ରାଜ୍ୟ ମହିଳା କମିଶନର ୩୩ତମ ପ୍ରତିଷ୍ଠା ଦିବସ ଅବସରରେ ସମ ନର୍ସିଂ ସୁପରିଟେଣ୍ଡେଂଟ ସମ୍ମାନିତ

ଭୁବନେଶ୍ୱର, ଫେବୃଆରୀ ୧୬: ରାଜ୍ୟ ମହିଳା କମିଶନର ୩୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତି ମିନତୀ ମିଶ୍ରଙ୍କୁ ସମ୍ମାନିତ କରାଯାଇଛି । ଶ୍ରୀମତି ମିଶ୍ରଙ୍କୁ…

ଉତମ ରୋଗୀ ସେବା, ଉତ୍କର୍ଷ ଚିକିତ୍ସା ଯୋଗାଇ ଦେବା ପାଇଁ ସୋଆ ବଦ୍ଧପରିକର: ସୋଆ ଉପସଭାପତି

ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ୍-୩ର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ ବ୍ରହ୍ମପୁର, ଫେବୃଆରୀ ୧୬ : ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରୁଥିବା ବେଳେ ଏହା ଉତମ ଓ ଉଚ୍ଚମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ନେଇ…

ନାଟ୍ୟକାର ଆପନ୍ନା ପରିଚ୍ଛାଙ୍କ ୧୪୮ତମ ରାଜ୍ୟ ସ୍ତରୀୟ ଜୟନ୍ତ ପାଳିତ

https://youtu.be/pEdCQqNxSVo ପାରଳାଖମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସାହିତ୍ୟ ଏକାଡେମୀ , ଭୁବନେଶ୍ୱର ଏବଂ ଆପନ୍ନା ପରିଚ୍ଛା ସ୍ମୃତି ସଂସଦର ମିଳିତ ଆନୁକୂଲ୍ୟରେ ନାଟ୍ୟକାର ଆପନ୍ନା ପରିଚ୍ଛାଙ୍କ ୧୪୮ତମ ରାଜ୍ୟ ସ୍ତରୀୟ ଜନ୍ମୋତ୍ସବ ପାରଳାଖେମୁଣ୍ଡିର ସର୍ବପୁରାତନ ସାରସ୍ୱତ…

କାର୍ଯ୍ୟକ୍ଷମ ହେଲା ସମନ୍ଵିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର

ସହରରେ ଟ୍ରାଫିକ୍ ବ୍ୟବସ୍ଥାର ସୁପରିଚାଳନା ସହ ଅପରାଧିକ ଗତିବିଧି ଉପରେ ନଜର ରଖିବାରେ ହେବ ସହାୟକ ରାଉରକେଲା,(ବସନ୍ତ କୁମାର ଜେନା ): ରାଉରକେଲା ୱାନ ପରିସରରେ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ ତରଫରୁ ନିର୍ମିତ ସମନ୍ଵିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ରର (ଇଣ୍ଟିଗ୍ରେଟେଡ କମାଣ୍ଡ…

ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

  ରାଜଗାଙ୍ଗପୁର/ସୁନ୍ଦରଗଡ଼ (ବସନ୍ତ କୁମାର ଜେନା/ ): ରାଜଗାଙ୍ଗପୁର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଯୋଗ ଦେଇ ଜନସାଧାରଣଙ୍କର…

ଶ୍ରୀରଘୁନାଥଙ୍କ ପୀଠରେ ହରି-ହର ଭେଟ ଉତ୍ସବ ଅନୁଷ୍ଠିତ

ଓଡଗାଁ,୧୬।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଶ୍ରୀରଘୁନାଥ ଜୀଉ ବିଜେ ଓଡଗାଁଙ୍କ ପୀଠରେ ସୋମବାର ହରି-ହର ଭେଟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ବର୍ଷ ଜାଗର ପରଦିନ ଏହି ଉତ୍ସବ ପାଳିତ ହେଉଥିବା ବେଳେ ପ୍ରଭୁ ଶ୍ରୀରଘୁନାଥ ମା’ ସୀତାଙ୍କ ସହିତ ଅନୁଜ ଲକ୍ଷ୍ମଣ ପାଟବସ୍ତ୍ର ଓ…

ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଦାୟିତ୍ୱ ପ୍ରତ୍ୟାହାରକୁ ନେଇ ଜିଲାପାଳଙ୍କୁ ଅଭିଯୋଗ,

ଓଡ଼ଗାଁ, ୧୬।୨(ଶ୍ରୀକାନ୍ତ କୁମାର ମିଶ୍ର) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଦାୟିତ୍ୱ ପରିବର୍ତ୍ତନକୁ ନେଇ ଗ୍ରାମବାସୀଙ୍କ ଦ୍ୱାରା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ । ଅଭିଯୋଗ ଅନୁସାରେ ଡାକ୍ତର ତାପସ ରଞ୍ଜନ ସେନାପତି ଦୀର୍ଘ ଏକବର୍ଷରୁ…

ନୟାଗଡ଼ ଜିଲ୍ଲାପାଳଙ୍କ ଓଡ଼ଗାଁ ଗସ୍ତ, ବିଭିନ୍ନ ପ୍ରକଳ୍ପ ପରିଦର୍ଶନ

ଓଡ଼ଗାଁ, ୧୬।୨ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ସୋମବାର ଓଡ଼ଗାଁ ବ୍ଲକ ପରିସରରେ ଆୟୋଜିତ ପ୍ରଥମ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଆର୍ମି ଭେଟେରାନ ଓ ବରିଷ୍ଠ ସାମ୍ବାଦିକ ଆଦର୍ଶ କୁମାର…

ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର : ୧୪୭ ଅଭିଯୋଗରୁ ୫୨ର ତତ୍କାଳ ସମାଧାନ

ଓଡ଼ଗାଁ, ୧୬।୨(ଶ୍ରୀକାନ୍ତ କୁମାର ମିଶ୍ର) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ସୋମବାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ଜିଲ୍ଲାପାଳ ମଧୁମିତା ରଥଙ୍କ ସହ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ଜିଲ୍ଲା ମୁଖ୍ୟ ଉନ୍ନୟନ…

ପଦ୍ମପୁର କପ ଫୁଟବଲ ଟୁର୍ଣ୍ଣାମେଣ୍ଟ : ପଦ୍ମପୁର ଦଳ ଚମ୍ପିୟାନ।

ପଦ୍ମପୁର/ଶିବାଶିଷ ପଟ୍ଟନାୟକ (୧୬/୦୨):- ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ପଡ଼ିଆ ଠାରେ ପଦ୍ମପୁର ସ୍ପୋର୍ଟସ ଆସୋସିଏସନ ତରଫରୁ ଚାରି ଦିବସୀୟ ପଦ୍ମପୁର କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ସମାପନ ହୋଇଯାଇଛି l ରବିବାର ଦିନ ପଦ୍ମପୁର ଓ କୁଚିଣ୍ଡା ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା…