Sign in
Sign in
Recover your password.
A password will be e-mailed to you.
ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇକୋ କ୍ଲବ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇକୋ କ୍ଲବ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମର ସଭାନେତ୍ରୀ ତଥା ଅଧ୍ୟକ୍ଷା ଡ଼ଃ.ଅରୁଣା କୁମାରୀ ସାମଲ ,…
ଉନ୍ନୟନ କମିଶନରଙ୍କ ଝାରସୁଗୁଡ଼ା ଗସ୍ତ : ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
ଝାରସୁଗୁଡ଼ା :(ସୁଭାଷ ସହାରେ)-ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଦିନିକିଆ ଗସ୍ତରେ ଆସି ଝାରସୁଗୁଡ଼ାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଜିଲ୍ଲା ଖଣିଜ ପାଣ୍ଠି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଉନ୍ନୟନ କମିଶନର ଶ୍ରୀ…
ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବ୍ଲକ କଂଗ୍ରେସ ଓ ନଗର କଂଗ୍ରେସ ସଭାପତିଙ୍କ ନାମ ଘୋଷଣା
ବଲାଙ୍ଗିର(ନିରୋଜ ମିଶ୍ର) - ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବଲାଙ୍ଗିର ଜିଲ୍ଲାର ବ୍ଲକ କଂଗ୍ରେସ ସଭାପତି ଓ ନଗର କଂଗ୍ରେସ କମିଟି ସଭାପତିଙ୍କ ନାମ ଘୋଷଣା କରାଯାଇଛି । ବଲାଙ୍ଗିର ନଗର ପାଇଁ ଦିନେଶ ଦାନି (ବୁଲୁ), ପାଟଣାଗଡ ଏନ୍ଏସି ଜୟ କୃଷ୍ଣ…
ଆମେରିକାର ସ୍ୱତନ୍ତ୍ର ଜଳବାୟୁ ରାଷ୍ଟ୍ର ପ୍ରତିନିଧି ଓ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା
ସ୍ୱଚ୍ଛ ଓ ସବୁଜ ଉର୍ଜା ଆପଣାଇବା ଦିଗରେ ଉଭୟ ଦେଶ ସହଯୋଗୀ ହେବେ - ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, - ଭାରତ ଗସ୍ତରେ ଆସିଥିବା ଆମେରିକାର ସ୍ୱତନ୍ତ୍ର ଜଳବାୟୁ ରାଷ୍ଟ୍ର ପ୍ରତିନିଧି ଶ୍ରୀ ଜନ୍ କେରି ବୁଧବାର ନୂଆଦିଲ୍ଲୀ ଠାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ…
କପ୍ତିପଦା ତହସିଲଦାରଙ୍କୁ ଆକ୍ରମଣ: ଥାନାରେ ମାମଲା
ଅଭିଯୁକ୍ତ ମଧ୍ୟରୁ ଜଣେ ଗିରଫ ଓ ଅନ୍ୟ ଜଣେ ଫେରାର ।
ବାରିପଦା(ଦିଲ୍ଲୀପ ମହାନ୍ତି)-ପ୍ରଥମେ ତହସିଲଦାରଙ୍କୁ ଆକ୍ରମଣ କଲେ । ପରେ ପୋଲିସ୍ ସାମ୍ନାରେ ଥାନାରେ ହତ୍ୟା ଧମକ ବି ଦେଲା ଅଭିଯୁକ୍ତ । ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।ସୂଚନାନୁଯାୟୀ,କପ୍ତିପଦା ତହସିଲ୍ ଅଧିନ…
ପୋଲିସ ଏସକର୍ଟରେ ବିପୁଳ କଳା ଟଙ୍କା ନିର୍ବାଚନରେ ବ୍ୟବହାର କରୁଛି ଶାସକ ବିଜେଡି : ମନମୋହନ ସାମଲ
ଶାସକ ବିଜେଡି ବିରୁଦ୍ଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ
ଭୁବନେଶ୍ୱର : ନିର୍ବାଚନରେ ବିଜେଡି ବିପୁଳ ଅର୍ଥ ଖର୍ଚ୍ଚ କରି ଭୋଟ ହାତେଇବାର ଏକ ଉଦାହରଣ ଆଜି ସମସ୍ତଙ୍କୁ ଆଚମ୍ବିତ କରିବା ସହ ତାଙ୍କର ମିଛ ବାହାଷ୍ପୋଟ ଆଜି ୪.୫ କୋଟି ଓଡିଆଙ୍କ ସମ୍ମୁଖରେ ପଦାରେ ପଡିଛି । ସରକାରୀ…
ଲୋକ ଭୋଗୁଛନ୍ତି ଜଳ ଯନ୍ତ୍ରଣା : ପ୍ରଶାସନ ଜାଣି ଅଜଣା !!
ଘୁ.ଉଦୟଗିରି(ଗଗନ କୁମାର ପ୍ରଧାନ) କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମରେ ଗ୍ରୀଷ୍ମ ପ୍ରବାହ ଆରମ୍ଭରୁ ଜଳ କଷ୍ଟ ଦେଖା ଦେଇଛି I ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ପାନୀୟ ଜଳ ଯୋଗାଣ ନିମନ୍ତେ ପ୍ରଶାସନ ପକ୍ଷରୁ ଦୁଇଟି ବୋରୱେଲ ଏବଂ ଟ୍ୟାଙ୍କ ଲକ୍ଷ ଲକ୍ଷ ଟଙ୍କା…
ବ୍ଳକ କଂଗ୍ରେସ ପକ୍ଷରୁ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ
ସୋନପୁର(ପ୍ରକାଶ ହାତୀ) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ କଂଗ୍ରେସ କମିଟି ତରଫରୁ ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ଵସିଥିଲେ।ଉକ୍ତ ସଭାରେ ଵ୍ଲକ କଂଗ୍ରେସ ସଭାପତି ଚିତ୍ତରଞ୍ଜନ ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀମାନେ କେନ୍ଦ୍ର ଓ ରାଜ୍ୟ…
ଡୁଙ୍ଗୁରିପାଲି ଅଞ୍ଚଳରେ କେବେ ଖୋଲିବ ଜଲଛତ୍ର !
ଡୁଙ୍ଗୁରିପାଲି(ପ୍ରକାଶ ହାତୀ) :ମାର୍ଚ୍ଚ ସରି ଏପ୍ରିଲ ମାସ ଆରମ୍ଭ ହେଲାଣି। ଅସହ୍ୟ ଖରା ଯୋଗୁଁ ଲୋକେ ହନ୍ତସନ୍ତ ହେଉଛନ୍ତି। ଦିନକୁ ଦିନ ବଢ଼ିବାରେ ଲାଗିଛି ତାତି । ରାସ୍ତା ଘାଟ ଶୂନଶାନ ହୋଇପଡୁଛି । ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ଅଞ୍ଚଳରେ ଆଜି ପର୍ଯ୍ୟନ୍ତ ଜଲଛତ୍ର ଖୋଲି ନାହିଁ।…
ସୋଆ ପକ୍ଷରୁ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ମୁଖ ଗହ୍ୱର କର୍କଟ ପରୀକ୍ଷା ସପ୍ତାହ ପାଳନ
ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ୍ ଡେଂଟାଲ୍ ସାଇନ୍ସେସ୍, ଇନଷ୍ଟିଟ୍ୟୁଟ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଏବଂ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ ସାଇନ୍ସେସ୍ ର ଏନ୍ଏସ୍ଏସ୍ ଶାଖା ପକ୍ଷରୁ ମୁଖ…