Sign in
Sign in
Recover your password.
A password will be e-mailed to you.
ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍ଟୋମ୍ ର ବଜାର ପ୍ରବେଶ
ଭୁବନେଶ୍ୱର: ଓଡିଆ ଉଦ୍ୟୋଗୀ ଅଙ୍କିତ ଖଣ୍ଡେଲୱାଲଙ୍କ ଦ୍ୱାରା ପରିଚାଳିତ ଏକ ଅଗ୍ରଣୀ ବ୍ୟବସାୟିକ ସଂସ୍ଥା ଏଥୋସ୍ ଗ୍ଲୋବାଲ ପକ୍ଷରୁ ଏହାର ନୂତନ ଏନର୍ଜି ଡ୍ରିଙ୍କ ଫ୍ୟାନ୍ଟୋମକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି ଯାହାକୁ ଆଜିର ଦ୍ରୁତ ଗତିଶୀଳ ଯୁବପିଢିଙ୍କ ବେଗ, ମହତ୍ୱାକାଂକ୍ଷା ଓ…
ଟିପିଏସ୍ଓଡିଏଲ୍ ତରଫରୁ ବ୍ରହ୍ମପୁରରେ ରକ୍ତଦାନ ଶିବିର
ବ୍ରହ୍ମପୁର, ଅପ୍ରେଲ ୨୦୨୬ : ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍), ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ସାମାଜିକ ଦାୟିତ୍ୱ ଏବଂ ସମୁଦାୟର କଲ୍ୟାଣ ପ୍ରତି ଥିବା ପ୍ରତିବଦ୍ଧତାକୁ ଦର୍ଶାଇ ବ୍ରହ୍ମପୁରରେ ଏକ ରକ୍ତଦାନ ଶିବିର ଆୟୋଜନ କରିଛି ।…
ନୂତନ ଜ୍ଞାନକୌଶଳକୁ ବିକଶିତ କରିବା ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖିବା ଆବଶ୍ୟକ : ଡ଼ିଜିପି କ୍ରାଇମ୍ ବ୍ରାଂଚ
ଭୁବନେଶ୍ୱର, ୨୯/୦୪ : ନୂତନ ଜ୍ଞାନକୌଶଳକୁ ବିକଶିତ କରିବା ସମୟରେ ଏହା ଯେପରି କୌଣସି ବିପଦ ସୃଷ୍ଟି ନକରେ ସେଥିପ୍ରତି ଦୃଷ୍ଟି ଦେବା ଆବଶ୍ୟକ ବୋଲି ବୁଧବାର ଓଡ଼ିଶା ସିଆଇଡି-କ୍ରାଇମ୍ ବ୍ରାଂଚର ନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ର କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ…
ନୟାଗଡ଼ ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ
‘ସାମ୍ବାଦିକଙ୍କୁ ସୁରକ୍ଷା ଓ ପେନସନ ଲାଗୁ କରିବାକୁ ଦାବି’
ନୟାଗଡ଼ : - ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଆଜି ଜିଲ୍ଲାପାଳ ଓ ଜିଲ୍ଲାର ୭ଟି ବ୍ଲକରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି । ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲା ସଭାପତି…
ସେଞ୍ଚୁରିଆନ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟରେ ପ୍ରଥମ ପଶୁଚିକିତ୍ସା ଔଷଧ ସମ୍ମିଳନୀ -୨୦୨୬
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସେଞ୍ଚୁରିଆନ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟରେ ପ୍ରଥମ ପଶୁଚିକିତ୍ସା ଔଷଧ ସମ୍ମିଳନୀ -୨୦୨୬ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକ ତୃତୀୟ ବର୍ଷର ପଶୁଚିକିତ୍ସା ଛାତ୍ରମାନଙ୍କ ପାଇଁ ଆୟୋଜିତ ହୋଇଥିଲା ଯେଉଁମାନେ ସେମାନଙ୍କର…
