ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିଜୁ ଜନତା ଦଳର ୨୪ ତମ ପ୍ରତିଷ୍ଠା ଦିବସ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ କରୋନା କଟକଣା ଅନୁଯାୟୀ ନିରାଡ଼ମ୍ବର ଭାବେ ପାଳନ…

 ପବିତ୍ର ବଡଦିନ ଅବସରରେ ପାରଳାଖେମୁଣ୍ଡି ସହର ସମେତ ଆଖପାଖ ଅଞ୍ଚଳ ଚଳଚଞ୍ଚଳ

http://www.youtube.com/watch?v=7o_YKUJreME  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପବିତ୍ର ବଡଦିନ ତଥା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମହାନ ଜନ୍ମଦିନ ଅବସରରେ ଶୁକ୍ରବାର ଦିନ ଗଜପତି ଜିଲ୍ଲା ସଦର ମହାକୁମା ପାରଳାଖେମୁଣ୍ଡି ସହର ସମେତ ଆଖପାଖ ଅଞ୍ଚଳ ଅତ୍ୟୁନ୍ତ ଚଳଚଞ୍ଚଳ ହୋଇପଡିଛି…

ପଶ୍ଚିମ ଓଡ଼ିଶାର ବିଶିଷ୍ଟ ସାମ୍ୟବାଦୀ ନେତା କମ୍ରେଡ ପ୍ରସନ୍ନ ପଣ୍ଡାଙ୍କ ୨୩ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ। 

ଝାରସୁଗୁଡ଼ା :(ସୁଭାଷ ସହାରେ) -ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ସାମ୍ୟବାଦୀ ଚିନ୍ତାଧାରାର ବାହକ ଓ ନେତା କମ୍ରେଡ ପ୍ରସନ୍ନ ପଣ୍ଡାଙ୍କର ୨୩ତମ ଶ୍ରାଦ୍ଧବାର୍ଷିକୀ ଆଜି ଝାରସୁଗୁଡ଼ାର ପ୍ରସନ୍ନ ପଣ୍ଡା ଛକଠାରେ ପାଳିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ କମ୍ରେଡ ଅନୀଥ…

ଝାରସୁଗୁଡ଼ାରେ ପାଳିତ ହେଲା ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ। 

ଝାରସୁଗୁଡ଼ା :(ସୁଭାଷ ସହାରେ) -ଆଜି ରାଜ୍ୟସାରା ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା।ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ କିପରି ରାଜ୍ୟର…

ବିଜେପୁର ନିର୍ବାଚନ ମଣ୍ଡଲୀରେ ବିଜେଡିର ୨୪ତମ ସ୍ଥାପନା ଦିବସ

ବରଗଡ :- ବରଗଡ଼ ଜିଲ୍ଲାର ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଜେପୁର ଠାରେ ଆଜି ବିଜୁ ଜନତା ଦଳର 24ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ବିଜୁ ଜନତା ଦଳର ଜିଲ୍ଲା ଉପସଭାପତି ଶ୍ରୀ ଜନାର୍ଦ୍ଦନ ପାଣିଗ୍ରାହୀ ଙ୍କର ସଭାପତିତ୍ୱରେ ଆୟୋଜିତ ସଭାରେ ରାଜ୍ୟ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ…

ଭଟଲି ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ

ବରଗଡ :- ବିଜୁ ଜନତା ଦଳର 24ତମ ପ୍ରତିଷ୍ଠା ଦିବସ ରାଜ୍ୟ ସରକାରଙ୍କର କ୍ୟାବିନେଟ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ ଙ୍କର ଉପସ୍ଥିତ ରେ ଆଜି ଭଟଲି ନିର୍ବାଚନ ମଣ୍ଡଳୀର ଅମ୍ବାଭନା ଠାରେ ପାଳିତ ହୋଇ ଯାଇଛି । ପ୍ରଥମେ  ମାନ୍ୟବର ମନ୍ତ୍ରୀ ଓ ଉପସ୍ଥିତ ଦଳୀୟ ପଦାଧିକାରୀ ମାନେ । ପ୍ରବାଦ ପୁରୁଷ ଶ୍ରୀ…

ବିଜୁ ଜନତା ଦଳର ଚବିଶିତମ ପ୍ରତିଷ୍ଠା ଦିବସ ପାଳିତ । 

ବରଗଡ :- ବରଗଡ଼ ଜିଲ୍ଲା ବିଜୁ ଜନତା ଦଳର ଜିଲ୍ଲା ସଭାପତି ତଥା ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀ ବିଜୟ ରଞ୍ଜନ ସିଂ ବରିହା ଙ୍କର ଅଧ୍ୟକ୍ଷତାରେ ଆଜି ନିର୍ବାଚନ ମଣ୍ଡଳୀ ର ସାଲେପାଲି ଗ୍ରାମରେ ବିଜୁ ଜନତା ଦଳର 24ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ପ୍ରଥମେ…

ମା’ ମାନେ ହେଉଛନ୍ତି ସମାଜ ପ୍ରଗତିରଥ ଚକର ଅଖ : ନବୀନ

୨୪ତମ ପ୍ରତିଷ୍ଠା ଦିବସ: ମହିଳାମାନଙ୍କ ବିକାଶ ନବୀନଙ୍କ ପ୍ରାଥମିକତା   ମହିଳାମାନଙ୍କ ପାଇଁ ସଂସଦ ଓ ବିଧାନସଭାରେ ୩୩% ସଂରକ୍ଷଣ ପାଇଁ ସ୍ୱର ହେବ ଜୋରଦାର"   ନାରୀର ଗୁରୁତ୍ୱ କେତେ ତାହା ଆମ ଲକ୍ଷ୍ମୀପୁରାଣରେ କୁହାଯାଇଛି ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ…

‘ମନ ମୋ ନେଇଗଲୁ ରେ’ର ଶୁଭ ମହୁରତ

ଭୁବନେଶ୍ଵର : ଓଡ଼ିଆ ଚଳଚ୍ଚିତ୍ର ‘ମନ ମୋ ନେଇଗଲୁ ରେ’ର ଶୁଭ ମହୁରତ ଶୁକ୍ରବାର ଆଇଟିଆରରେ ଆୟୋଜିତ ହେଇଯାଇଛି । ସୁମା ରିଅଲ ମିଡିଆର ଏହା ଦ୍ୱିତୀୟ ଅବଦାନ । ଫିଲ୍ମରେ ମୁଖ୍ୟ ଭୂମିକାରେ ଜ୍ୟୋତି ଓ ଭୂମିକା ଅଭିନୟ କରିଛନ୍ତି । ଆଜି ପ୍ରମେୟନ୍ୟୁଜ୍-୭ର ଗ୍ରୁପ ଏଡିଟର ଗୋପାଳକୃଷ୍ଣ ମହାପାତ୍ର…

ଅଜଣା ଗାଡି ଧକ୍କାରେ ମାଁ ଏବଂ ଛୁଆ ଭାଲୁ ମୃତ

ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଚାରମାଳ  ରେଞ୍ଜ ବଂଶାଜାଲ ସେକ୍ସନରେ ଏକ ଭାଲୁ ଓ ତାରଛୁଆ ଅଜଣା ଗାଡି ଧକ୍କାରେ ମୃତ୍ୟୁବରଣ କରିଥିବା ଜଙ୍ଗଲ ବିଭାଗ ସୂତ୍ରରୁ ପ୍ରକାଶ। ସୂଚନା ଅନୁଯାୟୀ, ଆଜି ଭୋରରୁ ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧିନସ୍ଥ…