Sign in
Sign in
Recover your password.
A password will be e-mailed to you.
ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀଙ୍କ ଦିନିକିଆ ରାୟଗଡ ଜିଲ୍ଲା ଗସ୍ତ
ରାୟଗଡ(ସରୋଜ କୁମାର ସାହୁ): ବିଜୁ ଜନତା ଦଳର ରାୟଗଡ ପର୍ଯ୍ୟବେକ୍ଷକ ତଥା ମହାକାଳପଡା ବିଧାୟକ ଶ୍ରୀ ଅତନୁ ସବ୍ୟସାଚୀ ନାୟକ ଦିନିକିଆ ରାୟଗଡ ଜିଲ୍ଲା ଗସ୍ତରେ ଆସି ରାୟଗଡ ସର୍କିଟ ହାଉସ ଠାରେ ଜିଲ୍ଲାର ବିଜୁ ଜନତା ଦଳର ବରିଷ୍ଠ ନେତା ଓ କର୍ମୀ ମାନଙ୍କ ସହ ସଙ୍ଗଠନ ସମ୍ପର୍କରେ ଆଲୋଚନା…
ବିଶ୍ୱ ଶିକ୍ଷା ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ନେବ କଳାହାଣ୍ଡି ବିଶ୍ୱବିଦ୍ୟାଳୟ: ମୋ କଲେଜ ଅଧ୍ୟକ୍ଷ
ଭୁବନେଶ୍ୱର/ ଭବାନୀପାଟଣା (ଶାସକ ପ୍ରଶାସକ) : ମୋ କଲେଜ ଅଭିଯାନ ପରିଚାଳନା ସଙ୍ଗଠନର ଅଧ୍ୟକ୍ଷ ଶ୍ରୀ ଆକାଶ ଦାସନାୟକ ସୋମବାର ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲେ। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀ, ଅଧ୍ୟାପକ, ଅଧ୍ୟାପିକା ଏବଂ ଏନସିସି…
ବିଜେପି ପକ୍ଷରୁ ଏନ୍ଏସି ଓ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା : ମୁଖ୍ୟମନ୍ତ୍ରୀ, ଗୃହରାଷ୍ଟ୍ର ମନ୍ତ୍ରୀ, ଆଇନ ଓ…
ପାଟଣାଗଡ଼, (ଯତୀନ୍ଦ୍ର ନନ୍ଦ ): ବହୁ ଚର୍ଚ୍ଚିତ ମମିତା ମେହେରର ଅପହରଣ ଓ ପରେ ହତ୍ୟା ଘଟଣାରେ ରାଜ୍ୟର ଗୃହରାଷ୍ଟ୍ର ମନ୍ତ୍ରୀ ଦବ୍ୟଶଙ୍କର ମିଶ୍ର,ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହ ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନାଙ୍କୁ ସାମାଜିକ ବାସନ୍ଦ ଦାବୀରେ ପାଟଣାଗଡ଼ ବିଜେପି…
ବିଦ୍ୟାଳୟର ନିରାପତ୍ତା ପାଇଁ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ବିଦ୍ୟାଳୟ ନିରାପତ୍ତା ପାଇଁ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୌରହିତ…
ଭୋଟର ସଚେତନତା ରଥର ଶୁଭ ଉଦଘାଟନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ ସଚେତନତା ରଥକୁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ସବୁଜ ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ। ଏହି ସଚେତନତା ରଥ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ୍ ତଥା…
ପାଇକମାଳର ଯୁବ ସମାଜସେବୀ ସୁମିତ ଅଗ୍ରୱାଲ ସେବାଶ୍ରୀ ସମ୍ମାନରେ ସମ୍ମାନିତ
ବରଗଡ଼(ଶାସକପ୍ରଶାସକ) - ଆଜି ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅଷ୍ଟମ ବାର୍ଷିକ ସ୍ଵନକ୍ଷତ୍ର ମହୋତ୍ସବ ଏବଂ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଓଡ଼ିଶା କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଇକମାଳର ଯୁବ ସମାଜସେବୀ ସୁମିତ ଅଗ୍ରୱାଲଙ୍କୁ…
ରେଙ୍ଗାଲି ବ୍ଲକ ଅଙ୍ଗନୱାଡି କର୍ମୀଙ୍କ ବିଶାଳ ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ
ରେଙ୍ଗାଲି (ସନ୍ଦୀପ ଶର୍ମା) : ଅଙ୍ଗନୱାଡି କର୍ମୀଙ୍କୁ ପ୍ରାଥମିକ ଶିକ୍ଷୟତ୍ରୀ ମାନ୍ୟତା, ୨୧ ହଜାର ସର୍ବନିମ୍ନ ଭତ୍ତା,୧୦ହଜାର ପେନସନ, ଶିକ୍ଷାନୀତିରେ ଚାକିରୀ ସର୍ତ୍ତାବଳୀ, ଆଇସିଡିଏସ ର ଘରୋଇକରଣ କରା ନ ଯିବା, ଏସଏନପି ଦର ବୃଦ୍ଧି, ସରକାରୀ କରାଯିବା ସହିତ ପ୍ରକଳ୍ପ ରେ ସମ୍ମୁଖିନ…
ଶିକୁଳିପଦର ସ୍କୁଲ ପରିଦର୍ଶନ କଲେ ଜିଲ୍ଲାପାଳ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ଦ୍ୱାରା ୫ଟି ଅଧିନରେ ନିର୍ମାଣ ଚାଲିଥିବା ସ୍ମାର୍ଟ କ୍ଲାସ ଗୃହ ଓ ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ଚାଲିଥିବା ମୋହନା ବ୍ଳକ ଅନ୍ତର୍ଗତ ଶିକୁଳିପଦର ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା।…
ମମିତାକୁ ନ୍ୟାୟ ମିଳିବ ତ : ସମୀର ମହାନ୍ତି
"ପୋଲିସ ଯାହାକୁ ବାନ୍ଧିବା କଥା, ସେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ବସୁଛି"
ଝାରସୁଗୁଡା: ମୁଖ୍ୟମନ୍ତ୍ରୀଙ୍କ ସହ ଭବାନୀପାଟଣାର ସଭାମଂଚରେ ଅଭିଯୁକ୍ତ ଦାଗୀ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏକାଠି ବସିବା ଦେଖି ସାଧାରଣ ଓଡ଼ିଆଙ୍କ ଭାବାବେଗକୁ ବଡ଼ ଆଘାତ ପହଁଚିଛି । ପୋଲିସ ଯାହାକୁ ବାନ୍ଧିବା…
ଜାତୀୟ ଦାନ୍ତ ଘଷା ଦିବସରେ ଶିଖାଗଲା ଉପଯୁକ୍ତ ଭାବେ ଦାନ୍ତ ଘଷିବାର ଶୈଳୀ
ଭୁବନେଶ୍ୱର : ଦାନ୍ତ ଓ ମାଢ଼ି ସୁସ୍ଥ ରଖିବା ନିମନ୍ତେ ଦାନ୍ତ ଘଷିବାର ଉପଯୁକ୍ତ ଶୈଳୀ ହେଉଛି ପ୍ରଥମ ପଦକ୍ଷେପ । ଯଦିଓ ଅଧିକାଂଶ ଲୋକ ପ୍ରତ୍ୟେକ ଦିନ ଦାନ୍ତ ଘଷନ୍ତି ତେବେ ଠିକ୍ ଭାବରେ କିଭଳି ଦାନ୍ତ ଘଷାଯାଏ ତାହା ସେମାନଙ୍କୁ ଜଣାନଥାଏ ବୋଲି ରବିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ…