Sign in
Sign in
Recover your password.
A password will be e-mailed to you.
ଜନ ଆକ୍ରୋଶ ମହିଳା ପଦଯାତ୍ରା: ବିରୋଧୀ ଇଣ୍ଡି ମେଣ୍ଟ ନେତାଙ୍କ କୁଶ ପିତୁଳିକା ଦାହ।
ନୀଳଗିରି, ୦୭/୦୫: ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଙ୍କ ନେତୃତ୍ୱ ରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ନୀଳଗିରି ବ୍ଲକ ୧୩ ନମ୍ବର ଜୋନରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ବିରୋଧ କରୁଥିବା ଇଣ୍ଡି…
କାଳବୈଶାଖୀ ତାଣ୍ଡବ: କଣ୍ଟେଇପଲ୍ଲୀ ନିକଟରେ ଗଛ ପଡ଼ି ରାସ୍ତା ଅବରୋଧ, ଅଗ୍ନିଶମ ବିଭାଗ ଦ୍ୱାରା ରାସ୍ତା ସଫା
ବେଲଗୁଣ୍ଠା: ୦୭/୦୫,(ଶିବରାମ ଚୌଧୁରୀ )-ଆଜି ଅପରାହ୍ନ ପ୍ରାୟ ୪ଟା ସମୟରେ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା, ପବନ ସହ ଘଡଘଡି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ - ଲୁଦୁଲୁଦି ଛକ…
ଘରେ ଦେଲେନାହିଁ ସ୍ୱୀକୃତି ବରଗଛ ରେ ଝୁଲିଗଲେ ପ୍ରେମୀଯୁଗଳ।
ସୁବର୍ଣ୍ଣପୁର ଜିଲ୍ଲା ୭!୫(ପ୍ରକାଶ କୁମାର ହାତୀ ):ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗୁଲୁଣ୍ଡା ସିଲାଟି ରାସ୍ତା ରେ ଏକ ବରଗଛ ଡାଳରେ ଯୁବକ ଯୁବତୀ ଙ୍କ ଝୁଲନ୍ତା ଶରୀର ଦେଖିବାକୁ ମିଳିଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପରେ ପରେ ବଲାଙ୍ଗୀର…
ଜଳ ହିଁ ଜୀବନ’କୁ ନେଇ ସାହିତ୍ୟ ସଂସଦ ପକ୍ଷରୁ ଥଣ୍ଡା ପାନୀୟ ବଣ୍ଟନ କାର୍ଯ୍ୟକ୍ରମ
ସୁବର୍ଣ୍ଣପୁର,୭!୫(ପ୍ରକାଶ କୁମାର ହାତୀ ) ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ସାହିତ୍ୟ ସଂସଦ, ଦିବ୍ୟଜିବନୀ,ଜୁନିୟର ରେଡ଼କ୍ରସ ‘ଜଳ ହିଁ ଜୀବନ’କୁ ନେଇ ଏକ ଥଣ୍ଡାପାନୀୟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ସାପ୍ତାହିକ ବଜାର ସମ୍ମୁଖରେ ୨୬ନମ୍ବର ଜାତୀୟ ରାଜପଥ ଆର ଏମସି…
ଖାଣ୍ଡବା ଗ୍ରାମ ଠାରେ ଗ୍ରାମପଞ୍ଚାୟତ ସ୍ତରୀୟ ସୁଭଦ୍ରାଶକ୍ତି କେନ୍ଦ୍ର , ମାର୍କେଟ କମ୍ପ୍ଲେକ୍ସ ଓ ବସ ରହଣି ଗୃହ ର…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଗ୍ରାମ ଠାରେ ଆଜି ଗ୍ରାମ ପଞ୍ଚାୟତ ସ୍ତରୀୟ ସୁଭଦ୍ରାଶକ୍ତି କେନ୍ଦ୍ର , ମାର୍କେଟ କମ୍ପ୍ଲେକ୍ସ ଓ ବସ ରହଣି ଗୃହ ର ଶୁଭ ଉଦଘାଟନ କରିଛନ୍ତି ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ। ପ୍ରଥମେ…
