ଆମ୍ରି ହସ୍ପିଟାଲରେ ବିଏସକେ ୱାଇ ଯୋଜନାରେ ଚିକିତ୍ସିତ ରୋଗୀଙ୍କ ଚିକିତ୍ସା ସଂପର୍କରେ ଅନୁଧ୍ୟାନ କଲେ ଖୋର୍ଦ୍ଧା…

ଭୁବନେଶ୍ୱର (ଶାସକ ପ୍ରଶାସକ):ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଆଜି ଅପରାହ୍ଣରେ ଭୁବନେଶ୍ୱର ସ୍ଥିତ ଆମ୍ରି ହସ୍ପିଟାଲ ପରିଦର୍ଶନ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସହାୟତାରେ ଚିକିତ୍ସିତ ହେଉଥିବା ହରଷ ବରାଡ, ଧୂରେନ୍ଦ୍ର ଲାଲ ସିଂହଦେଓ ଓ ନରସିଂହ ଦାସଙ୍କ…

ଭାରତୀୟ ଜାତୀୟ କଂଗ୍ରେସର ୧୩୭ ତମ ପ୍ରତିଷ୍ଠା ଦିବସ : ଆଗାମୀ ପଞ୍ଚାୟତ ନିର୍ବାଚନରେ ଜିଲ୍ଲା ପରିଷଦ ଓ ପଞ୍ଚାୟତ ସମିତି…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କଂଗ୍ରେସ ସବୁବେଳେ ଲୋକଙ୍କ ସହିତ ରହିଆସିଛି , ଏବେବି ଅଛି ଓ ଭବିଷ୍ୟତରେ ମଧ୍ୟ ରହିଥିବ । ତେଣୁ ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଗଜପତି ଜିଲ୍ଲାରେ କଂଗ୍ରେସ ଜିଲ୍ଲା ପରିଷଦ ସମେତ ବହୁ ପଞ୍ଚାୟତ ସମିତି ଅଧ୍ୟକ୍ଷ ଆସନ ଅକ୍ତିଆର କରିବ…

ଜିଲ୍ଲାରେ ପ୍ରଥମ ସ୍ଥାନରେ କୃତୀ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ୨୦୨୦-୨୦୨୧ ଶିକ୍ଷାବର୍ଷରେ ଉଚ୍ଚ ମାଧ୍ୟମିକ ପରୀକ୍ଷା ଏବଂ କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷାରେ ସର୍ବ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ…

ଜିଲ୍ଲାପାଳ ଓ ଏସ୍‌ପିଙ୍କ ବିଭିନ୍ନ ଚିକିତ୍ସାଳୟ ପରିଦର୍ଶନ : ଚିକିତ୍ସିତ ହେଉଥିବା ବିଏସ୍‌କେୱାଇ କାର୍ଡଧାରୀ ମାନଙ୍କ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଜୟରାମ ଶତପଥି ମଙ୍ଗଳବାର ଦିନ ଜିଲ୍ଲାର ଗୋଷାଣୀ ବ୍ଲକ , କାଶୀନଗର ବ୍ଲକ ସମେତ ପାରଳାଖେମୁଣ୍ଡି ସହରରେ ଥିବା ଏକ ଘରୋଇ ଚକ୍ଷୁ ଚିକିତ୍ସାଳୟ ପରିଦର୍ଶନ…

ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସ୍ତରୀୟ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବୈଠକ ଅନୁଷ୍ଠିତ ହୋଇଛି। ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ସଭାଗୃହ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା…

ଜିଲ୍ଲାସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ (ୟୁନିଅନ ବ୍ୟାଙ୍କ ଅଫ ଇଣ୍ଡିଆ) ପକ୍ଷରୁ ଜିଲ୍ଲା ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହା ସମେତ…

ହିଲଟପ ସ୍ନାତକ ମହାବିଦ୍ୟାଳୟର ସ୍ୱତନ୍ତ୍ର ସେବା ଶିିବିର ଉଦଯାପନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ସ୍ଥିତ ହିଲଟପ ସ୍ନାତକ ମହାବିଦ୍ୟାଳୟର ବାଳିକା ଓ ବାଳକ ବିଭାଗ ପକ୍ଷରୁ ୪୬ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ୭ଦିନ ଧରି ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ସେବା ଶିବିରର ଉଦଯାପନୀ ହୋଇଯାଇଛି। ଏହି ସ୍ୱତନ୍ତ୍ର ଶିବିରରେ ଛାତ୍ରଛାତ୍ରୀ…

“ବଇଦପାଲି ପୋଲ ନିର୍ମାଣକୁ ତ୍ବରାନ୍ବିତ କର”

ପଦ୍ମପୁର(ଶାସକ ପ୍ରଶାସକ) : କନସିଂହା ଗ୍ରାମ ପଂଚାୟତ ବଇଦପାଲିକୁ ରାସ୍ତା ନ ଥିବାରୁ ଅନେକ ଧାରଣା,ଦାବି ପତ୍ର,ଭୋଟ ବର୍ଜ୍ଜନ କରାଯାଇଥିଲା ।ରାସ୍ତା ନିର୍ମାଣ ସରିବା ପରେ ଏକ ପୋଲ ନିର୍ମାଣ ପାଇଁ ଗ୍ରାମବାସୀ ହଇରାଣ ହେଉଛନ୍ତି। ଅର୍ଥ ମଞ୍ଜୁର ହୋଇ ଭିତ୍ତି ପ୍ରସ୍ତର ସ୍ଥାପନ ସରିଗଲା ,ତଥାପି…

ସାମ୍ବାଦିକ ଜୟ ଶଙ୍କର ଦାସଙ୍କ ମାତାଙ୍କ ଦେହାନ୍ତ

ବ୍ୟାସନଗର(ଶାସକ ପ୍ରଶାସକ) - ବରିଷ୍ଠ ସାମ୍ବାଦିକ ଜୟ ଶଙ୍କର ଦାସଙ୍କ ମାତା ପଦ୍ମାବତୀ ଦାସ ଙ୍କ ଆଜି ଦେହାନ୍ତ ହୋଇଯାଇଛି | ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ | ହେଲେ ଆଜି ଦିନ ୧୧ ଘଟିକା ସମୟରେ ମାତ୍ର ୫୫ ବର୍ଷ ବୟସରେ  ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ବିୟୋଗରେ ବ୍ୟାସନଗର…

ଅଫିସର ଓ କର୍ମଚାରୀଙ୍କ କାର୍ଯ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିଛି ” ମୋ ସରକାର ” ।

ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ସମୀକ୍ଷା କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ ମୋ ସରକାର କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର (ଶାସକ ପ୍ରଶାସକ) : କେବଳ ଜନସାଧାରଣଙ୍କ ସନ୍ତୋଷ…