Sign in
Sign in
Recover your password.
A password will be e-mailed to you.
ଆରମ୍ଭ ହେଲା ଶିକ୍ଷା ବିଭାଗର ସ୍ୱେଚ୍ଛାକୃତ ରକ୍ତଦାନର ଦ୍ୱିତୀୟ ପର୍ଯ୍ୟାୟ
ନୂଆପଡା(ଅମିତ ପୁରୋହିତ) : ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ଉପଲକ୍ଷେ ଶିକ୍ଷା ବିଭାଗ ତରଫରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ଅଧ୍ୟକ୍ଷତାରେ ଓ ନୂଆପଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ବଳିଷ୍ଠ …
ପଦ୍ମପୁର ଉପଖଣ୍ତ ସଦର ମହକୁମା ଠାରେ ଗାନ୍ଧୀ ଜୟନ୍ତୀ
ପଦ୍ମପୁର- ପଦ୍ମପୁର ଉପଖଣ୍ତ ସଦର ମହକୁମା ଠାରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇ ଯାଇଅଛି । ଏହି ଉପଲକ୍ଷେ ଉପଖଣ୍ତ ପ୍ରଶାସନ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ପଦ୍ମପୁର ସହର ମଧ୍ୟରେ ଥିବା ମହାତ୍ମା ଗାନ୍ଧୀ, ଲାଲ ବାହାଦୂର ଶାସ୍ତ୍ରୀ ତଥା ଅନ୍ୟାନ୍ୟ ମହା ପୁରୁଷ ମାନଙ୍କ ପ୍ରତିମୂର୍ତ୍ତି ରେ…
ସ୍ଵଛ ଭାରତ ଅଭିଯାନରେ ପୂର୍ବତଟ ରେଳପଥ ପକ୍ଷରୁ ଶ୍ରମଦାନ
ଭୁବନେଶ୍ୱର(ଶାସକ ପ୍ରଶାସକ)ସ୍ୱଚ୍ଛତା ପଖୱାଡା ଅଭିଯାନ-୨୦୨୦ ରେ ସ୍ୱଚ୍ଛତା ହିଁ ସେବାକୁ ସ୍ମରଣୀୟ କରିବାପାଇଁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୁଷଣଙ୍କ ନେତୃତ୍ୱରେ ରେଳପଥର ଅଧିକାରୀ ଓ କର୍ମଚାରୀମାନେ ଆଜି ରେଳସଦନ ପରିସରରେ ସ୍ୱଚ୍ଛତା ଅଭିଯାନରେ ଅଂଶଗ୍ରହଣ କରିଥିଲେ।…
ମାଲକାନଗିରି ଜିଲ୍ଲାସ୍ତରୀୟ ୧୫୦ତମ ଗାନ୍ଧୀ ଜୟନ୍ତୀ ପାଳିତ ।
ମାଲକାନଗିରି/ବି ଶ୍ରୀନିବାସ ପାତ୍ର-ମାଲକାନଗିରି ଜିଲ୍ଲା ସ୍ତରୀୟ ୧୫୦ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି । ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧକ୍ଷ ଦଶରଥ ପୋଡ଼ିଆମୀ, ପୂର୍ବତନ ବିଧାୟକ ତଥା ଜିଲ୍ଲା ଉନ୍ନୟନ ପରିଷଦ ଅଧକ୍ଷ ମାନସ…
ଗାନ୍ଧୀ ବିଚାର ଧାରାରେ ” ଆତ୍ମ ନିର୍ଭରଶୀଳ ଭାରତ ” ନିର୍ମାଣ ସମ୍ଭବ
ପଦ୍ମପୁର -ଗାନ୍ଧୀ ବିଚାର ଧାରାରେ " ଆତ୍ମ ନିର୍ଭରଶୀଳ ଭାରତ " ନିର୍ମାଣ ସମ୍ଭବ ବୋଲି ଆଜି ନୃସିଂହନାଥ ଗାନ୍ଧୀ ସ୍ମୃତି ପୀଠ ଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଦ୍ୱାରା ଆହୁତ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବିଭିନ୍ନ ବକ୍ତାମାନେ ମତ ପୋଷଣ କରିଥିଲେ । ଇଂରେଜ କବଳରୁ ଦେଶ…
ଗାନ୍ଧୀଜୟନ୍ତୀ ଉପଲକ୍ଷେ ଓଡିଶା ମୋ ପରିବାର -ଜୀବନ ବିନ୍ଦୁ ତରଫରୁ ରକ୍ତଦାନ ଶିବିର
ଭୁବନେଶ୍ୱର(ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନମ୍ବର -୧୬ ଲକ୍ଷ୍ମୀପୁର ପ୍ରାଥମିକ ବିଦ୍ୟାଳୟ , ମୈତ୍ରୀବିହାର ପରିସରରେ ସ୍ଥାନୀୟ ପୂର୍ଵତନ କର୍ପୋରେଟର ତଥା…
ଗୁଣପୁରରେ ଗାନ୍ଧୀ ଜୟନ୍ତୀ ପାଳିତ
ଗୁଣପୁର/ ଉପଖଣ୍ଡ ପ୍ରତିନିଧି ମାଧବ ବିଡ଼ିକା : ଗୁଣପୁର ଆଜି ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଗାନ୍ଧୀ ଜୟନ୍ତୀ ପାଳିତ ହୋଇ ଯାଇଛି । ଗୁଣପୁର ଉପ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ଥାନୀୟ ପୁରୁଣା ବସ ଷ୍ଟାଣ୍ଡ ସ୍ଥିତ ଗାନ୍ଧୀ ମୂର୍ତ୍ତୀରେ ପୁଷ୍ପ ମାଲ୍ୟ ଅର୍ପଣ…
କେଶରୀଆ ହିନ୍ଦୁ ବାହୀନିର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ।
ବଲାଙ୍ଗୀର :(ସ୍ଵତନ୍ତ୍ର ପ୍ରତିନିଧି ସନ୍ତୋଷ କୁମାର ଠାକୁର) ଅକ୍ଟୋବର ୨ ଗାନ୍ଧୀଜୀ ଓ ଶାସ୍ତ୍ରୀ ଜିଙ୍କ ଜନ୍ମଦିନ ଅବସରରେ, ଆଜି ସ୍ଥାନୀୟ ଗାନ୍ଧୀ ଭବନ ଠାରେ କେଶରୀୟା ହିନ୍ଦୁ ବାହିନୀ ବଲାଙ୍ଗିର ତରଫରୁ ଜୟନ୍ତୀ ପାଳନ କରାଯାଇଛି। ଜିଲ୍ଲା ସଭାପତି ଶ୍ରୀ ସନ୍ତୋଷ ଭୋଳ ଗାନ୍ଧୀଜୀଙ୍କ…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କଳାହାଣ୍ଡିରେ ତିନିଟି ଶକ୍ତି ପ୍ରକଳ୍ପ ଲୋକାର୍ପିତ
http://www.youtube.com/watch?v=soyqs16o8fc
ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ- ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍ ଠାରେ ଏକ…
ଟ୍ରମ୍ପ ଓ ମେଲାନିଆଙ୍କୁ କରୋନା
ୱାଶିଂଟନ୍ : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ ମେଲାନିଆ ଟ୍ରମ୍ପ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ବ୍ୟକ୍ତିଗତ ପରାମର୍ଶଦାତା ହୋପ୍ ହିକ୍ସ କରୋନା ସଂକ୍ରମିତ ହେବା ପରେ ଆମେରିକାର ରାଷ୍ଟ୍ରପତି କରୋନା…