Sign in
Sign in
Recover your password.
A password will be e-mailed to you.
ମହେନ୍ଦ୍ରଗିରିରେ ଇକୋ ଆଡଭେଞ୍ଚର ଫେଷ୍ଟ -୨୦୨୬ ଉଦଘାଟିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ଥିତ ମହେନ୍ଦ୍ରଗିରି ଠାରେ ମହେନ୍ଦ୍ରଗିରି ଇକୋ ଆଡଭେଞ୍ଚର ଫେଷ୍ଟ - ୨୦୨୬'ର ଶୁଭାରମ୍ଭ ହୋଇଛି। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏହି ଦୁଇ ଦିନିଆ ମହୋତ୍ସବକୁ ଉଦଘାଟନ କରିଛନ୍ତି। ମହେନ୍ଦ୍ରଗିରିକୁ ରାଜ୍ୟର ଏକ…
କଂଗ୍ରେସର ଶାନ୍ତିପୂର୍ଣ ପଦଯାତ୍ରା ଅନୁମତି ଦେବାକୁ ଜଗତସିଂହପୁର ପ୍ରଶାସନ ଏତେ କୁଣ୍ଠିତ କାହିଁକି : କଂଗ୍ରେସ
ଗାନ୍ଧିପଥେ ନ୍ୟାୟଯାତ୍ରା ସ୍ଥଗିତ
ଭୁବନେଶ୍ୱର, ତା 25.04 ଆସନ୍ତା 26 ତାରିଖରୁ ଜଗତସିଂହପୁର ଢ଼ିଙ୍କିଆଠାରୁ ଆରମ୍ଭ ହୋଇ ଭୁବନେଶ୍ୱର ଲୋକଭବନରେ ସମାପ୍ତ ହେଉଥିବା 8 ଦିନର ଯାତ୍ରାକୁ ଜଗତସିଂହପୁର ପ୍ରଶାସନ ଅନୁମତି ନ ଦେବା ଫଳରେ, ପଦଯାତ୍ରାକୁ ସ୍ଥଗିତ ରଖାଯାଇଛି ବୋଲି କଂଗ୍ରେସ ଭବନଠାରେ…
ରାଜ୍ୟ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ
ସୁନ୍ଦରଗଡ:(ବସନ୍ତ କୁମାର ଜେନା): ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମନିଯୁକ୍ତି ଯୋଜନା (MGNREGS) ର ସଫଳ ରୂପାୟନ କ୍ଷେତ୍ରରେ ସୁନ୍ଦରଗଡ଼ ଜିଲ୍ଲା ସମଗ୍ର ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ଶ୍ରେଷ୍ଠ ଜିଲ୍ଲା ଭାବେ ପୁରସ୍କୃତ ହୋଇଛି।
ଗତକାଲି ବଲାଙ୍ଗୀରଠାରେ ଆୟୋଜିତ…
ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ସୀତାଙ୍କ ଜନ୍ମ ଦିବସ ପାଳିତ
ଓଡ଼ଗାଁ,୨୫।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ ଜିଲ୍ଲାର ଅନ୍ୟତମ ଆଧ୍ୟାତ୍ମିକ ପ୍ରାଣକେନ୍ଦ୍ର ତଥା ସ୍ବର୍ଣ୍ଣ କଳସକ୍ଷେତ୍ର ଭାବରେ ପରିଚିତ ଓଡ଼ଗାଁ ଶ୍ରୀରଘୁନାଥ ଜିଉଙ୍କ ପୀଠରେ ଆଜି ପବିତ୍ର ବୈଶାଖ ଶୁକ୍ଲ ନବମୀ ତିଥଥିରେ ମା' ସୀତାଙ୍କ ଜନ୍ମ ଉତ୍ସବ ପାଳନ ଅବସରରେ ବୈଦିକ ବ୍ରାହ୍ମଣ…
ବାହାଡ଼ାଝୋଲା-ମହୀପୁର ପୁର୍ତ୍ତ ରାସ୍ତା ପ୍ରଶସ୍ତିକରଣ ଗୁଣବତ୍ତା ନେଇ ପ୍ରଶ୍ନବାଚୀ;
୧ କିମି ରାସ୍ତା ପାଇଁ ୧ କୋଟି ୩୭ ଲକ୍ଷ ବ୍ୟୟବରାଦ, ମୋରମ ବଦଳରେ ପଡୁଛି ମାଟି
ଓଡ଼ଗାଁ, ୨୫।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ନୂଆଗାଁ ବ୍ଲକର ବାହାଡ଼ାଝୋଲା-ମହୀପୁର ପୁର୍ତ୍ତ ରାସ୍ତା ପ୍ରଶସ୍ତିକରଣ କାମର ଗୁଣବତ୍ତାକୁ ନେଇ ପ୍ରଶ୍ନ ଉଠିଛି।…
ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ
