Sign in
Sign in
Recover your password.
A password will be e-mailed to you.
ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନାଲସା ଜାଗୃତି ଯୋଜନା ଏବଂ ନାଲସା ଆଶା ଯୋଜନା ଅନୁଯାୟୀ ବାଲ୍ୟ ବିବାହ ନିରୋଧ ପାଇଁ ଆଇନରେ ରହିଥିବା ବିଭିନ୍ନ ଦିଗ ବିଷୟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆଜି (ଶନିବାର) ଗଜପତି ଜିଲ୍ଲା ଅନ୍ତର୍ଗତ ଗୋଷାଣୀ ବ୍ଲକର ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ…
ପଡିଆ ଥାନାରେ ନୂଆ ଥାନା ଅଧିକାରୀଙ୍କ ଦାୟିତ୍ଵ ଗ୍ରହଣ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ,ତାରିଖ- ୭/୨/୨୬: , ମାଲକାନଗିରି ଜିଲା ଅନ୍ତର୍ଗତ ପଡ଼ିଆ ଥାନାରେ ନୂତନ ଥାନା ଅଧିକାରୀ ଭାବେ ସନ୍ତୋଷ କୁମାର ମାଝୀ ଶୁକ୍ରବାର କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ମାଝୀ ପୂର୍ବରୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଥାନା ଏସ୍ଆଇ ଭାବେ କାର୍ଯ୍ୟ…
ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ଗୁଣୁପୁର ବୌଦ୍ଧିକ ସମ୍ପତି ସୁବିଧା କେନ୍ଦ୍ର ପକ୍ଷରୁ ଏକ ଦିନିଆ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଏବଂ ସୂକ୍ଷ୍ମ , କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟର ସହଯୋଗରେ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ଗୁଣପୁର ବୌଦ୍ଧିକ ସମ୍ପତି ସୁବିଧା କେନ୍ଦ୍ର ପକ୍ଷରୁ ଏକ…
ଦଶମ ବାର୍ଷିକ ଲୋକ କଳା ଓ ପାଲା ମହୋତ୍ସବ ୨୦୨୬ ଅନୁଷ୍ଠିତ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ରେ ସ୍ଥାନୀୟ ବାର ନମ୍ୱର୍ ୱାର୍ଡ଼ ରେ ଥିବା ଶ୍ରୀ ଶ୍ରୀ ପ୍ରସନ୍ନ ଦେବ ମନ୍ଦିର ପାଖରେ ପ୍ରସନ୍ନ ବାସୁଦେବ ପାଲା ମଣ୍ଡଳ ପକ୍ଷ ରୁ ଦଶମ ବାର୍ଷିକ ଲୋକ କଳା ଓ ପାଲା ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ ପାରମ୍ପରିକ ଘୋଡ଼ା…
ବିଜୟ ଲକ୍ଷ୍ମୀ ଶରଣପୁର ଉଚ୍ଚ ବିଦ୍ୟାଳୟର ୫୪ତମ ବାର୍ଷିକ ଉତ୍ସବ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- ଆଜି ବିଜୟଲକ୍ଷ୍ମୀ ଶରଣପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ୫୪ ତମ ବାର୍ଷିକ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କୁବେର ମେହେରଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇଥିବା…
ଗୋବିନ୍ଦପୁର ଉ.ପ୍ରା. ବିଦ୍ୟାଳୟରେ ‘ତିଥି ଭୋଜନ’।
କେନ୍ଦୁଝର,ତା୭/୨- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୋବିନ୍ଦପୁର ଠାରେ 'ତିଥି ଭୋଜନ' କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଏକ ଜନ ସଚେତନତା ମୂଳକ କାର୍ଯ୍ୟକ୍ରମ ଇକୋ କ୍ଳବ୍ ତରଫରୁ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତିଳୋତ୍ତମା ସାହୁଙ୍କ…
ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଳଦିଆଟାଙ୍ଗିରୀର ବାର୍ଷିକ ଉତ୍ସବ
କେନ୍ଦୁଝର,ତା୭/୨- ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଳଦିଆଟାଙ୍ଗିରୀର ବାର୍ଷିକ ଉତ୍ସବ,୨୦୨୫-୨୬ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ଓଁକାର ଅନ୍ୱେଷଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।…
କୁମ୍ଭୀପଡ଼ା ସରକାରୀ ସ୍କୁଲରେ ୬ କୁଇଣ୍ଟାଲ ଚାଉଳ ସହ ଅନେକ ସାମଗ୍ରୀ ଚୋରି
ବଲାଙ୍ଗିର / ଟିଟିଲାଗଡ଼, ୦୭/୦୨ (ଶାସକ ପ୍ରଶାସକ):- ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧୀନସ୍ଥ କୁମ୍ଭୀପଡ଼ା ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଥିବା ଚୋରି ଘଟଣା ସମଗ୍ର ଅଞ୍ଚଳରେ ଭାରି ଚାଞ୍ଚଲ୍ୟ ସୃଷ୍ଟି କରିଛି।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ…
ୟୁଜିଏମ୍ ରେ ପରିଚୟାତ୍ମକ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମ
ରାଉରକେଲା, (ବସନ୍ତ କୁମାର ଜେନା): ସେକ୍ଟର ୨୦ ସ୍ଥିତ ଉତ୍କଳ ଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ୟୁଜିଏମ) ଓ ଦଲକି ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ପରିଚୟାତ୍ମକ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୟୁଜିଏମ ର ଅଧ୍ୟକ୍ଷା ରୀତା…
ସରକାରୀ ଉଚ୍ଚ ବିଦ୍ୟାଳୟ , ନାମନଗଡ଼ ରେ ବାର୍ଷିକ ଉତ୍ସବ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ନାମନଗଡ଼ର ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣ ରେ ଚଳିତ ଶିକ୍ଷା ବର୍ଷ (୨୦୨୫-୨୬)ର ବାର୍ଷିକ ଉତ୍ସବ ମହାଡମ୍ବର ରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନାମନଗଡ଼ ସ୍ୱାସ୍ଥ୍ୟ…