ପୁରୀ ରଥଯାତ୍ରା ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୨ୟ ସମୀକ୍ଷା ବୈଠକ ଅନୁଷ୍ଠିତ

ଶୃଙ୍ଖଳିତ ରଥଯାତ୍ରା ୨୦୨୬ ନେଇ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ ଜନ ସାଧାରଣଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ୱ ଭୁବନେଶ୍ୱର, ୧୭.୦୨. ୨୦୨୬: ଚଳିତ ୨୦୨୬ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ଅନୁଷ୍ଠିତ ହେବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ସିଙ୍ଗିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ପଂଚାୟତ ସିଙ୍ଗିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଏସ ଏମ ସି ସଭାନେତ୍ରୀ ରୋଜିତା ଗୌଡ଼ ଙ୍କ ଅଧ୍ୟକ୍ଷତା ରେ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି!ମୁନିଗାଡ଼ି ସରପଞ୍ଚ ସବିତା ସ୍ୱାଇଁ ପ୍ରଦୀପ ପ୍ରଜ୍ୱଳନ…

କଳାହାଣ୍ଡି ରେ ୟୁ ଜି ସି ବିଲ ସପକ୍ଷରେ ମୂଳନୀବାସୀ ବହୁଜନ ସମାଜର ରେଲି ଓ ସାଧାରଣ ସଭା

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )ତା ୧୭/୦୨:- ଆଜି ଭବାନୀପାଟଣା ଠାରେ କେନ୍ଦ୍ର ସରକାରଙ୍କ ୟୁଜିସି ବିଲ ସପକ୍ଷରେ କଳାହାଣ୍ଡି ମୂଳନୀବାସୀ ବହୁଜନ ସମାଜର ବିଭିନ୍ନ ସାମାଜିକ ଓ ରାଜନୈତିକ ସଂଗଠନ ତରଫରୁ ଜିଲ୍ଲାପାଳ ଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି ଙ୍କୁ ଦାବିପତ୍ର…

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ସପ୍ତାହବ୍ୟାପୀ ଶୀତ କାଳୀନ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ସହ ଏକକ(ଉଭୟ ପୁରୁଷ ଓମହିଳା) ପକ୍ଷରୁ ଅୟୋଜିତ ସପ୍ତାହବ୍ୟାପୀ ଶୀତ ସ୍ଵତନ୍ତ୍ର ଶିବିର ଆଜି ପୋଷ୍ୟଗ୍ରାମ କେରାଣ୍ଡିର ମହାଦେବ…

ଭାରତକୁ ଜ୍ଞାନର ମହାଶକ୍ତି କରିବ ଏଆଇ – ଧର୍ମେନ୍ଦ୍ର ପ୍ରଧାନ

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ - ୨୦୨୬'ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ • ଶିକ୍ଷା ମନ୍ତ୍ରଣାଳୟର "ପୁସିଂ ଦ ଫ୍ରଣ୍ଟିୟର୍ ଅଫ୍ ଏଆଇ ଇନ୍ ଇଣ୍ଡିଆ" ଶୀର୍ଷକ ଅଧିବେଶନରେ ମତ • 'ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ଭାରତରେ ଏଆଇର ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବ • ଶିକ୍ଷା…

ଅଗ୍ରଗାମୀ ତରଫରୁ ରାଜ୍ୟସ୍ତରୀୟ ମହିଳା ପ୍ରାକୃତିକ ଚାଷୀ ସମ୍ମିଳନୀ ଅନୁଷ୍ଠିତ

 ନବରଙ୍ଗପୁର, ତାରିଖ: ୧୭.୦୨.୨୦୨୬, ଅଶୋକ ସାହୁ:  ଆଜି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର, ନବରଙ୍ଗପୁର ଠାରେ ଅଗ୍ରଗାମୀ ଏନଜିଓ ତରଫରୁ ଏକ ରାଜ୍ୟ ସ୍ତରୀୟ ମହିଳା ପ୍ରାକୃତିକ ଚାଷୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀ ରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ମହେଶ୍ୱର ସ୍ୱାଇଁ ମୁଖ୍ୟ…