କେନ୍ଦୁଝର,ତା୨୫/୪- କେନ୍ଦୁଝର ଜିଲ୍ଲା ପ୍ରାଣୀ ଚିକିତ୍ସାଳୟ କାର୍ଯ୍ୟାଳୟ ସଭାଗୃହଠାରେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ-୨୦୨୬ ପାଳିତ ହୋଇଯାଇଛି । ଜିଲ୍ଳା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଚନ୍ଦ୍ର ଶେଖର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ…
ରାଜ୍ୟସ୍ତରୀୟ ୧୪ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ମୁଖ୍ୟମନ୍ତ୍ରୀ ଫୁଟବଲ ଟ୍ରଫି ଉଦଘାଟିତ
ଜଗତସିଂହପୁର ତା ୨୫/୦୪/୨୦୨୬ ଜଗତସିଂହପୁର ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିଅମ ଠାରେ ରାଜ୍ୟସ୍ତରୀୟ ୧୪ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ମୁଖ୍ୟମନ୍ତ୍ରୀ ଫୁଟବଲ ଟ୍ରଫି ଜିଲ୍ଲା କ୍ରୀଡା ଓ ଯୁବସେବା ବିଭାଗ ଏବଂ ଜିଲ୍ଲା କ୍ରୀଡା ସଂସଦ ର ମିଳିତ ଆନୁକୂଲ୍ୟରେ ୨୪/୦୪/୨୬ ରିଖ ରେ ଉଦଘାଟିତ…
– ଋଣ ଭାର ସହିନପାରି ବେକରେ ରଶି ଲଗେଇ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା !!
ଛ ମାସ ପୂର୍ବେ ପୁଅ ର ହାଇଦ୍ରାବାଦରେ ମୃତ୍ୟୁ ହୋଇଥିଲା,
ବେଲଗୁଣ୍ଠା,୨୫/୦୪, -(ଶିବରାମ ଚୌଧୁରୀ )-ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡବନ୍ଧ ପଞ୍ଚାୟତ କଳାସୂତା ଗ୍ରାମରେ ଏକ ଅଭାବନିୟ ଘଟଣା ଘଟିଛି l ଘରେ କେହି ନଥିବା ବେଳେ ବେକରେ ରଶି ଲଗେଇ ବୃଦ୍ଧ ଦମ୍ପତି ଆତ୍ମହତ୍ୟା…
ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ସୁରକ୍ଷା ଓ ପରିବେଶ ପରିଚାଳନା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ
ଝାରସୁଗୁଡ଼ା: ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ପରିବେଶ ସନ୍ତୁଳନ ରକ୍ଷା କରିବା ପାଇଁ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ବିମାନବନ୍ଦର ପରିସରରେ ଏରୋଡ୍ରୋମ କମିଟି ଏବଂ…
ଜିଲ୍ଲାପାଳଙ୍କ ସରପ୍ରାଇଜ୍ ଭିଜିଟ; ଖରାରେ ଶ୍ରମିକଙ୍କୁ କାମ କରାଇବା ନେଇ ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ…
ଶ୍ରମିକଙ୍କ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନର ମାର୍ଗଦର୍ଶିକା ମାନିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହର ପ୍ରଭାବକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ସ୍ୱତନ୍ତ୍ର ମାର୍ଗଦର୍ଶିକାକୁ କଡ଼ାକଡ଼ି ଭାବେ ପାଳନ…