ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କଲେ ମହିଳା।

କଲ୍ୟାଣସିଂହପୁର:ପ୍ରଦୀପ ଦଲାଇ/ରାୟଗଡା ଜିଲ୍ଲା କଲ୍ୟାଣସିଂ ହପୁର ଥାନା ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ପାଲିଗାଁରେ ମହିଳା ଜଣକ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ପୁଲିସ କହିବା ଅନୁଯାୟୀ କୌଣସି କାରଣରୁ ବୃନ୍ଦାବନ ବାଗମାରୁଙ୍କ ସ୍ତ୍ରୀ ହେମଲତା ବାଗମାରୁ(୨୨) ବେକରେ ଦୌଡ଼ି ଦେଇ…

ମନ୍ତ୍ରୀ ପ୍ରତାପ ଜେନାଙ୍କ ବିକାଶମୂଳକ କାର୍ଯ୍ୟ ରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଲେ ନବିନିର୍ବାଚିତ ସରପଞ୍ଚ ।

ନିଶ୍ଚିନ୍ତକୋଇଲି,(ଦେବେନ୍ଦ୍ର ଷଡ଼ଙ୍ଗୀ) : ମାହାଙ୍ଗା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ରାଜ୍ୟ ସୁନାମଧନ୍ୟ ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଶକ୍ତିଶାଳୀ ନେତୃତ୍ୱ ଓ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ନିଶ୍ଚିନ୍ତକୋଇଲି ବ୍ଲକ…

ଜଗତସିଂହପୁର ଜିଲ୍ଲାରେ ପୌର ନିର୍ବାଚନ ନିମନ୍ତେ ରାଜନୈତିକ ଦଳମାନଙ୍କ ସହ ବୈଠକ

ଜଗତସିଂହପୁର/ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହ ଠାରେ ଜିଲ୍ଲାରେ ପୌର ନିର୍ବାଚନ ସ୍ବଚ୍ଛ, ଅବାଧ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହିତ ପରିଚାଳନା ନିମନ୍ତେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ…

ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

ଜଗତସିଂହପୁର/ସୁମନ୍ତ କୁମାର ଦାସ: ବିରିଡି ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ ଜିଲ୍ଲା ପ୍ରଶାସନ ଦ୍ୱାରା ପାଳନ କରାଯାଇଛି l ଏହି ଅନ୍ତର୍ଜାତୀୟ ମହିଳା ଦିବସରେ ଜିଲ୍ଲାର ସମାଜ କଲ୍ୟାଣ ଅଧିକାରିଣୀ ସ୍ବର୍ଣ୍ଣମଞ୍ଜରୀ ନାୟକଙ୍କୁ ଅଧକ୍ଷତାରେ କୁଜଙ୍ଗ ସିଡିପିଓ…

ନୟାଗଡ ରୋଟାରୀ କ୍ଲବ ଏବଂ ୟୁନିଟେକ କଲେଜର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିବସ

ନୟାଗଡ଼(ବିଶ୍ଵଜିତ ନାୟକ) - ନୟାଗଡ ରୋଟାରୀ କ୍ଲବ ଏବଂ ୟୁନିଟେକ କଲେଜ, ନୟାଗଡର ମିଳିତ ଆନୁକୂଲ୍ୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମର ମୂଖ୍ୟ ଅତିଥି ସହକାରୀ କୃଷି ଅଧିକାରୀ ମୁକ୍ତିଲିନା ମୋନିକା, ନୟାଗଡ଼ ରୋଟାରୀ କ୍ଲବର ସଭାପତି ରୋଟାରିଆନ ଧିରେନ୍ଦ୍ର…

ଅଂଶୁଘାତର ମୁକାବିଲାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ ପ୍ରତିଷ୍ଠାନ ସଭାଗୃହ ଠାରେ ଅଂଶୁଘାତ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ସଭାପତିତ୍ୱ କରି ଅଂଶୁଘାତ…

ଜନ ଶିକ୍ଷଣ ସଂସ୍ଥାନ ପକ୍ଷରୁ ମହିଳା ଦିବସ

ନୟାଗଡ଼(ବିଶ୍ୱଜିତ ନାୟକ)- ଜନ ଶିକ୍ଷଣ ସଂସ୍ଥାନ ଦ୍ୱାରା ମହିଳା ଦିବସ ପାଳିତ ହୋଇଯାଇଛି । ଲେଙ୍କୁଡ଼ିପଡ଼ା କଲ୍ୟାଣମଣ୍ଡପଠାରେ ଅନୁଷ୍ଠାନର ନିର୍ଦ୍ଦେଶକ ସୁଧାଂଶୁ ମୋହନ ମହାରଥାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଭାସିନୀ ନନ୍ଦ, ସ୍ମିତାରାଣୀ ସ୍ୱାଇଁ, ଅକ୍ରୁର ସାହୁ, ବିଜୟ କୁମାର…

ମା’ ସର୍ବଦା ନମସ୍ୟ, ମା’ର ଗୁଣ କହି ହୁଏ ନାହିଁ : ଡ଼ ଅରୁଣ ସାହୁ

ନୟାଗଡ଼(ବିଶ୍ଵଜିତ ନାୟକ) - ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆନ୍ତଜାର୍ତିୟ ମହିଳା ଦିବସ ପାଳିତ ହୋଇଯାଇଛି । ବିଜୁ ଜନତା ଦଳ ମହିଳା ସଭାନେତ୍ରୀ ବିରଜାଲକ୍ଷ୍ମୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି…

“ଆକାଂକ୍ଷା” ମହିଳା ସଂଗଠନ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାର ଅଗ୍ରଣୀ ମହିଳା ସଂଗଠନ "ଆକାଂକ୍ଷା" ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ସଂଗଠନର ସଭାନେତ୍ରୀ ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ଵଳନ…

ଆଜିର ସମୟରେ ବି ନାରୀ ଅସୁରକ୍ଷିତ ସାମାଜିକ ସଚେତନତା ନିତାନ୍ତ ଜରୁରୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାର ଅଗ୍ରଣୀ ମହିଳା ଅନୁଷ୍ଠାନ "ପ୍ରଗତି" ମହିଳା ସଙ୍ଗଠନ ଆନୁକୁଲ୍ୟରେ ସ୍ଥାନୀୟ U tech Computer Institution ଠାରେ ଆଲୋଚନା ଏବଂ ମହାବିଦ୍ୟାଳୟ ସ୍ତରୀୟ ତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଯୋଜକ ଲୋକନାଥ ମିଶ୍ରଙ୍କ ସଂଯୋଜନାରେ…