍ଡେସନ ସଂଯୋଜନା ରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି |ସାହିତ୍ୟିକ ତଥା ଶିକ୍ଷକ ସୁମନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତା ରେ

ସେପ୍ଟେମ୍ବର ୧୨ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ଆସନ୍ତା ୧୨ ତାରିଖ ଶନିବାର ଦିନ ତୃତୀୟ ଜାତୀୟ ଲୋକ ଅଦାଲତ ଓ ପ୍ରବର୍ତ୍ତନ ସମାଧାନ ଶିବିର ଅନୁଷ୍ଠିତ ହେବ । ଉପଭୋକ୍ତାଙ୍କ ଦ୍ୱାରା ଅନଧିକୃତ ବିଦ୍ୟୁତ ବ୍ୟବହାର ତଥା ବିଦ୍ୟୁତ ଚୋରି

ନେରେଡି ପ୍ରକଳ୍ପକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଗଜପତିର ଚାଷୀ ଓ ସାଧାରଣ ଲୋକଙ୍କ ସ୍ୱାର୍ଥ ସୁରକ୍ଷା ଉପରେ ଗୁରୁତ୍ୱ - ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନେରେଡି ପ୍ରକଳ୍ପକୁ ନେଇ ଗଜପତି ଜିଲ୍ଲାରେ ଦେଖାଦେଇଥିବା ବିଭିନ୍ନ ସମସ୍ୟା , ପ୍ରକଳ୍ପର ସମ୍ଭାବ୍ୟ ପ୍ରଭାବ ଏବଂ ଆଗାମୀ ପଦକ୍ଷେପ ସମ୍ପର୍କରେ ଗଜପତି

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ୨୨୩ ପଞ୍ଜିକୃତଙ୍କ ମଧ୍ୟରୁ ୧୦୩ ଜଣଙ୍କ ଅସ୍ଥିଶଲ୍ୟ ପରୀକ୍ଷା,

ଓଡ଼ଗାଁ, ୮।୯(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର-୨୦୨୬ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ଅଧ୍ୟକ୍ଷ ଲୋକନାଥ ସାହୁ ଶିବିରକୁ ଉଦ୍‌ଘାଟନ କରିଥିଲେ। ଏଥିରେ ବିଡିଓ ପ୍ରୀତିବାଳା

ଜ୍ୱାଇଁର ପନିକି ଚୋଟରେ ଶଶୁର ଗୁରୁତର,

ହତ୍ୟା ଉଦ୍ୟମ ଅଭିଯୋଗରେ ଜ୍ୱାଇଁ ଗିରଫ, ଜେଲ୍ ହାଜତ, ଓଡ଼ଗାଁ, ୮।୯(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ କୁରାଳ ନିକଟସ୍ଥ ସୁନାମୁହିଁ ପଞ୍ଚାୟତ ମାଳିଆଝୋଲା ଗ୍ରାମରେ ଜ୍ୱାଇଁର ପନିକି ଚୋଟରେ ଶଶୁର ଗୁରୁତର ଆହତ ହୋଇଛନ୍ତି। ହତ୍ୟା ଉଦ୍ୟମ ଅଭିଯୋଗରେ

ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

"ସାକ୍ଷରତା ର ସନ୍ଦେଶ ନେଇ ସହରରେ ଛାତ୍ରଛାତ୍ରୀଙ୍କ ସଚେତନତା ରାଲି" ବଲାଙ୍ଗୀର,ତା.୦୮/୦୯/୨୦୨୬:ଶିକ୍ଷା ଓ ସାକ୍ଷରତାର ମହତ୍ତ୍ୱ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର କନଫରେନ୍ସ ହଲ୍‌ଠାରେ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

ଆନ୍ତର୍ଜାତୀୟ ସାକ୍ଷରତା ଦିବସରେ ସମ୍ପୂର୍ଣ୍ଣ ସାକ୍ଷର ରାୟଗଡ ଗଠନ ପାଇଁ ଆହ୍ୱାନ

ରାୟଗଡ, ୦୮/୦୯/୨୦୨୬: ରାୟଗଡ ଜିଲ୍ଲାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ଆଜି ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ରାୟଗଡ ପରିସରରେ ଏହି ଅବସରରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସକାଳ ୯ଟାରେ

ରାୟଗଡରେ ୧୧୩ କି.ମି.ରୁ ଅଧିକ ୪-ଲେନ୍‌ ରାସ୍ତା ନିର୍ମାଣକୁ ଗତି

୭୯୫.୯୬ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ; ମୁଖ୍ୟମନ୍ତ୍ରୀଙ୍କୁ ଜିଲ୍ଲାପାଳଙ୍କ ଧନ୍ୟବାଦ ରାୟଗଡ, ୦୮/୦୯/୨୦୨୬: ରାୟଗଡ ଜିଲ୍ଲାରେ ସଡ଼କ ଯୋଗାଯୋଗ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଜିଲ୍ଲାର ବିଭିନ୍ନ ପ୍ରମୁଖ ସଡ଼କର ମୋଟ ୧୧୩.୩୮୬

କୌଶଳ ବିକାଶ ଓ ବୈଷୟିକ ଶିକ୍ଷା ବିଷୟ ରେ ଏକ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସର ରେ ଓଡ଼ିଶା ସରକାରଙ୍କ ସ୍କିଲ ଓଡ଼ିଶା ଆନୁକୂଲ୍ୟ ରେ କୌଶଳ ବିକାଶ ଓ ବୈଷୟିକ ଶିକ୍ଷା ବିଷୟ ରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।ଅଧ୍ୟକ୍ଷା ଡ. ରୀନା ସାହୁ ଙ୍କ ସଭାପତିତ୍ୱ ରେ କାର୍ଯକ୍ରମ ଟି