Sign in
Sign in
Recover your password.
A password will be e-mailed to you.
ରନ୍ଧନ ଗ୍ୟାସର ଦରବୃଦ୍ଧି ବିରୁଦ୍ଧରେ ବିଜେଡି ପକ୍ଷରୁ ବ୍ଳକ ଘେରାଉ ।
କଲ୍ୟାସିଂହପୁର: ପ୍ରଦିପ ଦଲାଇ/ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ସଦରରେ ଥିବା ଶିବ ମନ୍ଦିର ଠାରୁ ଯୁବ ବିଜେଡି ପକ୍ଷରୁ ବିଜୁ ଛାତ୍ର ସଭାପତି ଙ୍କ ନେତୃତ୍ଵ ରେ ଡିଜେଲ, ରନ୍ଧନଗ୍ଯାସ, ବିଦ୍ୟୁତ ର ଅତ୍ଯଧିକ ଦର ଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାର ଙ୍କ ବିରୁଦ୍ଧରେ ରାଜ୍ଯ ବ୍ୟାପି…
ଡୁଡୁକାବାହାଲ ଠାରେ ନୂତନ ଶାଖା ପୋଷ୍ଟ ଅଫିସ ଉଦଘାଟିତ।
କାଶୀପୁର ଟିକିରି ରୁ ବୈକୁଣ୍ଠ ଦୁରିଆ: ରାୟଗଡା ଜିଲା କାଶିପୁର ବ୍ଲକ ନୂତନ ଭାବେ ଗଠିତ ହୋଇଥିବା ଡୁଡୁକାବାହାଲ ଗ୍ରାମପଞ୍ଚାୟତ ସଦର ମହକୁମା ଠାରେ ଏକ ନୂଆ ଶାଖା ପୋଷ୍ଟ ଅଫିସ ଉଦଘାଟିତ ହୋଇ ଯାଇଛି।ଏହି ଉଦଘାଟନ ଉତ୍ସବରେ ଡୁଡୁକାବାହାଲ ସରପଞ୍ଚ ପାଟ ମାଝୀ ଦ୍ଵିପପ୍ରଜଳନ କରି ରିବନକାଟି ଶୁଭ…
ବାଲୁଗାଁ ପିକ୍ ନିକ୍ ଗାଡି ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ।
ତିନି ମୃତକ ଛାତ୍ରଙ୍କ ଆତ୍ମୀୟଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ୱର(ଶାସକ ପ୍ରଶାସକ): ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ…
ବାଲୁଗାଁ ପିକ୍ ନିକ୍ ଗାଡି ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ।
ତିନି ମୃତକ ଛାତ୍ରଙ୍କ ଆତ୍ମୀୟଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ୱର(ଶାସକ ପ୍ରଶାସକ) :ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ…
“ଶାସକ ପ୍ରଶାସକ”ରେ ଖବର ପରିବେଷଣ ପରେ ଆରମ୍ଭ ହେଲା ରକ୍ଷଣାବେକ୍ଷଣ କାମ
ଠିକାଦାର ନିମ୍ନମାନର କାମ ଚଲାଇଥିବା ନେଇ ଅଭିଯୋଗ : କର୍ତ୍ତୃପକ୍ଷ ତଦାରଖ କରିବାକୁ ଦାବି
ପଦ୍ମପୁର(ଶାସକପ୍ରଶାସକ)- ରାସ୍ତା ତିଆରି ପରେ ରକ୍ଷଣାବେକ୍ଷଣ ଦାୟିତ୍ୱ ସମ୍ପୄକ୍ତ ଠିକା ସଂସ୍ଥା ଉପରେ ଥିଲେ ମଧ୍ୟ ରକ୍ଷଣାବେକ୍ଷଣ କରୁନଥିବା ଅଭିଯୋଗ ହେବା ପରେ ଶାସକପ୍ରଶାସକ ରେ ଖବର ପରିବେଷଣ…
ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଭୋଟର ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଭୋଟର ସଚେତନତା ପାଇଁ ଏକ ରାଲିର ଆୟୋଜନ କରାଯାଇଥିଲା। ଜିଲ୍ଲା ପ୍ରଶାସନ ତରଫରୁ ଡେପୁଟି କଲେକ୍ଟର ଶ୍ରୀ ରାଜେନ୍ଦ୍ର ଭୂୟାଁ ଏବଂ ମାଧ୍ୟମିକ…
ଘୁ.ଉଦୟଗିରିରେ କଂଗ୍ରେସ କମିଟି ତରଫରୁ ଜନ ଜାଗରଣ ଶୋଭାଯାତ୍ରା
ଘୁ.ଉଦୟଗିରି(ଗଗନ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଅଧିନସ୍ଥ ଘୁ.ଉଦୟଗିରି ଠାରେ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜି. ଉଦୟଗିରି ବ୍ଲକ ଓ ନଗର କଂଗ୍ରେସ ତରଫରୁ ଏକ ଜନ ଜାଗରଣ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି I ଏହି ସଭାଯାତ୍ରା ଘୁ.ଉଦୟଗିରି ନୂଆ ହାଟପଦା ଠାରୁ ଚକରା ବିଷୋୟୀ ଛକ ଓ ଗାନ୍ଧୀ ଛକ…
କିଟ୍-କିସରେ ଶିକ୍ଷା ଓ ଗବେଷଣା ପାଇଁ ଅଷ୍ଟ୍ରେଲିଆର ସହଯୋଗ ରହିବ
ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଥିବା ଭାରତରେ ଅବସ୍ଥାପିତ ଅଷ୍ଟ୍ରେଲିଆ ଉଚ୍ଚାୟୁକ୍ତ ବାରୀ ଓ’ଫାରେଲ୍ ଏଓଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳ ଶୁକ୍ରବାର କିଟ୍ ଓ କିସ୍ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ କିଟ୍ର ସମସ୍ତ କ୍ୟାମ୍ପସ ବୁଲି ଦେଖିବା ସହ କିସ୍ର ସମସ୍ତ…
ସେଞ୍ଚୁରିଅନ ବିଶ୍ବବିଦ୍ୟାଳୟର ନବମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କୌଶଳଭିତ୍ତିକ ଶିକ୍ଷାପ୍ରଦାନ କ୍ଷେତ୍ରରେ ଦେଶରେ ସର୍ବଶ୍ରେଷ୍ଠ ସ୍ଥାନ ଅଧିକାର କରିଥିବା ସେଞ୍ଚୁରିଅନ ବିଶ୍ବବିଦ୍ୟାଳୟ ଆଜି ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଧ୍ୟକ୍ଷତାରେ ତଥା ମୁଖ୍ୟଅତିଥି ଅଷ୍ଟ୍ରେଲିଆର ହାଇକମିଶନର…
୮ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କ ଜରିଆରେ ଦାବି ପତ୍ର ପ୍ରଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଏସଇଏମ୍ ଓ ଗ୍ରାମୀଣ ଜଳ ଯୋଗାଣ କର୍ମଚାରୀ ମହାସଂଘର ସମସ୍ୟା ସମାଧାନ ପାଇଁ ୮ ଦଫା ଦାବୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମୋହନା ତହସିଲଦାର କିଶୋର ଚନ୍ଦ୍ର ଦାଶଙ୍କ ଜରିଆରେ ପ୍ରଦାନ କରିଛନ୍ତି । ଏସଇଏମ୍ ଓ ଜଳ ଯୋଗାଣ…