ଉତ୍କଳ ସାମ୍ୱାଦିକ ସଂଘ ତରଫରୁ ବିଭିନ୍ନ ସମସ୍ୟା ନେଇ ଦାବୀ ପତ୍ର ପ୍ରଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉତ୍କଳ ସାମ୍ୱାଦିକ ସଂଘ ଗଜପତି ଜିଲ୍ଲା ଶାଖା ତରଫରୁ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ଯରେ ଗଜପତି ଜିଲ୍ଲାପାଳଙ୍କ ଜରିଆରେ ବିଭିନ୍ନ ସମସ୍ୟା ନେଇ ଏକ ଦାବୀ ପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ମୁଖ୍ୟତଃ ସାମ୍ୱାଦିକ ମାନଙ୍କ…
ଶ୍ରୀରାମ ସ୍ନାତକ ମହାବିଦ୍ୟାଳୟରେ ରଘୁନାଥ ମହୋତ୍ସବ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ଠାରେ ଥିବା ଶ୍ରୀରାମ ସ୍ନାତକ ମହାବିଦ୍ୟାଳୟ ର ସମ୍ମିଳନୀ ଗୃହ ପରିସରରେ ବାର୍ଷିକ ଉତ୍ସବ ( ରଘୁନାଥ ମହୋତ୍ସବ) ଅଧ୍ୟକ୍ଷ ଡ଼ଃ ପ୍ରଶାନ୍ତ ବାନାପାଲିଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ ମୁଖ୍ୟ…
ବାଲିଜୁରୀ ବୁଣାକାର ବଜାର ପ୍ରାଙ୍ଗଣରେ ବୃହତ୍ ଉଦଘାଟନ ଓ ଶିଳାନ୍ୟାସ
ବରଗଡ଼ ଜିଲ୍ଲାର ବୁଣାକାର ଓ ଚାଷୀଙ୍କ ପାଇଁ ଆଜି ଏକ ଐତିହାସିକ ଦିନ ସାବ୍ୟସ୍ତ ହୋଇଛି। ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ବେହେରା–ବାଲିଜୁରୀ ବୁଣାକାର ବଜାର ପ୍ରାଙ୍ଗଣରେ ଆୟୋଜିତ ବୃହତ୍ ଉଦଘାଟନ ଓ ଶିଳାନ୍ୟାସ ଉତ୍ସବରେ ରାଜ୍ୟର ମନ୍ତ୍ରୀ…
ବେଲଗୁଣ୍ଠାରେ ଗୋଷ୍ଠୀ ସଂଘର୍ଷ ଓ ମରଣାନ୍ତକ ଆକ୍ରମଣ: ୪ ଗିରଫ, କାର୍ ଓ ବାଇକ୍ ସମେତ ମାରଣାସ୍ତ୍ର ଜବତ
ବେଲଗୁଣ୍ଠା:୨୯/୪--(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ଥାନା ଅନ୍ତର୍ଗତ ଅଢେଇଗାଁ ଗ୍ରାମରେ ଏକ ଗୋଷ୍ଠୀ ସଂଘର୍ଷ ଓ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ମାମଲାରେ ପୋଲିସ ଏକ କାର୍, ୪ଟି ବାଇକ୍ ଏବଂ ଆକ୍ରମଣରେ ବ୍ୟବହୃତ ମାରଣାସ୍ତ୍ର…
ନିମ୍ନମାନର ପୋଲ କାର୍ଯ୍ୟ ନେଇ ଅଭିଯୋଗ, ବିଭାଗୀୟ ତଦାରଖ ନଥିବାରୁ ବଢ଼ୁଛି ଅସନ୍ତୋଷ ।
କେନ୍ଦ୍ରାପଡା:29,04,26(ପ୍ରଫୁଲ୍ଲ କୁମାର ମଲ୍ଲ) ବାଲିଆ ଠାରୁ ଜହ୍ନିମୂଳ ଗ୍ରାମକୁ ସଂଯୋଗ କରୁଥିବା ୨୦ ନମ୍ବର ପାଟନାଳୀ ପୋଲ ନିର୍ମାଣ କାର୍ଯ୍ୟରେ ନିମ୍ନମାନର କାମ ହେଉଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ପୋଲ ନିର୍ମାଣ କାର୍ଯ୍ୟରେ ବିଭାଗୀୟ ଅଧିକାରୀମାନଙ୍କର…