Sign in
Sign in
Recover your password.
A password will be e-mailed to you.
ଓଡିଆ ଭାଷା ଚିନ୍ତନ ଓ ସ୍ଵାସ୍ଥ୍ୟ ଶିବିର
ଆଜି ପୁର୍ବାହ୍ନ ରେ ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଓଡ଼ିଆ ଭାଷା ସଚେତନ ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି।ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ଓଡ଼ିଆ ଭାଷା ମା କହିଥିବା ଭାଷା ଅତିମଧୁର ବହୁ ପୁରୁଣା ଭାଷା ଆମ ପରିବେଶରେ ସମସ୍ତେ…
ଦୁଇ ବ୍ରାଉନସୁଗାର ବେପାରୀ ଗିରଫ, ୦.୨୪୬ମିଲି ଗ୍ରାମ ବ୍ରାଉନ ସୁଗାର ଜବତ।
ନୀଳଗିରି, ୩୦/୦୩: ନୀଳଗିରି ପୋଲିସ ଦୁଇ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୦.୨୪୬ମିଲି ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ବିଶେଷ ସୂତ୍ରରୁ ଖବରପାଇ ନୀଳଗିରି ଆଇ.ଆଇ.ସି ଗୋବର୍ଦ୍ଧନ ନାୟକ ସଦଳବଳେ ରାଉଳ ଖୁଣ୍ଟା ଛକରେ ସନ୍ତରାଗଡିଆ ଗ୍ରାମରେ ଜଗଦୀଶ…
ଆଞ୍ଚଳିକ କୃଷକ ମଞ୍ଚ ପକ୍ଷରୁ ରାସ୍ତାରୋକ
ଉପଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀପତ୍ର ପ୍ରଦାନ ପ୍ରତିଶ୍ରୁତି ପରେ ରାସ୍ତା ରୋକ ପ୍ରତ୍ୟାହୃତ।
ନୀଳଗିରି,ତା,୩୦/୦୩- ଆସନ୍ତା ଏପ୍ରିଲ ୧୫ ତାରିଖ ମଧ୍ୟରେ ରାସ୍ତା କାମ ଆରମ୍ଭ ର ପ୍ରତିଶୃତି ପାଇ ରାସ୍ତାରୋକ ପ୍ରତ୍ୟାହୃତ ହୋଇଛି।ସୂଚନା ରୁ ଜଣାଯାଇଛି, ନୀଳଗିରି ଉପଖଣ୍ଡ…
ଲୋକକଳା ଗ୍ରାମ ବିରଲକ୍ଷ୍ମଣ ପୁର ରେ ମାଲ୍ୟବନ୍ତ ଦେଶିଆ ନାଟଗୁରୁ ସାଂସ୍କୃତିକ ସଂଗଠନ ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ…
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି,୨୯/୩:ଲୋକକଳା ଗ୍ରାମ ବିରଲକ୍ଷ୍ମଣ ପୁର ଆମ୍ବତୋଟା ରେ ମାଲ୍ୟବନ୍ତ ଦେଶିଆ ନାଟଗୁରୁ ସାଂସ୍କୃତିକ ସଂଗଠନ ପକ୍ଷରୁ ସଭାପତି ଅନାଦି କଡ଼ା ଙ୍କ ଅଧ୍ୟକ୍ଷତା ରେ ବିଶ୍ୱ ନାଟ୍ୟଦିବସ ଆଡ଼ମ୍ବର ସହ ପାଳିତ ହୋଇଯାଇଛି। ଉକ୍ତଉତ୍ସବରେ ପୂର୍ବତନ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ…
ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ
ଭୁବନେଶ୍ୱର, ୩୦ ମାର୍ଚ୍ଚ ୨୦୨୬ : ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଆଜି, ୩୦.୦୩.୨୦୨୬ ଓଡ଼ିଶା ମାନବ ଅଧିକାର ଆୟୋଗ (ଓ.ଏଚ.ଆର.ସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ତାଙ୍କର ଦ୍ୱିତୀୟ ଦାୟିତ୍ୱକାଳ ହୋଇଥିବାରୁ ତାଙ୍କର ନେତୃତ୍ୱ ଓ ମାନବ ଅଧିକାର ସୁରକ୍ଷା…
ପୋଡ଼ିଆ ବ୍ଲକରେ ପୋଷଣ-୧୫ ଅଭିଯାନ
ଅଙ୍ଗନବାଡ଼ି କର୍ମୀଙ୍କ ପାଇଁ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଜିଲ୍ଲାରେ ଜାରି ରହିଥିବା ସ୍ୱତନ୍ତ୍ର ଅଭିଯାନ ପୋଷଣ-୧୫ କାର୍ଯ୍ୟକ୍ରମ ଅଧୀନରେ ଆଜି…
ମୌସୁମୀ ପୂର୍ବରୁ ସେତୁ କାର୍ଯ୍ୟ ସାରିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳରେ ନିର୍ମାଣାଧୀନ ପ୍ରକଳ୍ପର କ୍ଷେତ୍ର ପରିଦର୍ଶନ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସ୍ଵାଭିମାନ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି…
“ଟ୍ରିପଲ ଏସ” ଅନୁଷ୍ଠାନର ବାର୍ଷିକ ଉତ୍ସବ
କେନ୍ଦୁଝର,ତା୩୦/୩- ଗତକାଲି ଜିଲ୍ଲାର ଅଗ୍ରଣୀ କଳା ଅନୁଷ୍ଠାନ “ଟ୍ରିପଲ ଏସ”ର ବାର୍ଷିକ ଉତ୍ସବ ସ୍ଥାନୀୟ ସେଲ ଅଡିଟୋରିୟମ, କେନ୍ଦୁଝରଠାରେ ମହା ସମାରୋହରେ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏଚ. ଧନରାଜ ଯୋଗଦେଇ ଭାରତୀୟ କଳା ସଂସ୍କୃତିର…
ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ
ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଜାରିଂ ଗ୍ରାମର ସରୋଜ ସାହୁ ଓ ରୀନା ସାହୁଙ୍କ ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଆୟୋଜିତ ହେବାକୁ ଥିବା ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପ୍ରତିଯୋଗିତା ପାଇଁ ଚୟନ ହୋଇ ଅଞ୍ଚଳର ଗର୍ବ ବଢ଼ାଇଛନ୍ତି। ତାଙ୍କ ଏହି ସଫଳତା ପଶ୍ଚିମ ଓଡ଼ିଶା ପାଇଁ ଗୌରବର ବିଷୟ…