Sign in
Sign in
Recover your password.
A password will be e-mailed to you.
ଜାତୀୟ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେବେ ମହିଳା ସରପଞ୍ଚ ସସ୍ମିତା
ଓଡଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ସରପଞ୍ଚ ସସ୍ମିତା ପାତ୍ର ଚଳିତ ମାସ ୨୬ ତାରିଖ ଜାତୀୟ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ଯୋଗ ଦେବା ପାଇଁ ନିମନ୍ତ୍ରିତ ଅତିଥି ଭାବେ ଚୟନ ହୋଇଛନ୍ତି । ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତ ରାଜ ବିଭାଗ…
ଓଡ଼ଗାଁ ବନ ବିଭାଗ ଦ୍ବାରା ବାଉଁଶ ବୋଝେଇ ପିକଅପ୍ ଭ୍ୟାନ୍ ଜବତ
ଓଡ଼ଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଓଡ଼ଗାଁ ବନାଞ୍ଚଳ ଅଧିକାରୀ ଅଭିମନ୍ୟୁ ମଲିକଙ୍କ ତତ୍ବାବଧାନରେ ଓଡ଼ଗାଁ ବନ କର୍ମଚାରୀ ଚେମେଡ଼ି ପଟୁ ବାଘୁଆ ଛକ ଆଡ଼କୁ ଆସୁଥିବା ଏକ କଞ୍ଚା ବାଉଁଶ ବୋଝେଇ ପିକ୍ଅପ୍ ଭ୍ୟାନକୁ ଅଟକାଇବା ବେଳେ ଗାଡ଼ି ଚାଳକ…
ଓଡ଼ଗାଁ ପୋଲିସର ଅପରେସନ ଷ୍ଟ୍ରାଇକ୍,ଜେସିବି ସହିତ ୫ ଟ୍ରାକ୍ଟରର ଚାଲାଣ କଟିଲା
ଓଡ଼ଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସର ଅପରେସନ ଷ୍ଟ୍ରାଇକ୍ ଜାରି ରହିଥିବା ବେଳେ ରବିବାର ରାତିରେ କୁରାଳ ବାଗଦେବୀଙ୍କ ରୋଡ ପାର୍ଶ୍ବରେ ବେଆଇନ ଭାବେ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ ପାଇଁ ବ୍ୟବହୃତ ଗୋଟିଏ ଜେସିବି ସହିତ ୫ ଟ୍ରାକ୍ଟରକୁ ଓଡ଼ଗାଁ ପୋଲିସ୍…
ବଦଳିଲା ବିକଶିତ ଗାଁ ବିକଶିତ ଓଡ଼ିଶା ନିର୍ଦ୍ଦେଶାବଳୀ,ସଙ୍କୁଚିତ ହେଲା ପଞ୍ଚାୟତ ସମିତିର କ୍ଷମତା,
ଓଡ଼ଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସଭାଗୃହରେ ଅଧ୍ୟକ୍ଷ ଲୋକନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବ୍ଳକର ସମସ୍ତ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ମାନେ ବିକଶିତ ଗାଁ ବିକଶିତ ଓଡ଼ିଶା ନୂତନ ନିର୍ଦ୍ଦେଶାବଳୀର କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ…
ହେମଗିର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ହେମଗିର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ କୁମାର ପଟ୍ଟନାୟକ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୫୫ ଗୋଟି…
ଚତୁର୍ଥ ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ
ଗାଙ୍ଗପୁର,-(ଶିବରାମ ଚୌଧୁରୀ )-, ସୋରଡା ବ୍ଲକ୍ ଅନ୍ତର୍ଗତ ବି କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସନାତନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଚତୁର୍ଥ ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ଶିକ୍ଷକ ଶ୍ୟାମଘନ ଗୌଡ଼ ବେଦ ମନ୍ତ୍ର ପାଠ କରିଥିବା ବେଳେ…
ଆଦର୍ଶ ପାଠାଗାର ପାଇଁ ଏକ ହେଲେ ସାହିତ୍ୟିକ, ସାଂସ୍କୃତିକ, ସାମାଜିକ, ଶ୍ରମିକ ସଂଗଠନ ଓ ରାଜନୈତିକ ଦଳ
ରାଉରକେଲା, (ବସନ୍ତ କୁମାର ଜେନା): ରାଜ୍ୟ ସରକାର ଓଡ଼ିଆ ଅସ୍ମିତା କଥା କହୁଥିବାବେଳେ, ରାଉରକେଲା ଇସ୍ପାତ କାରଖାନା ( ସେଲ)ଓଡ଼ିଆ ଅସ୍ମିତାକୁ ପଦାଘାତ କରି ଦୀର୍ଘ ୬୭ ବର୍ଷର ଅନୁଷ୍ଠାନ ଆଦର୍ଶ ପାଠାଗାର ତଥା ଭଞ୍ଜଭବନ କୁ ଜୋର ଜବରଦସ୍ତ ନିଜ ଅକ୍ତିଆରକୁ ନେଇ ତାଲା ପକାଇଦେଇଛି। ୧୯୫୮…
ସଦର ବ୍ଲକ ସ୍ତରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ କୁଇଜ ପ୍ରତିଯୋଗିତା
କେନ୍ଦୁଝର,ତା୧୯/୧- ସଦର ବ୍ଲକ ଆନୁକୂଲ୍ୟରେ ବ୍ଲକ ସ୍ଥରୀୟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନର କୁଇଜ ପ୍ରତିଯୋଗିତା ସ୍ଥାନୀୟ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇ ଯାଇଅଛି। କେନ୍ଦୁଝର ସଦର ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୩୦୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀ…
ବେଲଗୁଣ୍ଠା ବ୍ଳକକ୍ଷତ୍ରୀୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ସ୍ଵଚ୍ଛ ଭାରତ ଅଭିଯାନ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରୀୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ସ୍ଵଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି I ଅଧ୍ୟକ୍ଷ ଡ଼. ଗିରିଧର ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ରାସାୟନିକ…
ଉତ୍କଳୀୟ କୋଳି ସମାଜ ମହାସଭାର ପଞ୍ଚମ କାର୍ଯ୍ୟକାରିଣୀ ବୈଠକ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ସହରର ଆରାଧ୍ୟା ମାଆ ବ୍ରାହ୍ମଣ ଦେବୀ ପୀଠରେ ଉତ୍କଳୀୟ କୋଳି ସମାଜ ମହାସଭାର ପଞ୍ଚମ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି I ସମାଜ ସଭାପତି ନୀଳମାଧବ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପସଭାନେତ୍ରୀ ପ୍ରମିତା…