ସାଇବାବା ଙ୍କ ମନ୍ଦିର ପ୍ରତିଷ୍ଠା ଦିବସ ରେ ଯୋଗଦେଲେ ବିଧାୟକ,

ଝାରସୁଗୁଡା, ୧୬/୧ :   ଝାରସୁଗୁଡା ସହରର ପୁରୁଣାବସ୍ତି ସ୍ଥିତ ବାବୁପଡା ଛକରେ ସାଇବାବାଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଶୁକ୍ରବାର କରାଯାଇଛି ।ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବ ରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ  ଯୋଗଦେଇ ସାଇବାବା ଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ |ଏହି ପ୍ରତିଷ୍ଠା…

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ କ୍ରୀଡା ପ୍ରତିଯୋଗିତା ଉଦଘାଟିତ ।

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଚଳିତ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଶ୍ରେଣୀ ଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ବାଳକ ଓ ବାଳିକା ବିଭାଗରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ସ୍ଥାନୀୟ ଶତାୟୁ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଆରମ୍ଭ ହୋଇ ଯାଇଛି । ୫୦ ମିଟର, ୧୦୦ମିଟର…

୧କୋଟି ୪୧ ଲକ୍ଷ ଇନାମି ୫୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି ରୁ ସୁରେନ୍ଦ୍ର ବେମାଲ : ମାଓ ସଙ୍ଗଠନ ଦିନକୁ ଦିନ ଭାଙ୍ଗିବା ସହ ଦୁର୍ବଳ ହେବାକୁ ଲାଗିଥିବା ବେଳେ ଆଜି ପୁଣି ଭାଙ୍ଗି ପଡିଥିବା ମାଓ ସଙ୍ଗଠନକୁ ଶକ୍ତ ଧକ୍କା ଲାଗିଛି ୧କୋଟି ୪୧ ଲକ୍ଷ ଇନାମି ୫୨ ଜଣ ମାଓବାଦୀ ମାଓ ସଙ୍ଗଠନ ଛାଡି ପୋଲିସ ନିକଟରେ ଆତ୍ମ ସମର୍ପଣ କରିଥିବା ବେଳେ ଏହା…

ଛୁରା ମାଡ଼ରେ ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି।

ବେଲଗୁଣ୍ଠା: ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢ଼େଇଆ ପଲ୍ଲୀ ଗ୍ରାମରେ ସାମାନ୍ୟ କଥାକୁ ନେଇ ସୁରଟ୍ ଫେରନ୍ତା ଯୁବକ ବସନ୍ତ ଗୌଡ କୁ ଛୁରା ମାଡ଼ ଫଳରେ ଚିକିତ୍ସା ପାଇଁ ସେ ପ୍ରଥମେ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼…

ଝିରପାଣି ଠାରେ ଟୁସୁ ମିଳନ

ରାଉରକେଲା,(ବସନ୍ତ କୁମାର ଜେନା): ଝିରପାଣି ମକର ମିଳନ କମିଟି ତରଫରୁ ୨୪ ତମ ଟୁସୁ ମିଳନ ୱାଇଏସି ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। କମିଟିର ସଭାପତି ହାଲୁ ମୁଣ୍ଡାରୀ ଙ୍କ ସଭାପତିତ୍ବ, ସମ୍ପାଦକ ନିଳାମ୍ବର ମୁଣ୍ଡାରୀ ଙ୍କ ଆବାହକତ୍ୱ ତଥା ଗଙ୍ଗାଧର ବୀରଙ୍କ ମଞ୍ଚ ସଂଯୋଜନାରେ…

ଜିଓ ପ୍ଲାଟଫର୍ମସର ତୃତୀୟ ତ୍ରୈମାସିକ ନେଟ ଲାଭ ୧୧.୩ ପ୍ରତିଶତ ବୃଦ୍ଧି ସହ ୭୬୨୯ କୋଟି ଟଙ୍କା

 ମୁମ୍ବାଇ / ଭୁବନେଶ୍ୱର: ଦେଶର ସର୍ବବୃହତ ଦୂରସଂଚାର ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମସ ଲିମିଟେଡ଼ର ନେଟ ଲାଭ ୨୦୨୫-୨୬ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକରେ ପୂର୍ବ ବର୍ଷ ସମାନ ସମୟ ତୁଳନାରେ ୧୧.୩ ପ୍ରତିଶତ ବୃଦ୍ଧି ପାଇ ୭୬୨୯ କୋଟି ଟଙ୍କା ହୋଇଛି। ଚଳିତ ଆର୍ଥିକ…

କୁଡୁମୁଲୁଗୁମ୍ମା ଡାରୱିନ୍ ସ୍ମାରକୀ ସ୍ନାତକ ମହାବିଦ୍ୟାଳୟର ୧୬ ତମ ବାର୍ଷିକ ଉତ୍ସବ ପାଳିତ

ମାଲକାନଗିରି ରୁ ସୁରେନ୍ଦ୍ର ବେମାଲ: କୁଡୁମୁଲୁଗୁମ୍ମା ସ୍ଥିତ ଡାରୱିନ୍ ସ୍ମାରକୀ ସ୍ନାତକ ମହାବିଦ୍ୟାଳୟର ୧୬ ତମ ବାର୍ଷିକ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ସଭାପତିତ୍ବ କରିଥିଲା ବେଳେ ମୁଖ୍ୟ ଅତିଥି ଭାବେ ଜୟପୁର…

ହ୍ୟୁମାନିଟି ଫାଉଣ୍ଡେସନର ଦ୍ବିତୀୟ ବାର୍ଷିକୋତ୍ସବ.

ରାଉରକେଲା, (ବସନ୍ତ କୁମାର ଜେନା): ସାମାଜିକ ଅନୁଷ୍ଠାନ ହ୍ୟୁମାନିଟି ଫାଉଣ୍ଡେସନର ଦ୍ବିତୀୟ ବାର୍ଷିକୋତ୍ସବ ସିଭିକ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ଦିପ୍ତୀ ବିଶ୍ବାଳ ସୁନ୍ଦରାୟଙ୍କ ସଭାପତିତ୍ବ , ସମ୍ପାଦିକା ଲୀନା ତ୍ରିପାଠୀଙ୍କ ଆବାହକତ୍ୱ ଓ ପ୍ରତିଷ୍ଠାତା ତଥା…

ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅଞ୍ଚଳରେ ବାଣ ଗୋଦାମକୁ ନେଇ ଜନ ବିରୋଧ.

ସୁନ୍ଦରଗଡ଼ / ନୂଆଗାଁ, (ବସନ୍ତ କୁମାର ଜେନା) : ନୂଆଗାଁ ବ୍ଲକର ଲିମଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚୁଆଁବାହାଲ ସାହୁ ବସ୍ତି ଠାରେ ଏକ ଜନ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି, ଏଥିରେ ବିରମିତ୍ରପୁର ତହସିଲଦାର ଗୌରୀ ନାୟକ, ପୋଲିସ ପ୍ରଶାସନ ପ୍ରମୁଖ ଉପସ୍ଥିତ ଥିଲେ, ଏହି ଜନ ଶୁଣାଣିର ମୁଖ୍ୟ…

ବ୍ଲକ ଓ ନଗର ସଭାପତିଙ୍କ ନାମ ଘୋଷଣା

ନୟାଗଡ଼(ବିଶ୍ୱଜିତ ନାୟକ):- ବିଜୁ ଜନତା ଦଳ ପକ୍ଷରୁ ଆଜି ଆନୁଷ୍ଠାନିକ ଭାବେ ବ୍ଲକ ଓ ନଗର ସଭାପତିଙ୍କ ନାମ ଘୋଷଣା ହୋଇଛି । ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କ ଦ୍ୱାରା ବିଜୁ ଜନତା ଦଳ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ସଭାପତି ଭାବେ ସୁଦାମ…