ତନରଡ଼ା ୮ମ ବାଟାଲିୟନ ପରିସରରେ ୯୧ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ବେଲଗୁଣ୍ଠା-୧/୪-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ତନରଡା ସ୍ଥିତ ଅଷ୍ଟମ ସ୍ବତନ୍ତ୍ର ଭାରତ ସଂରକ୍ଷିତ ବାହିନୀ (୮ମ ବାଟାଲିୟନ) ପରିସରରେ ୯୧ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି। ଏହି ଅବସରରେ ଆୟୋଜିତ ଭବ୍ୟ ମିଳିତ ପ୍ୟାରେଡ୍‌ରେ ସୋରଡ଼ା…

ରାଜ୍ୟର ପ୍ରମୁଖ ସମବାୟ ସମତିର ସଭାପତି, ନିର୍ଦ୍ଦେଶକ ଏବଂ ସଦସ୍ୟ ବିଜେପିରେ ହେଲେ ସାମିଲ

 ଓଏସ୍‌ସିବିର ଅଧ୍ୟକ୍ଷ ଟି.ପ୍ରସାଦ ରାଓ ଡୋରା, ଓଏସସିୟୁ ସଭାପତି ପ୍ରଭାସିନୀ ଷଡଙ୍ଗୀ, ଅର୍ବାନ ବ୍ୟାଂକ ଫେଡେରେସନ ସଭାପତି ମହେନ୍ଦ୍ର କୁମାର ନାୟକ, ଓଡିଶା ମହିଳା ବିକାଶ ସମବାୟ ନିଗମ ଲିମିଟେଡ୍ ଅଧ୍ୟକ୍ଷା ସ୍ୱାଧୀନବାଳା ଦାସ, ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ଉତ୍କଳିକା…

ସୋଆରେ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର , ଏପ୍ରିଲ ୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପକ୍ଷରୁ ବୁଧବାର ୯୧ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ସୋଆର ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ସ୍ୱତନ୍ତ୍ର ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ସୋଆ…

ପୋଲିସ ପ୍ରତିଷ୍ଠା ଦିବସରେ ଶ୍ରଦ୍ଧାଞ୍ଜଳି: ଶହୀଦ୍ ଚିତ୍ତରଞ୍ଜନଙ୍କ ବଳିଦାନକୁ ମନେ ପକାଇଲା ଓଡ଼ିଶା ପୋଲିସ

ବେଲଗୁଣ୍ଠା-୧/୪-(ଶିବରାମ ଚୌଧୁରୀ )-:ଦେଶ ମାତୃକାର ସେବା ପାଇଁ ହସି ହସି ଜୀବନ ଦେଇଥିବା ବୀର ସନ୍ତାନଙ୍କ ବଳିଦାନ କେବେ ବି ବ୍ୟର୍ଥ ଯାଏନାହିଁ। ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଓଡ଼ିଶା ପୋଲିସ ପକ୍ଷରୁ ଆଜି ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ବଲାଡି ଗ୍ରାମର ଅମର ଶହୀଦ୍…

ରାଜଗାଙ୍ଗପୁର ବନାଞ୍ଚଳରେ ଜଙ୍ଗଲ ନିଆଁ ନିବାରଣ ସଚେତନତା କାର୍ଯ୍ୟକ୍ରମ

ରାଜଗାଙ୍ଗପୁର , - ରାଜଗାଙ୍ଗପୁର ବନାଞ୍ଚଳ ର ବିଭିନ୍ନ ସ୍ଥାନ ରେ ଆଜି ଜଙ୍ଗଲ ନିଆଁ ନିବାରଣ ନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ରାଜଗାଙ୍ଗପୁର ଫରେଷ୍ଟ ରେଞ୍ଜ ଅଫିସର ଗୁରୁ ଚରଣ ମଣ୍ଡଳଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ମାନ ରାଜଗାଙ୍ଗପୁର ବନାଞ୍ଚଳର ଜାରେଇକେଲା - ବରିହାମ…

ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରିଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବେଲଗୁଣ୍ଠା, ୦୧/୦୪ -(ଶିବରାମ ଚୌଧୁରୀ )-: ବେଲଗୁଣ୍ଠା ବ୍ଲକ ଶିକ୍ଷା ଅଧିକାରୀ (BEO) କାର୍ଯ୍ୟାଳୟର ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରି ପ୍ରତିଭା କୁମାରୀ ରଥ ଆଜି ଚାକିରି ଜୀବନରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ ତାଙ୍କୁ ଏକ…

ଭଞ୍ଜନଗର ସହରରେ ମହା ଆଡମ୍ବରରେ ପାଳନ ହେଲା ଉତ୍କଳ ଦିବସ

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ:  ମହାନ୍ ଗୈ।ରବମୟ ଉତ୍କଳ ଦିବସ ସାରା ଓଡ଼ିଶା ରାଜ୍ୟ ର ବିଭିନ୍ନ ସ୍ଥାନରେ ପାଳନ ହୋଇଛି।ମହାସମାରୋହରେ ଓଡ଼ିଶା ପାଳୁଛି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ…

ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ଦୁଇ ଯୁବକ ପ୍ରାଣ ହରାଇଛନ୍ତି।

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଦିଗପହଣ୍ଡି ଥାନା ଘୋଡ଼ା ହାଡ଼ ରାସ୍ତା ଭୁଷୁଣ୍ଡା ନିକଟରେ ପଥର ବୋଝେଇ ଟ୍ରାକ୍ଟର ଧକ୍କାରେ ନିରଞ୍ଜନ ଗୌଡ ଓ ସୁମିତ ପଣ୍ଡା ନାମକ ଦୁଇ ଜଣ ଯୁବକ ପ୍ରାଣ ହରାଇଛନ୍ତି। ଉକ୍ତ ଦୁଇ ଯୁବକ ଦିଗପହଣ୍ଡି ଠାରୁ କାମ ସାରି ନିଜ ଗାଁ ପାଳଝଡି ଫେରୁଥିବା ବେଳେ…

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ପଖାଳ ଉତ୍ସବ ଆରମ୍ଭ

ଭୁବନେଶ୍ୱର, ଏପ୍ରିଲ ୧: ପ୍ରତ୍ୟେକ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳର ସ୍ୱାଦ ନେବା ସହ ଏହାର ପ୍ରଚାର ଓ ପ୍ରସାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସଏଚ୍‌ଏମ୍‌) ପକ୍ଷରୁ ବୁଧବାର ଏକ ୫-ଦିନିଆ ପଖାଳ ଉତ୍ସବ…

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସ୍‌-୨୦୨୬: ମେଡିସିନ୍ କ୍ୟାଟେଗୋରୀରେ ମହତ୍ୱପୂ୍‌ର୍ଣ୍ଣ ସ୍ଥାନରେ ସୋଆ

ଭୁବନେଶ୍ୱର , ଏପ୍ରିଲ ୦୧: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ-୨୦୨୬ (ମେଡିସିନ୍ କ୍ୟାଟେଗୋରୀ)ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡି ଟୁ ବି ବିଶ୍ୱବିଦ୍ୟାଳୟ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି ।ବିଷୟ ଭିତିକ ମେଡିସିନ୍ କ୍ୟାଟେଗୋରୀରେ ୭୦୧-୮୫୦ ବ୍ରାକେଟ୍‌ରେ…