ବାତ୍ୟା ‘ୟଶ୍’ର ମୁକାବିଲା ଏବଂ ପ୍ରସ୍ତୁତି ନେଇ ଅଧିକାରୀଙ୍କ ସହ ୩ କେନ୍ଦ୍ରମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ପିୟୂଷ ଗୋଏଲ, କେନ୍ଦ୍ର ଜାହାଜ ଚଳାଚଳ ରାଷ୍ଟ୍ର ମନ୍ତ୍ରୀ ମନସୁଖ ମାଣ୍ଡଭୀୟଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ  ଭୁବନେଶ୍ୱର, - ବାତ୍ୟା ‘ୟଶ୍’ ଦ୍ୱାରା ଉତ୍ପନ୍ନ ହେବାକୁ ଥିବା ପରିସ୍ଥିତିର ମୁକାବିଲା…

 ରାଜନଗର ଏବଂ ବାଲିଆପାଳ ମଧ୍ୟବର୍ତ୍ତୀ ଓଡ଼ିଶା ଉପକୂଳଦେଇ ଅତିକ୍ରମ କରିବ “ୟାଶ୍’-ସିଇସି

ଭୁବନେଶ୍ୱର(ଶାସକ ପ୍ରଶାସକ) : ସୋମବାର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ପାରାଦ୍ୱୀପ ଠାରୁ ୫୩୦ କି.ମି ଦୂରରେ  କେନ୍ଦ୍ରୀଭୂତ ହୋଇଥିବା ଘୂର୍ଣ୍ଣିଝଡ "ୟଶ୍' ଉତର-ଉତର ପଶ୍ଚିମ ଦିଗ ଆଡକୁ ମୁହାଁଇବ ଏବଂ ମେ ୨୬ ତାରିଖ ପୂର୍ବାହ୍ନରେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ଏବଂ ବାଲେଶ୍ୱର ଜିଲ୍ଲା ବାଲିଆପାଳ…

ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଟୀକାଦାନ କେନ୍ଦ୍ରରେ ସହାୟତା କେନ୍ଦ୍ର

ଭୁବନେଶ୍ୱର/ଶାସକ ପ୍ରଶାସକ : ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଭିଏସସନଗର କଲ୍ୟାଣ ମଣ୍ଡପରେ କୋଵିଡ-୧୯ ଟୀକାଦାନ କେନ୍ଦ୍ରରେ ଟୀକା ନେଉଥିବା ସମସ୍ତ ଲୋକମାନଙ୍କୁ ସାନିଟାଇଜର, ମାସ୍କ୍ ବିସ୍କୁଟ, ପିଇବା ପାଣି ବୋତଲ, ଫ୍ରୁଟ ଜୁସ, ପ୍ରଦାନ କରିବା ସହିତ…

ଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ଏନଏବିଏଚ ମାନ୍ୟତା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲକୁ ସମ୍ମାନଜନକ ନ୍ୟାସନାଲ ଆକ୍ରେଡିସନ ବୋର୍ଡ ଫର ହସ୍ପିଟାଲ୍ସ ଆଣ୍ଡ ହେଲଥକେୟାର ପ୍ରୋଭାଇଡର୍ସ (ଏନଏବିଏଚ) ସ୍ୱୀକୃତି ପ୍ରାପ୍ତ ହୋଇଛି । ଗତ ମେ ୧୩ ତାରିଖରୁ ଲାଗୁ ହୋଇଥିବା…

ଏମ୍ସ ଭୂବନେଶ୍ୱର ପକ୍ଷରୁ ୪ଟି ଲୋକଙ୍କ ଉପଯୋଗୀ ସେବା 

https://www.youtube.com/watch?v=0uSWdCqnBRY&t=6s ଭୁବନେଶ୍ୱର (ଶାସକ ପ୍ରଶାସକ) : ସାଂପ୍ରତିକ କୋଭିଡ୍ ମହାମାରୀ କାରଣରୁ ସାଧାରଣ ଜନତା ଡାକ୍ତରଖାନାମାନଙ୍କରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବା କାରଣରୁ ବିଶେଷ ଭାବେ ଡାକ୍ତରଖାନାରେ…

