Sign in
Sign in
Recover your password.
A password will be e-mailed to you.
ଗୁଣପୁରରେ ୭୩ତମ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ
ଗୁଣପୁର ରୁ ସନ୍ତୋଷ କୁମାର ଚୌଧୁରୀ :୭୩ତମ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ଗୁଣପୁର ମିନି ଷ୍ଟାଡିୟମରେ ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ଗୁଣପୁର ଉପଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଯୋଗଦେଇ ସକାଳ ଘ.୮. ୩୦ମି ରେ ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ୍ ଅଭିବାଦନ ଗ୍ରହଣ…
ଗୁଣପୁର ପ୍ରେସ ୟୁନିଅନ ର ପ୍ରଥମ ପ୍ରତିଷ୍ଠା ଦିବସ ଏବଂ ସ୍ବେଛାକୃତ ରକ୍ତ ଦାନ ଶିବିର ।
ଗୁଣପୁର ରୁ ସନ୍ତୋଷ କୁମାର ଚୌଧୁରୀ: ପବିତ୍ର 73ତମ ସାଧାରଣତନ୍ତ୍ର ଦିବସ ଅବସର ରେ ଗୁଣୁପୁର ପ୍ରେସ ୟୁନିଅନ ତରଫରୁ ପ୍ରେସ ୟୁନିଅନର ପ୍ରଥମ ପ୍ରତିଷ୍ଠା ଦିବସ ଏବଂ ସ୍ବେଛାକୃତ ରକ୍ତଦାନ ଶିବିର ସ୍ଥାନୀୟ ସଦର ହସ୍ପିଟାଲର ବ୍ଲଡ଼ ବ୍ୟାଙ୍କ ରେ ଅନୁଷ୍ଠିତ ହୋଇଥିଲା ଏହି ଅବସର ରେ ମୁଖ୍ୟଅତିଥି…
ବିଜେଡି କାର୍ଯ୍ୟାଳୟ ରେ ରକ୍ତ ଦାନ ଶିବିର ଅନୁଷ୍ଠିତ
ରବି ନାରାୟଣ ସାହୁ ଙ୍କ ରିପୋର୍ଟ(ଖୋର୍ଦ୍ଧା)--ପବିତ୍ର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡ଼ିଶା-"ମୋ ପରିବାର" ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲ୍ଲା ସଂଯୋଜକ ଶ୍ରୀ ଦିଲ୍ଲୀପ କୁମାର ହୋତାଙ୍କ ସଂଯୋଜନାରେ ବିଜୁ ଜନତା ଦଳ କାର୍ଯ୍ୟାଳୟ ଖୋରଧା ଠାରେ ଅନୁଷ୍ଠିତ ରକ୍ତଦାନ ଶିବିରରୁ ମୋଟ ୪୧ ୟୁନିଟ ରକ୍ତ…
ଧାନ କ୍ଷେତରେ ପତାକା ଉତ୍ତୋଳନ କଲେ ଚାଷୀ
ରବି ନାରାୟଣ ସାହୁ (ଖୋର୍ଦ୍ଧା)--ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ଅନ୍ତର୍ଗତ କଡ଼ବ ଗ୍ରାମରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଷୀ ଆଜି ଚାଷ କ୍ଷେତରେ ଏକତ୍ରିତ ହୋଇ ପତାକା ଉତ୍ତୋଳନ କରିଥିଲେ । ଚାଷୀଟି ସଦାସର୍ବଦା ଦୁଃଖ କଷ୍ଟରେ ନିଜର ତୁଣ୍ଡ ଝାଳ ମୁଣ୍ଡରେ ମାରି ବର୍ଷ ସାରା ପରିଶ୍ରମ…
ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ
ପୁରୀ/ଅନିମେଶ ପଟ୍ଟନାୟକ:ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ମୌଲନା ଆଜାଦ, ଡଃ ଆମ୍ବେଦକର, ସରୋଜିନୀ ନାଇଡୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ…
ଭୋଟରଙ୍କ ମନ କିଣୁଛନ୍ତି ଶିକ୍ଷିତ ପ୍ରାର୍ଥୀ
ବାଲେଶ୍ୱର- ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ଲାଗି ରେମୁଣା ବ୍ଲକର ପ୍ରାୟ 32 ଟି ପଂଚାୟତରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇ ସାରିଛି I ଏବେ ବିଭିନ୍ନ ପ୍ରାର୍ଥୀ ଏବଂ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଗଲାଣି I ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକ ମାନଙ୍କ ସହ ଘରକୁ ଘର ବୁଲି ପ୍ରଚାର…
ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ୭୩ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ କୋଭିଡ୍ କଟକଣା ଯୋଗୁଁ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ…
ସୁନ୍ଦରଗଡ ଏବଂ ରାଉରକେଲାରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ।।
ସୁନ୍ଦରଗଡରେ ମନ୍ତ୍ରୀ ସୁଶାନ୍ତ ସିଂ ,ରାଉରକେଲାରେ ଆରଡିସି ସୁରେଶ କୁମାର ଦଳାଇ ପତାକା ଉତ୍ତୋଳନ କଲେ
ରାଉରକେଲା(ବସନ୍ତ କୁମାର ଜେନା):କୋଭିଡ କଟକଣା ମଧ୍ୟରେ ରାଉରକେଲା ସମେତ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।ଏହି ଜିଲ୍ଲାସ୍ତରୀୟ…
ଚାଇଲ୍ଡଲାଇନ ର ୨୫ତମ ପ୍ରତିଷ୍ଠା ଦିବସ ପାଳନ
ଦେବଗଡ଼ ରୁ ଅବନୀ କାନ୍ତ ମିଶ୍ର: ଆଜି ୭୩ତମ ସାଧାରଣତନ୍ତ୍ର ଦିବସ ଓ ଚାଇଲ୍ଡଲାଇନ ର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆଜି ଦିନକୁ ଚାଇଲ୍ଡଲାଇନ (1098) ତାର ୨୫ବର୍ଷ ପୂରଣ କରିଛି।୨୫ତମ ପ୍ରତିଷ୍ଠା ଦିବସ ଓ ୭୩ତମ ସାଧାରଣତନ୍ତ୍ର ଦିବସ ଅବସରରେ କିଶୋରୀ ବାଳିକା ଓ ବାଳକ ମାନଙ୍କୁ…
ଜଗତସିଂହପୁର ଠାରେ ୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
ଜଗତସିଂହପୁର/ ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ସଦର ମହକୁମାସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମଠାରେ ୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ କୋଭିଡ-୧୯ ମାର୍ଗଦର୍ଶିକା ଅନୁଯାୟୀ ମହାସମାରୋହରେ ପାଳିତ ହୋଇ ଯାଇଅଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…