Sign in
Sign in
Recover your password.
A password will be e-mailed to you.
ଚିଟ୍ ଫଣ୍ଡ୍ କ୍ଷତି ଗ୍ରସ୍ତ ମିଳିତ ମଞ୍ଚ ବାସୁଦେବପୁରର ତହସିଲ୍ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ।
ବାସୁଦେବପୁର - କ୍ଷୁଦ୍ର ବୃହତ କ୍ଷତିଗ୍ରସ୍ତ ଜମାକାରୀ ଙ୍କୁ ତହସିଲ ଜରିଆ ରେ ଚିହ୍ନଟ, ଠକ୍ କମ୍ପାନୀ ର ଜମି ଗୁଡ଼ିକ ନିଲାମ କରି ଜମା ଟଙ୍କା ଫେରସ୍ତ , ଓ ବିଭିନ୍ନ ଦାବୀ ନେଇ ସୋମବାର ଦିନ ସକାଳେ ଚିଟ୍ ଫଣ୍ଡ୍ କ୍ଷତି ଗ୍ରସ୍ତ ମିଳିତ ମଞ୍ଚ ବାସୁଦେବପୁର ପକ୍ଷ ରୁ ସ୍ଥାନୀୟ ତହସିଲ…
ସଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ
ବଲାଙ୍ଗିର (୦୮/୦୬): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ସଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏହି ଜନ ଅଭିଯୋଗ ଶୁଣାଣୀରେ ବଲାଙ୍ଗିର ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି…
ବିଦ୍ୟୁତ ବିଭ୍ରାଟ ନେଇ ବିଜେଡିର ହଲ୍ଲାବୋଲ୍, ଟିପିଡବ୍ଲୁଓଡ଼ିଏଲକୁ ଦାବିପତ୍ର ଦେଲେ ଦୀପାଳି ଦାସ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଲାଗି ରହିଥିବା ଅଘୋଷିତ ବିଦ୍ୟୁତ କାଟ୍ ଓ ଲୋ-ଭୋଲ୍ଟେଜ୍ ସମସ୍ୟାକୁ ନେଇ ସୋମବାର ବିଜୁ ଜନତା ଦଳ ପକ୍ଷରୁ ଜୋରଦାର ପ୍ରତିବାଦ କରାଯାଇଛି। ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପଳି…
କେନ୍ଦ୍ରାପଡ଼ାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୧୦୧ ଅଭିଯୋଗ ଗ୍ରହଣ, ୧୦ ମାମଲାର ତୁରନ୍ତ ସମାଧାନ ।
କେନ୍ଦ୍ରାପଡ଼ା:୦୮.୦୬(ପ୍ରଫୁଲ୍ଲ କୁମାର ମଲ୍ଲ) ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ଓ ପ୍ରଶାସନିକ ସେବାକୁ ଲୋକଙ୍କ ପାଖକୁ ପହଞ୍ଚାଇବା ଉଦ୍ଦେଶ୍ୟରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା।…
ଲଖନପୁରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ
ଝାରସୁଗୁଡ଼ା : ଲଖନପୁର ବ୍ଲକରେ ମିଳିତ ଜନଶୁଣାଣି ଶିବିର ସମାପ୍ତ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର କ୍ଷେତ୍ର ପରିଦର୍ଶନ କରାଯାଇଛି। ଝାରସୁଗୁଡ଼ା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ଏବଂ ଲଖନପୁର ବିଡ଼ିଓ ବିନୟ କୁମାର ପଟେଲ ପ୍ରମୁଖ…
