Sign in
Sign in
Recover your password.
A password will be e-mailed to you.
ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତିର ଅମୃତ ମହୋତ୍ସବ ଉପଲକ୍ଷେ ଦୀପାବଳି ଉତ୍ସବ ପାଳନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ବୁୁଧବାର ଦିନ ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତିର ଅମୃତ ମହୋତ୍ସବ ଉପଲକ୍ଷେ ଦୀପାବଳି ଉତ୍ସବ ପାଳନ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରାଷ୍ଟ୍ରୀୟ ସେବିକା ସମିତିର ବିଭାଗ କାର୍ଯ୍ୟବାହିକା…
ପଣ୍ଡିରିପାଣୀ ପରିବେଶ ସୁରକ୍ଷା ପାଇଁ ସବୁଜ ସାଥି ଗଠିତ ।
ପଦ୍ମପୁର(ଶାସକ ପ୍ରଶାସକ)-ପଦ୍ମପୁର ଉପଖଣ୍ଡ ରାଜବୋଡ଼ାସମ୍ବର ବ୍ଲକ ମେଲଛାମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପଣ୍ଡରିପାଣୀ ଗ୍ରାମରେ ଯୁବକମାନଙ୍କର ଏକ ବୈଠକ ନାଟ୍ୟକାର ପ୍ରଦୀପ କୁମାର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ଉକ୍ତ ବୈଠକରେ ପ୍ରକୃତି ବନ୍ଧୁ ମୀନକେତନ ସାହୁ ଯୋଗଦେଇ…
ବରିଷ୍ଠ ଆଇନଜୀବୀ ସୁରେନ୍ଦ୍ରନାଥ ସାହୁଙ୍କ ପରଲୋକ ।
ପଦ୍ମପୁର(ଶାସକପ୍ରଶାସକ)-ପଦ୍ମପୁର ଉପଖଣ୍ଡ ଗାଇସିଲଟ ବ୍ଲକ ବୁରୋମୁଣ୍ଡା ଗ୍ରାମର ବରିଷ୍ଠ ଆଇନଜୀବୀ ସୁରେନ୍ଦ୍ରନାଥ ସାହୁଙ୍କ ଗତ ୩ ତାରିଖ ଦିନ ନିଜ ବୁରୋମୁଣ୍ଡା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ବୁରୋମୁଣ୍ଡା ଗୌନ୍ତିଆ ପରିବାରରେ ଜନ୍ମ ଗ୍ରହଣ କରିଥିବା ସ୍ବର୍ଗତ ସାହୁ 76 ବର୍ଷ ବୟସରେ…
ଓବିସି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ନାମ ତାଲିକା ଘୋଷଣା
ଭୁବନେଶ୍ୱର: ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଓବିସିି ମୋର୍ଚ୍ଚା ରାଜ୍ୟ ସଭାପତିଶ୍ରୀ ସୁରଥ ବିଶ୍ୱାଳ ଓବିସି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ରାଜ୍ୟ ସଂଯୋଜକଙ୍କ ନାମ…
ରାଜ୍ୟ ସଂସ୍କୃତି ବିଭାଗର ଶାସନ ସଚିବ ଓ ନିର୍ଦ୍ଦେଶକଙ୍କ ଗଜପତି ଜିଲ୍ଲା ଗସ୍ତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ଦଳେଇ ଓ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ଶ୍ରୀ ରଞ୍ଜନ କୁମାର ଦାସ ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ…
breaking : ବିଜେପି ଶାସିତ ନଅ ରାଜ୍ୟ ପକ୍ଷରୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଅତିରିକ୍ତ ହ୍ରାସ ଘୋଷଣା
ନୂଆଦିଲ୍ଲୀ : କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଶୁଳ୍କ ଯଥାକ୍ରମେ ୫ଟଙ୍କା ଏବଂ ୧୦ ତାଙ୍କ ହ୍ରାସ କରିବା ପରେ ବିଜେପି ଶାସିତ ନଅ ରାଜ୍ୟ - ଆସାମ, ତ୍ରିପୁରା, ମଣିପୁର, କର୍ଣ୍ଣାଟକ, ଗୋଆ, ଉତ୍ତରପ୍ରଦେଶ, ଗୁଜୁରାଟ, ହିମାଚଳ ପ୍ରଦେଶ ଏବଂ ଉତ୍ତରପ୍ରଦେଶ ପେଟ୍ରୋଲ ଏବଂ…
ନିଟ୍ କ୍ୱାଲିଫାଏ କଲେ କିସ୍ର ୧୧ ଛାତ୍ରଛାତ୍ରୀ
ଭୁବନେଶ୍ୱର : କିସ୍ର ୧୧ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ କ୍ୱାଲିଫାଏ କରି ବିଭିନ୍ନ ମେଡିକାଲ କଲେଜରେ ଏମ୍ବିବିଏସରେ ନାମଲେଖାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏତେ ସଂଖ୍ୟକ ଛାତ୍ରଛାତ୍ରୀ ଏକାଥରକେ ନିଟ୍ କ୍ୱାଲିଫାଏ କରିବା କିସ୍…
ମାନେଶ୍ୱର ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ୍ କାର୍ଡ ବଣ୍ଟନ କଲେ ମନ୍ତ୍ରୀ ରଘୁନନ୍ଦନ
ସମ୍ବଲପୁର/ ଭୁବନେଶ୍ବର: ସମ୍ବଲପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ୍ କାର୍ଡ ବଣ୍ଟନ କରାଯାଇଛି । ସମ୍ବଲପୁର ମହାନଗର ନିଗମ ଅଞ୍ଚଳ ସହ ଜିଲ୍ଲାର ୯ ଗୋଟି ବ୍ଲକ୍ ଅଞ୍ଚଳରେ ଏହି ସ୍ମାର୍ଟ୍ କାର୍ଡ ର ବଣ୍ଟନ କାର୍ଯ୍ୟକ୍ରମ ଚାଲୁଅଛି। ଏହି ପରିପ୍ରେକ୍ଷୀରେ ଆଜି…
ବିଜେଡ଼ି ରେ ଯୋଗଦେଲେ ବୁଢ଼ାବାରି ୱାର୍ଡ ସଭ୍ୟ
ନୂଆଗାଁ.(ସୁବ୍ରତ ପରିଡ଼ା): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ରେ ବିରୋଧୀ ଶୂନ୍ୟ ହେବା ରେ ଲାଗିଥିବା ବେଳେ କୋଣ ଅନୁକୋଣରେ ଶଙ୍ଖ ନାଦ ଶୁଣିବାକୁ ମିଳୁଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶ, ଲୋକାଭିମୁଖୀ କାର୍ଯ୍ୟ ଏବଂ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ…