Sign in
Sign in
Recover your password.
A password will be e-mailed to you.
ଆଞ୍ଚଲିକ କୃଷକ ମହାସଂଘ ମାଣ୍ଡୋସିଲ ର ପ୍ରତିଷ୍ଠା ଦିବସ ଓ ଦୂର୍ଗାପୂଜାରେ କଲସ ଯାତ୍ରା।
ଜାମସେଠ/ରାଜେନ୍ଦ୍ର କୁମାର ପ୍ରଧାନ:-୧୦ଗୋଟି ଗ୍ରାମପଞ୍ଚାୟତର କୃଷକ ମାନଙ୍କୁ ନେଇ ଆଞ୍ଚଲିକ କୃଷକ ମହାସଂଘ ର ୨୦ତମ ପ୍ରତିଷ୍ଠା ଦିବସ ଓ ସର୍ବଜାନିନ ଦୂର୍ଗାପୂଜା ମାଣ୍ଡୋସିଲ କାଦୋଘୁଚାର କଲସ ଯାତ୍ରା ସବୁ ବର୍ଷ ଭଲି ପାଲିତ ହୋଇ ଯାଇଛି।
ପ୍ରଥମେ ଶହ ଶହ କଲସ ଧରି ମହିଲା ଓ ଝିଅ ମାନେ…
ଡିଜିଟାଲ୍ ପ୍ଲାଟଫର୍ମରେ ୩୦ ସେକେଣ୍ଡରେ ୫୦ ହଜାର ଟଙ୍କାର ଋଣ ଉପଲବ୍ଧ – ଧର୍ମେନ୍ଦ୍ର ପ୍ରଧାନ
ଏସବିଆଇ ଗ୍ରାହକ ମେଳା କ୍ୟାମ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର– ମୋଦି ସରକାର ବ୍ୟାଙ୍କ କ୍ଷେତ୍ରରେ ବଡ ପରିବର୍ତନ କରିଥିବା ବେଳେ ଭାରତୀୟ ବ୍ୟାଙ୍କ୍ ଗୁଡିକ ଗରିବ ଲୋକଙ୍କର ସାଥୀ ହୋଇପାରିଛି । ବର୍ତମାନ ବ୍ୟାଙ୍କ୍ ଖାତା, ତିନି ମାସର ସକ୍ରିୟତା, ଆଧାର ନମ୍ବର ଓ ଟେଲିଫୋନ…
ଓଡ଼ିଶାକୁ ସ୍ୱଚ୍ଛ ଏବଂ ସୁସ୍ଥଭାବେ ଗଢ଼ିବା: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର(ଶାସକ ପ୍ରଶାସକ): ଓଡ଼ିଶାକୁ ସ୍ୱଚ୍ଛ ଏବଂ ସୁସ୍ଥ ଭାବେ ଗଢ଼ିବା ପାଇଁ ଆଜି ଆମେ ଏକତ୍ରିତ ହୋଇଛୁ | ଆଜିର ଏହି ଅଭିଯାନ ଏକ ଜନଆନ୍ଦୋଳନରେ ପରିଣତ ହୋଇ ପ୍ରତ୍ୟେକ ଜନସାଧାରଣଙ୍କୁ ଏକ ସୁସ୍ଥ ବାତାବରଣ ପ୍ରଦାନ କରିବାର ମାଧ୍ୟମ ହୋଇପାରିଛି ବୋଲି ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥ…
ଅତିରିକ୍ତ ଜିଲ୍ଲାପାଳଙ୍କ ସହିତ ଆଲୋଚନା କଲେ ଭିଏଚପି ନେତା
ଦଶହରାରେ କଡାକଡ଼ି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଦାବୀ
ସୁନ୍ଦରଗଡ଼/ହୋରାଚାନ୍ଦ ଦେଉରିଆ - ଆସନ୍ତାକାଲି ଠାରୁ ଅନୁଷ୍ଠିତ ହେବାକୁଥିବା ଜଗତ ଜନନୀ ମା ଦୁର୍ଗାଙ୍କ ପୂଜା ଉତ୍ସବରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ହିନ୍ଦୁ ଧାର୍ମିକ ଅଧିକାରକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ବିଶ୍ୱହିନ୍ଦୁ…
ସ୍ୱଛତା ହିଁ ବାପୁଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ – ଜିଲ୍ଲାପାଳ
ମହାତ୍ମା ଗାନ୍ଧୀଜିଙ୍କ ୧୫୦ତମ ଜୟନ୍ତୀ ପାଳିତ
ସୁନ୍ଦରଗଡ଼/ହୋରାଚାନ୍ଦ ଦେଉରିଆ - ଜିଲ୍ଲା ପ୍ରଶାସନ ପକ୍ଷରୁ ସୁନ୍ଦରଗଡ଼ରେ ଜାତିର ଜନକ ମହାତ୍ମା ଗାନ୍ଧୀଜିଙ୍କ ୧୫୦ ତମ ଜୟନ୍ତୀ ଧୁମଧାମରେ ପାଳନ ହୋଇଯାଇଛି | ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଜିଲ୍ଲାବାସୀଙ୍କୁ…
ଗାନ୍ଧି ଜୟନ୍ତୀ ଅବସରରେ ସଫେଇ କାର୍ଯ୍ୟକ୍ରମ
ମେଲଛାମୁଣ୍ଡା(ମନୋଜ ଭୋଇ) ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ଝାଙ୍କରପାଲି ଗ୍ରାମସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧି ଜୟନ୍ତି ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଫେଇ ଏବଂ ପଲିଥିନ ମୁକ୍ତ ଗ୍ରାମ ଗଠନ ପାଇଁ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଥମେ…
ସ୍ପେକ୍ଟ୍ରମ ସ୍କୁଲରେ ଗାନ୍ଧି ଓ ଶାସ୍ତ୍ରୀ ଜୟନ୍ତୀ
ମେଲଛାମୁଣ୍ଡା(ମନୋଜ ଭୋଇ) ମେଲଛାମୁଣ୍ଡା ଥାନା ଅର୍ନ୍ତଗତ ଘେଁସସ୍ଥିତ ସ୍ପେକ୍ଟ୍ରମ ଇଂଲିଶ ସ୍କୁଲରେ ଜାତୀୟ ପିତା ମାହାତ୍ମା ଗାନ୍ଧି ଓ ପୂର୍ବତନ ପ୍ରଧାନ ମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତି ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଜିତେନ୍ଦ୍ରୀୟ ସାହୁ ଯୋଗଦେଇ ଉଭୟ…
ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଓ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ରେ ଜାତି ର ଜନକ ମହାତ୍ମାଗାନ୍ଧୀ ଓ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନେ ଏକ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଜନସାଧାରଣଙ୍କୁ ପଲିଥିନ ଓ…
ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର
paralakhemundi/ balakrisna panigrahi : ସ୍ଥାନୀୟ ମହେନ୍ଦ୍ର ଗିରି ମୁନିସିପାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଓଡିଶା ଭୁବନେଶ୍ୱର ଆନୁକୂଲ୍ୟରେ ଓ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କ…
ଗଜପତି ଜିଲ୍ଲା ଭାଜପା ପକ୍ଷରୁ ଗାନ୍ଧୀ ସଂକଳ୍ପ ଯାତ୍ରା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ଭାଜପା ପକ୍ଷରୁ ଗାନ୍ଧୀଜୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଗାନ୍ଧୀ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପରିସର ରୁ ଏକ…