ଆମେ ଏକ ସମୟରେ ଦୁଇଟି ବଡ ବିପଦର ସାମନା କରୁଛୁ, ଦୁଇଟି ଯାକ ଲଢ଼େଇ ଆମେ ନିଶ୍ଚୟ ଜିତିବା : ମୁଖ୍ୟମନ୍ତ୍ରୀ

 https://www.youtube.com/watch?v=tXVOGsyD8Y0 ରାଜ୍ୟର ଜନସାଧାରଣଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିବେଦନ  ସ୍ଥାନାନ୍ତର ପାଇଁ ପ୍ରଶାସନକୁ ପୁରା ସହଯୋଗ କରନ୍ତୁ ଡବଲ ମାସ୍କ ପିନ୍ଧନ୍ତୁ-ସୁରକ୍ଷିତ  ରୁହନ୍ତୁ। ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ…

‘ୟଶ୍’ ପ୍ରଭାବ ସମ୍ପର୍କରେ ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାକୁ ସମସ୍ତ ପ୍ରକାର ସହାୟତା ଏବଂ ସମ୍ପୂର୍ଣ୍ଣ ସହଯୋଗ ପାଇଁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିଶ୍ରୁତି – ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର- ‘ୟଶ୍’ ବାତ୍ୟା ଦ୍ୱାରା ଓଡ଼ିଶାରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକ ସମ୍ପର୍କରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ…

ଅଚ୍ୟୁତାନନ୍ଦ ପୀଠ ନେମାଳର ସମସ୍ତ ପୂଜକଙ୍କୁ ରାସନ୍ ସାମଗ୍ରୀ ପ୍ରଦାନ

 ମାହାଙ୍ଗା : ଆଜି ମାହାଙ୍ଗା ବିଧାୟକ ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ନିର୍ଦ୍ଦେଶକ୍ରମେ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠ ନେମାଳର ସମସ୍ତ ପୂଜକଙ୍କୁ ଆଜି ଉତ୍ତରୀୟ ଓ ରାସନ୍ ସାମଗ୍ରି ପ୍ରଦାନ କରାଯାଇଛି | ଏ ସହାୟତା ପାଇଁ ପୂଜକମାନେ ମନ୍ତ୍ରୀ ଶ୍ରୀ ଜେନାଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି | …

ୟାସ ମୁକାବିଲା : 5 ଜିଲ୍ଲା ପାଇଁ ନିୟୋଜିତ ହେଲେ 5 ବରିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର ; ସାମୁଦ୍ରିକ ଝଡ଼ ୟାସ ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜ଼ୀରୋ କାଜୁଆଲିଟି ଉପରେ ଜୋର ଦେଇଛନ୍ତି । ୟାସ ଦ୍ୱାରା ପ୍ରଭାବିତ ହେବାକୁ ଥିବା ପ୍ରମୁଖ 5 ଜିଲ୍ଲା ପାଇଁ ଆଜି 5 ଜଣ ବରିଷ୍ଠ ଆଇଏଏସ…

“ୟାସ୍” ମୁକାବିଲା : ୫ ବରିଷ୍ଠ ଆଇଏଏସ ଅଫିସରଙ୍କୁ ପାଞ୍ଚ ଜିଲ୍ଲା ଦାୟିତ୍ୱ 

 ଭୁବନେଶ୍ୱର : ସାମୁଦ୍ରିକ ଝଡ “ୟାସ୍" ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିରେ ରିଲିଫ୍, ଥଇଥାନ ଏବଂ ପୁନରୁଦ୍ଧାର କାର୍ଯ୍ୟର ତଦାରଖ  ଓଡିଶା ସରକାର ପାଞ୍ଚଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି। ଅଧିକାରୀମାନେ ତୁରନ୍ତ ସମ୍ପୃକ୍ତ ଜିଲ୍ଲାକୁ ଗସ୍ତ କରିବା ପାଇଁ ସରକାର…