ଲଖନପୁରଠାରେ ଯୁଗ୍ମ ଜନଶୁଣାଣି ଶିବିର; ୪୪ ଟି ଅଭିଯୋଗର ଶୁଣାଣି
ଲଖନପୁର: ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଆଜି ଲଖନପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ସାଧାରଣ ଜନସାଧାରଣଙ୍କ ସମସ୍ୟାର ସରଳ, ସୂଚାରୁ ଏବଂ ଶୀଘ୍ର ସମାଧାନ କରିବା ଲକ୍ଷ୍ୟରେ ଆୟୋଜିତ ଏହି…
ଆନ୍ତଃ ଜିଲ୍ଲା ସିଏମ୍ ଟ୍ରଫି–୨୦୨୬ ଫୁଟବଲ୍ ଚାମ୍ପିୟନସିପ୍ରେ ବାଳକ ଓ ବାଳିକା ଉଭୟ ବର୍ଗରେ ବରଗଡ଼ ଜୋନ୍ ଚାମ୍ପିୟନ୍
ବଲାଙ୍ଗିର (୦୭/୦୬) ଆନ୍ତଃ ଜିଲ୍ଲା ୧୪ ବର୍ଷ ବାଳକ ଓ ବାଳିକା ସିଏମ୍ ଟ୍ରଫି–୨୦୨୬ ଦ୍ୱିତୀୟ ସଂସ୍କରଣର ଫୁଟବଲ୍ ଚାମ୍ପିୟନସିପ୍ର ଜୋନ୍ ଫାଇନାଲ୍ ଖେଳ ଗାନ୍ଧୀ ଷ୍ଟାଡିୟମ୍, ବଲାଙ୍ଗିରରେ ଆୟୋଜିତ ହୋଇଥିଲା । ସକାଳେ ହୋଇଥିବା ବାଳିକା ଫାଇନାଲ୍ ମ୍ୟାଚ୍ ରେ ବରଗଡ଼ ୨–୧ ଗୋଲରେ ଦେବଗଡ଼କୁ…
ପକ୍ଷାଘାତ ସଚେତନା ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ
( କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ପକ୍ଷାଘାତ ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡଃ ନକୁଳ ସାହୁ କହିଲେ ଗ୍ରୀଷ୍ମ ଋତୁର ଦୁର୍ବଳ ଶରୀରରେ ଅଧିକ…
ଜିଲ୍ଲାରେ ୫,୯୫,୯୦୭ ବା ୬୯.୪୨ପ୍ରତିଶତ ମତଦାତାଙ୍କୁ ପରିଗଣନା ଫର୍ମ ବିତରଣ ଆରମ୍ଭ
ନବରଙ୍ଗପୁର,ଅଶୋକ ସାହୁ,08/06/226,ନବରଙ୍ଗପୁର ଜିଲ୍ଲାରେ ସ୍ଵତନ୍ତ୍ର ସଘନ ସଂଶୋଧନ SIR କାର୍ଯ୍ୟ ଚାଲିଛି।ବି ଏଲ ଓ ମାନେ ଘର କୁ ଘର ଯାଇ ବର୍ତ୍ତମାନ ସୁଦ୍ଧା ୫,୯୫,୯୦୭ ଜଣ ବା ୬୯.୪୨ ପ୍ରତିଶତ ଭୋଟରଙ୍କୁ ପରିଗଣନା ଫର୍ମ ପ୍ରଦାନ କରିଛନ୍ତି। ଆଜି ସୁଦ୍ଧା ଉମରକୋଟ ନିର୍ବାଚନ ମଣ୍ଡଳୀ ରେ ୬୩…
ଯୁବତୀ କୁ ଦୁଷ୍କର୍ମ ଅଭିଯୋଗ ରେ ଯୁବକ କୁ କୋର୍ଟ ଚାଲାଣ
( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଦିଗପହଣ୍ଡି ଥାନା ପୋଲିସ ଆର୍ ମିଟୁ ନାମକ ଜଣେ ଯୁବକ କୁ ଦୁଷ୍କର୍ମ ଘଟଣା ରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଗିରଫ ମିଟୁ ଜଣେ ଅବିବାହିତ ଯୁବତୀ କୁ ବିବାହ ପ୍ରତିଶ୍ରୁତି ଦେଇ ଗତ ୫ ବର୍ଷ ହେବ ସମ୍ପର୍କରେ ରହି ଶାରୀରିକ ସମ୍ପର୍କ ରଖିଥିଲେ।…