କ୍ଲବ ଘରୁ ୩ ଶହ ବସ୍ତା ଗୁଟଖା ଜବତ, ଗୋଦାମ କରିଥିଲା କମଳ ସାହୁ

ନୟାଗଡ଼ :- ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କ ନିର୍ଦ୍ଦେଶରେ ଚାଲିଥିବା ଗୁଟଖା ଚଢ଼ାଉରେ ସଦରଥାନା ପୁଲିସକୁ ଆଜି ପୁଣି ଏକ ବଡ଼ ସଫଳତା ମିଳିଛି । ଜେଲରେ ରହିଥିବା ଅଭିଯୁକ୍ତ କମଳ ସାହୁର ଏକ ଗୋଦାମ ଉପରେ ପୁଲିସ ଚଢ଼ାଉ କରି ବିପୁଳ ପରିମାଣର ଗୁଟଖା ଜବତ କରିଛି । ଖୁଣ୍ଟୁବନ୍ଧ…

ଧାନ ଉଠାଣ ନ ହେବାରୁ ଚାଷୀଙ୍କ ରାସ୍ତା ରୋକ — ଏନଏଚ୍-୩୨୬ ଅବରୋଧ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ :: ଧାନ ଉଠାଣ ନ ହେବାକୁ ନେଇ ଅସନ୍ତୁଷ୍ଟ ଚାଷୀମାନେ ଆଜି କାଲିମେଳା ବ୍ଲକ ମହାରାଜ ପାଳି ପଂଚାୟତ ଏମ୍ ପି ଭି -୮୧ ଅଞ୍ଚଳରେ ରାସ୍ତା ରୋକ ଆନ୍ଦୋଳନ କରିଛନ୍ତି। ମଣ୍ଡିରେ ଧାନ କ୍ରୟ ଟାର୍ଗେଟ ପୂରଣ ହୋଇଥିବା ଦେଖାଇ ଧାନ ଉଠାଣ ବନ୍ଦ କରାଯାଇଥିବାରୁ…

ନିରାପଦ ଇଣ୍ଟରନେଟ୍ ଦିବସ ପାଳିତ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନିରାପଦ ଇଣ୍ଟରନେଟ୍ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପ-ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ…

ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ସନ୍ତରଣ ପ୍ରଶିକ୍ଷଣ ଶିବିର

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ:ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଣ୍ଡା ବାକୁଲି ବନ୍ଧ ଠାରେ ସନ୍ତରଣ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ…

ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ : ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପାଳନ କରାଯାଇଛି। ଜାତୀୟ କୃମିନାଶକ ଦିବସ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମାଲକାନଗିରି ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଉପସ୍ଥିତ ରହି ଶିଶୁମାନଙ୍କୁ…

ଜଗନ୍ନାଥ ପ୍ରସାଦ ଠାରେ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ:  ହିନ୍ଦୁ ଜାଗରଣ ନିମନ୍ତେ ଅନୁଷ୍ଠିତ ହେଉଥିବା କାର୍ଯ୍ୟଧାରା କୁ ନୂତନ ଶକ୍ତି,ଊର୍ଜା ଏବଂ ନୂତନ ଚେତନା ପ୍ରେରଣା ପ୍ରଦାନ କରିବା ଉଦ୍ଦେଶ୍ୟରେ ଆଜି ଫେବୃଆରୀ ମାସ ମଙ୍ଗଳବାର ୨୦୨୬ ଦିବସ ରେ ଘୁମୁସର ଅଞ୍ଚଳ ପରିସର ଜଗନ୍ନାଥ ପ୍ରସାଦ ଖଣ୍ଡରେ…

ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ଆଦିବାସୀ ବିସ୍ଥାପିତ ପରିବାର ର ଦାବିପତ୍ର

 ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ତା-୧୦/୦୨ ଗୋଲାମୁଣ୍ଡା ବ୍ଲକ ସଭା ଗୃହ ଠାରେ ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଙ୍କ ସମୀକ୍ଷା ବୈଠକ ରେ ଅଞ୍ଚଳବାସୀ ଙ୍କ ବିଭିନ୍ନ ସମସ୍ୟା ନେଇ ବିରୋଧ କରିଥିବା ଘଟଣା କୁ ନେଇ ଗତ ସୋମବାର ଦିନ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ଓ ବିଡ଼ିଓ…

ଭିବି-ଜୀ ରାମ-ଜୀ ଯୋଜନାର ସଫଳ କାର୍ଯ୍ୟକାରିତା ନେଇ କର୍ମଶାଳା ଅନୁଷ୍ଠିତ

କେନ୍ଦୁଝର,ତା୧୦/୨- କେନ୍ଦୁଝର ଜିଲ୍ଲାରେ ବିକଶିତ ଭାରତ ଆଜୀବିକା ମିଶନ(ଗ୍ରାମୀଣ) ନିମନ୍ତେ ଗ୍ୟାରେଣ୍ଟି (ଭିବି-ଜୀ ରାମ-ଜୀ ଅଧିନିୟମ-୨୦୨୫)ର ସଫଳ କାର୍ଯ୍ୟାନ୍ୱୟନ ନିମନ୍ତେ ଏକ କର୍ମଶାଳା କେନ୍ଦୁଝର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲାପାଳ ଶ୍ରୀ ଵିଶାଲ…

ନବରଙ୍ଗପୁର ଜିଲ୍ଲାରେ ବାଲ୍ୟ ବିବାହ ମୁକ୍ତ ସଚେତନତା ରଥର ଶୁଭାରମ୍ଭ

ନବରଙ୍ଗପୁର ତା ୧୦.୨.୨୦୨୬: ଅଶୋକ ସାହୁ, ନବରଙ୍ଗପୁର ଜିଲ୍ଲାର ସବୁ ବ୍ଲକ୍ ଓ ପଞ୍ଚାୟତରେ ଗଡିବ ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ର ସଚେତନତା ରଥ।ଏହି ସଚେତନତା ରଥ କୁ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ପତାକା ଦେଖାଇ ଶୁଭାରମ୍ଭ କଲେ।ଜିଲ୍ଲା ପ୍ରଶାସନ ଓ ଶୋଭା ସଙ୍ଗଠନର ମିଳିତ ପ୍ରୟାସରେ…

ଗଣତନ୍ତ୍ରରେ ଚାଷୀର ସାମ୍ବିଧାନିକ ଅଧିକାର ପାଇଁ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା କଂଗ୍ରେସ

ଅସ୍ତରଂଗ ତା ୧୦/୨- ସାରା ରାଜ୍ୟରେ ଧାନ କ୍ରୟ ସମସ୍ୟା ଓ ମଣ୍ଡି ଅବ୍ୟବସ୍ଥା ନେଇ ଚାଷୀ କ୍ରୋଧ ଓ ଅସନ୍ତୋସ ବଢ଼ିଚାଲିଛି । ସରକା ହେର ସମସ୍ୟାର ସମାଧାନ କରିବା ପରିବର୍ତ୍ତେ ସମସ୍ୟା ପ୍ରଶମିତ ହେଲା ବୋଲି ମିଛ କହିବା ଅତ୍ୟନ୍ତ ଲଜ୍ଜ୍ୟାଜନକ । ଧାନ କିଣା ବିକାରେ ସରକାର, ପ୍ରଶାସନ, ମିଲରମାନଙ୍କ…