“ଚାଷୀଙ୍କ ଧାନ କିଣିବା ସହ ଲାପ୍‌ସ ଟୋକନ୍ ନବୀକରଣ କରାଯାଉ”

ମନ୍ତ୍ରୀଙ୍କୁ ଚିଠି  ଲେଖିଲେ ପୂର୍ବତନ ବିଧାୟିକା ଦୀପାଳି ଦାସ ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ବାକି ରହିଯାଇଥୁବା ଚାଷୀଙ୍କ ଧାନ କିଣିବା ଏବଂ ଲାପ୍‌ସ ହୋଇଯାଇଥିବା ଟୋକନ୍‌ର ନବୀକରଣ ପାଇଁ ପୂର୍ବତନ ବିଧାୟିକା ଦୀପାଳି ଦାସ ସୋମବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ…

ଜୟଦେବ ଭବନରେ ଗୁଞ୍ଜିଉଠିଲା “ସଲାମ୍”: ପୁଲୱାମା ଶହୀଦମାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପୁଲୱାମା ଆକ୍ରମଣରେ ଦେଶ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିବା ବୀର ଶହୀଦମାନଙ୍କୁ ସ୍ମରଣ କରି ଟାଇମ୍ ଟୁ ଶାଇନ୍ ପକ୍ଷରୁ “ସଲାମ୍” ନାମକ ଏକ ଗମ୍ଭୀର ଓ ଭାବବିହ୍ୱଳ କାର୍ଯ୍ୟକ୍ରମ ଜୟଦେବ ଭବନରେ ଅନୁଷ୍ଠିତ ହୋଇଥିଲା। ସଂସ୍ଥାପିକା ଲିନା ନନ୍ଦିତା ପରିଡାଙ୍କ ନେତୃତ୍ୱରେ ଆୟୋଜିତ ଏହି…

ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଟେଙ୍କରକୁ ଧକ୍କା : ୩ ବାଇକ ଆରୋହୀଙ୍କ ଦୁଃଖଦ ମୃତ୍ୟୁ

କାଶୀପୁର ରୁ ବୈକୁଣ୍ଠ ଦୁରିଆ : ରାୟଗଡା ଜିଲ୍ଲାର କାଶୀପୁର ବ୍ଲକ ଅନ୍ତର୍ଗତ ଟିକିରି ଥାନା ଅଞ୍ଚଳରେ ଘଟିଥିବା ଏକ ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣ ବାଇକ ଆରୋହୀଙ୍କ ଦୁଃଖଦ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ନଟରାଜ ପେଟ୍ରୋଲ ପମ୍ପ ନିକଟରେ ବିଳମ୍ବିତ ରାତିରେ ଘଟିଥିବା ବେଳେ, ସମଗ୍ର ଅଞ୍ଚଳରେ…

କିଟ୍‍ ବିଶ୍ୱବିଦ୍ୟାଳୟର ୨୨ତମ ପ୍ରତିଷ୍ଠା ଦିବସ: ବିଶ୍ୱର ୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ କିଟ୍‍ ଜୀବନବ୍ୟାପୀ ସାଧନା…

ଭୁବନେଶ୍ୱର, ୧୬ ।୨: ସୋମବାର କିଟ ବିଶ୍ୱବିଦ୍ୟାଳୟ ୨୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଲମ୍ବିଆ ହସପିଟାଲିଟି ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଜନ୍ ଓପେନହାଇମର; କଲମ୍ବୋ ହୁନୁପିଟିଆ ଗଙ୍ଗାରାମାୟ ମନ୍ଦିରର ମୁଖ୍ୟ ପଦାଧିକାରୀ ଡ କିରିଣ୍ଡେ ଆସାଜି ନାୟକ ଥେରୋ; ଦି…