ଗଜପତି ଜିଲ୍ଲା ମୁଖ୍ଯ କାର୍ଯ୍ୟାଳୟ ପାରଳାଖେମୁଣ୍ଡି ସରକାରୀ ହାଇସ୍କୁଲର ଶିକ୍ଷା ବ୍ଯବସ୍ଥାର ସମୀକ୍ଷା ଦରକାର
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନିକଟରେ ଦଶମ ହାଇସ୍କୁଲ ସାର୍ଟିଫିକେଟ ବୋର୍ଡ ପରୀକ୍ଷାଫଳ ପ୍ରକାଶିତ ହୋଇଛି। ଏଥିରେ ଗଜପତି ଜିଲ୍ଲା ଓଡିଶାର ସର୍ବଶ୍ରେଷ୍ଠ ୯୯.୩୧℅ ପାସ୍ ହାର ରଖିଛି। ଗତବର୍ଷ ମଧ୍ଯ ୯୯.୩୫℅ ପାସ୍ ହାର ରଖି ରାଜ୍ଯରେ ପ୍ରଥମସ୍ଥାନ ଅଧିକାର କରିଥିଲା। ଏଥର ୬ ଜଣ…
ମାନବିକତା ଦେଖାଇଲେ ବିଧାୟକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ ଏକ ଉଦଘାଟନୀ ଉତ୍ସବରେ ଯୋଗଦେବା ପାଇଁ କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଗ୍ରାମ କୁ ଗ୍ରସ୍ତ ସମୟ ରେ ସୀତାପୁର ପଞ୍ଚାୟତ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମ ନିକଟ ରେ ଏକ ମୋଟର ସାଇକେଲ ଯୋଗେ ଆସୁଥିବା ବେଳେ…
“ଓଡ଼ିଶା ସିଟି ଗ୍ୟାସ୍ ଡିଷ୍ଟ୍ରିବ୍ୟୁସନ୍ (CGD) ନୀତି, ୨୦୨୬” ଅଧିସୂଚିତ
ଭୁବନେଶ୍ୱର, ୨୮ ଏପ୍ରେଲ, ୨୦୨୬: ରାଜ୍ୟରେ ସ୍ୱଚ୍ଛ ଏବଂ ପରିବେଶବନ୍ଧବ ଜାଳେଣି ବ୍ୟବହାରକୁ ତ୍ୱରାନ୍ୱିତ କରିବା ସହ ପାଇପ୍ ପ୍ରାକୃତିକ ଗ୍ୟାସ୍ ଏବଂ ସଙ୍କୁଚିତ ପ୍ରାକୃତିକ ଗ୍ୟାସ୍ (CNG) ଭିତ୍ତିଭୂମିର ଦ୍ରୁତ ବିକାଶ ପାଇଁ ଓଡ଼ିଶା ସରକାର “ଓଡ଼ିଶା ସିଟି ଗ୍ୟାସ୍ ଡିଷ୍ଟ୍ରିବ୍ୟୁସନ୍ ନୀତି,…
ଭାରତରେ ଅବସ୍ଥାପିତ ନେଦରଲ୍ୟାଣ୍ଡର ରାଷ୍ଟ୍ରଦୂତଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭାରତ ଓ ନେଦରଲ୍ୟାଣ୍ଡ ମଧ୍ୟରେ ଶିକ୍ଷା ସହ ଗବେଷଣା କ୍ଷେତ୍ରରେ ଭାଗିଦାରୀ ବଢିବ - ଧର୍ମେନ୍ଦ୍ର ପ୍ରଧାନ
• ଭାରତ ଏବଂ ନେଦରଲ୍ୟାଣ୍ଡ ହାଇଡ୍ରୋଜେନ, ସେମିକଣ୍ଡକ୍ଟର, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ, ସହରୀ ବିକାଶ ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଗୁଡ଼ିକରେ କାର୍ଯ୍ୟ କରିବେ• ଏହା…
ଜିଲ୍ଲା ମାଟ୍ରିକ ଟପ୍ପର ନମନ ଓ ସୁଦାମଙ୍କୁ ବିଧାୟକଙ୍କ ସମ୍ବର୍ଦ୍ଧନା
ଝାରସୁଗୁଡ଼ା, ୭/୫: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଝାରସୁଗୁଡ଼ା ଜିଲ୍ଲାର ଦୁଇ ଜଣ ଛାତ୍ର ନମନ ପ୍ରଧାନ ଏବଂ ସୁଦାମ ବେହେରା ଉଲ୍ଲେଖନୀୟ ସଫଳତା ହାସଲ କରି ସମଗ୍ର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଏହି ମେଧାବୀ ଛାତ୍ରଙ୍କୁ ସେମାନଙ୍କର ଅଦ୍ଭୁତପୂର୍ବ ସଫଳତା ପାଇଁ ଝାରସୁଗୁଡ଼ା ବିଧାୟକ…