କେନ୍ଦୁଝର ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଦୁଇ ମନ୍ତ୍ରୀ ଓ ଜଣେ ସାଂସଦଙ୍କ ନାମରେ ଟାଉନ…

 ଏପଷ୍ଟିନ ଫାଇଲ ଲାଗି ବିଜେପି ପ୍ରତିହିଂସାପରାୟଣ ହୋଇଯାଇଥିବା ଅଭିଯୋଗ। କେନ୍ଦୁଝର,ତା୨୪/୨- କେନ୍ଦୁଝର ଜିଲ୍ଲା କଂଗ୍ରେସ ତରଫରୁ ଆଜି ଟାଉନ ଥାନାରେ ଏକ ଏତଲା ଦାଏର କରାଯାଇଛି। ଲୋକସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ସର୍ବମାନ୍ୟ ନେତା ଶ୍ରୀ ରାହୁଲ ଗାନ୍ଧୀ ଦେଶର ଗୌରବ ବୃଦ୍ଧି ପାଇଁ…

ଜନଗଣନା ପୂର୍ବ ପ୍ରସ୍ତୁତି ନେଇ ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ।

କେନ୍ଦୁଝର,ତା୨୪/୨- କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଡ଼ିଆରଡ଼ିଏର ସମ୍ମିଳନୀ କକ୍ଷଠାରେ ଆଗାମୀ 'ଡିଜିଟାଲ ଜନଗଣନା ୨୦୨୭' ପାଇଁ ଏକ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଜିଲ୍ଲାର ସମସ୍ତ ତହସିଲଦାର, କାର୍ଯ୍ୟନିର୍ବାହୀ…

ଜାତୀୟ ଭୂତଳ ଜଳସ୍ତର ମାନଚିତ୍ରଣ ଏବଂ ପରିଚାଳନା କର୍ମଶାଳା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ମଙ୍ଗଳ ବାର) ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ କୁମାର ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ବରିଷ୍ଠ ଗବେଷକ କେନ୍ଦ୍ରୀୟ ଭୂତଳ ଜଳ…

‘ଆମେ ପଢିବୁ ଆମ ଭାଷାରେ’ ‘ସୌରା’ ଭାଷାରେ ଅଙ୍ଗନୱାଡ଼ିରେ ଶିଶୁମାନଙ୍କୁ ପ୍ରାରମ୍ଭିକ ଶିକ୍ଷା ପ୍ରଦାନ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ରାଜ୍ୟର ପ୍ରମୁଖ ପ୍ରାରମ୍ଭିକ ଶିକ୍ଷା ପଦକ୍ଷେପ ‘ଆମେ ପଢିବୁ ଆମ ଭାଷାରେ’ କାର୍ଯ୍ୟକ୍ରମକୁ ଆଜି ( ମଙ୍ଗଳ ବାର) ଜିଲ୍ଲା ସ୍ତରରେ ଶୁଭାରମ୍ଭ କରାଯାଇଛି। ଏହି ପଦକ୍ଷେପ ମାଧ୍ୟମରେ ମାତୃଭାଷା ଆଧାରିତ ଶିକ୍ଷାକୁ…

ରାୟଗଡ଼ରେ “ଆମେ ପଢ଼ିବା ଆମ ଭାଷାରେ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲ୍ଲାପାଳ l

ରାୟଗଡ଼: (ସରୋଜ କୁମାର ସାହୁ) ଓଡ଼ିଶା ସରକାରଙ୍କ ପ୍ରମୁଖ କାର୍ଯ୍ୟସୂଚୀ ‘ଆମେ ପଢ଼ିବା ଆମ ଭାଷାରେ’ ଅଧୀନରେ ରାୟଗଡ଼ ଜିଲ୍ଲାରେ ଜିଲ୍ଲା ସ୍ତରୀୟ  ଅନୁସ୍ଥାପନା ଓ କ୍ଷମତା ବିକାଶ କାର୍ଯ୍ୟକ୍ରମ ସଫଳତାର ସହିତ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲାପାଳ ଶ୍ରୀ ଅଶୁତୋଷ୍‌ କୁଲକର୍ଣ୍ଣୀଙ୍କ…

ଶ୍ୟାମାକାଳୀଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ ୪୮ ପ୍ରହର ଅଖଣ୍ଡ ନାମ ଯଜ୍ଞ ; ମୀନାବଜାରରେ ଲାଗିଛି ଭିଡ଼

 ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ତନରଡା ଗ୍ରାମରେ ମାଆ ଶ୍ୟାମାକାଳୀଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ ୪୮ ପ୍ରହର ଅଖଣ୍ଡ ନାମ ଯଜ୍ଞ,ଅନ୍ନ ଯଜ୍ଞ,ଗୋ ଯଜ୍ଞ, ଘୃତ ଯଜ୍ଞ,ପଞ୍ଚ କୁଣ୍ଡିୟ ମହା ଯଜ୍ଞ ଅନୁଷ୍ଠିତ ହେଉଛି I ଏହି ଅବସରରେ ଗ୍ରାମରେ ମୀନା ବଜାର, ରାମ…

ମେଡିକାଲ କଲେଜ ସ୍ଥାପନ ଦାବି, ୧୨ ଘଣ୍ଟିଆ ବଜାର ବନ୍ଦ ସଫଳ

ନୟାଗଡ଼(ବିଶ୍ୱଜିତ ନାୟକ):- ଦୀର୍ଘଦିନରୁ ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଭେଷଜ ମେଡିକାଲ କଲେଜ ଦାବି ହୋଇ ଆସୁଥିଲା । ଓଡିଶା ବଜେଟ ୨୦୨୬-୨୭ରେ ନୟାଗଡ଼ରେ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବା ନେଇ ଘୋଷଣା ପରେ ଜିଲ୍ଲାବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଆଜି ନୟାଗଡ଼…

ଅପରେସନ ସାଇବର କବଚ: ୯୩୭୬ଟି ମ୍ୟୁଲ୍ (ବେନାମୀ) ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୨୧୬ ଜଣ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌.ପି. ଓ…

ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ଝାରସୁଗୁଡ଼ା ବନଖଣ୍ଡର ବ୍ୟାପକ ପ୍ରସ୍ତୁତି; ୬୪ ସ୍କ୍ୱାଡ୍ ଓ ୨୪ ଘଣ୍ଟିଆ କଣ୍ଟ୍ରୋଲ୍…

ନିଆଁ ମୁକ୍ତ ଗ୍ରାମକୁ ମିଳିବ ପୁରସ୍କାର, ବନ ବିଭାଗ ପକ୍ଷରୁ ସଚେତନତା ରଥ ଶୁଭାରମ୍ଭ ୪୫୬ କିମି ଫାୟାର ଲାଇନ୍ ନିର୍ମାଣ, ସୂଚନା ପାଇଁ ହେଲ୍ପଲାଇନ ନମ୍ବର ୯୮୬୧୭୩୫୯୯୫ ଝାରସୁଗୁଡ଼ା : ଆଗାମୀ ଗ୍ରୀଷ୍ମ ଋତୁରେ ବୃଦ୍ଧି ପାଉଥିବା ତାପମାତ୍ରା ଓ ଜଙ୍ଗଲ ନିଆଁର ଭୟାବହତାକୁ…

ଝାରସୁଗୁଡ଼ାରେ ସଡ଼କ ସୁରକ୍ଷା ଗମ୍ଭୀର ସମସ୍ୟା: ତୁରନ୍ତ ପଦକ୍ଷେପ ଦାବି କଲା ବିଜୁ ଜନତା ଦଳ

ଝାରସୁଗୁଡ଼ା, ୨୪ ଫେବୃଆରୀ: ଝାରସୁଗୁଡ଼ା ଜିଲ୍ଲାରେ ବଢ଼ୁଥିବା ସଡ଼କ ଦୁର୍ଘଟଣାକୁ ନେଇ ସ୍ଥାନୀୟ ରାଜନୈତିକ ମଞ୍ଚରେ ଚିନ୍ତା ବୃଦ୍ଧି ପାଇଛି। ବିଜୁ ଜନତା ଦଳ ପକ୍ଷରୁ ପୂର୍ବତନ ବିଧାୟକ ଦିପାଳୀ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି ସଡ଼କ…