ପ୍ରଧାନମନ୍ତ୍ରୀ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଆନୁଷ୍ଠାନିକୀକରଣ ଯୋଜନାର କାର୍ଯ୍ୟକାରିତା ସଂପର୍କିତ…

ଭୁବନେଶ୍ୱର, ତା-୨୫.୦୨.୨୦୨୬: ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ “ପ୍ରଧାନମନ୍ତ୍ରୀ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଆନୁଷ୍ଠାନିକୀକରଣ (ପିଏମଏଫଏମଇ)ଯୋଜନା” ର କାର୍ଯ୍ୟକାରିତା ସଂପର୍କିତରାଜ୍ୟସ୍ତରୀୟ ଅନୁମୋଦନ କମିଟିବୈଠକ ମଙ୍ଗଳବାର ଲୋକସେବା ଭବନସ୍ଥିତ…

ସଡ଼କ ଦୁର୍ଘଟଣାର ୨୪ ଘଣ୍ଟା ମଧ୍ୟରେ ଚିକିତ୍ସିତ ହେଲେ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା

ଓଡ଼ିଶାରେ “ପିଏମ୍ ରାହାତ” ଯୋଜନା ଆରମ୍ଭ ନେଇମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାସ୍ତରରେ ପ୍ରସ୍ତୁତି ନେଇ ଜିଲ୍ଲାପାଳମାନଙ୍କ ସହ ଆଲୋଚନା ଭୁବନେଶ୍ୱର, ତା-୨୫.୦୨.୨୦୨୬: ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ କରିବା ଏବଂ…

ସୋଆରେ ଏକ ଦିବସୀୟ ‘ବିକଶିତ ଭାରତ ୟୁଥ ପାର୍ଲିଆମେଂଟ -୨୦୨୬’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, ଫେବୃୟାରୀ ୨୫ : କେନ୍ଦ୍ର ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଅନ୍ତର୍ଗତ ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବୁଧବାର ଖୋର୍ଦ୍ଧା ଜିଲ୍ଲା ନିମନ୍ତେ ବିକଶିତ ଭାରତ ୟୁଥ ପାର୍ଲିଆମେଂଟ -୨୦୨୬…

“ସାଇବର କବଚ” ଅପରେସନ୍ ଅଧୀନରେ ବିରିଡ଼ି ପୋଲିସ ଦ୍ୱାରା ମ୍ୟୁଲ୍ ଆକାଉଣ୍ଟ (Mule Account) ଭିତ୍ତିକ…

ଜଗତସିଂହପୁର,ତା-୨୫. ୦୨. ୨୦୨୬/ସୁମନ୍ତ କୁମାର ଦାସ: ବିରିଡ଼ି ଥାନା କେସ୍ ନଂ-୪୬, ତାରିଖ ୨୪.୦୨.୨୦୨୬, ଧାରା - ୩୧୮(୪)/୩୧୭(୨)/୬୧(୨)/୩(୫) BNS । ଜଗତସିଂହପୁର ପୋଲିସ ଅଧିକ୍ଷକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ, ରଣନୈତିକ ମାର୍ଗଦର୍ଶନ ଏବଂ ନେତୃତ୍ୱରେ ଏହି ମ୍ୟୁଲ୍ ଆକାଉଣ୍ଟ ଭିତ୍ତିକ…

ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟଠାରେ ବିକଶିତ ଭାରତ ଯୁବ ସଂସଦ ଅନୁଷ୍ଠିତ ।

କେନ୍ଦ୍ରାପଡ଼ା:୨୫.୦୨ (ପ୍ରଫୁଲ୍ଲ କୁମାର ମଲ୍ଲ) ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଉଦଘାଟନି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରଘୁରାମ ଆର ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ବିକଶିତ ଭାରତ ତଥା ୫୦ ବର୍ଷର ଗଣତନ୍ତ୍ର ଉପରେ ଆଧାରିତ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ଟ୍ରକ ଚକା ତଳେ ଚାପି ହୋଇ ଯୁବତୀଙ୍କ ମୃତ୍ୟୁ

​ଓଡ଼ଗାଁ, ୨୫ା୨ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ରାମ ସାଗର ପାର୍କ ସମ୍ମୁଖରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ୪୦୭ ଟ୍ରକ ମାଡ଼ିଯିବା ଫଳରେ ଜଣେ ୧୮ ବର୍ଷୀୟା ଯୁବତୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ଯୁବତୀ ଜଣକ ହେଲେ ଲଣ୍ଡାବାଦୁ ଗ୍ରାମର…

କେନ୍ଦ୍ରାପଡ଼ାଠାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ।

କେନ୍ଦ୍ରାପଡ଼ା:୨୫.୦୨(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି | ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଏବଂ ଜିଲ୍ଲା ପ୍ରଶାସନ ସହଯୋଗରେ ଅନୁଷ୍ଠିତ…

କଟକର ପୁରାତନ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ନିର୍ମାଣ ନିୟମାବଳୀ-୨୦୨୬ ଅନୁମୋଦିତ

କଟକ ଉନ୍ନୟନ କର୍ତ୍ତୃପକ୍ଷ (CDA) ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ଐତିହ୍ୟ ସହରର ବିକାଶ ପାଇଁ ନୂଆ ମାର୍ଗଦର୍ଶିକା ଜାରି କଟକ, ଫେବୃଆରୀ ୨୫: ଐତିହାସିକ କଟକ ସହରର କୋର୍ ଅଞ୍ଚଳ ବା ପୁରାତନ ବସ୍ତିଗୁଡ଼ିକର ବିକାଶ ପାଇଁ ଏକ ସ୍ୱତନ୍ତ୍ର ନିୟମାବଳୀ ଆଜିଠାରୁ କାର୍ଯ୍ୟକାରୀ…

ନିର୍ମାଣ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ନିମନ୍ତେ ପ୍ରଶିକ୍ଷଣ

ଭୁବନେଶ୍ୱର ୨୫/୦୨/୨୦୨୬: ଆଜିର ଯୁଗ ହେଉଛି ନୂତନ ଜ୍ଞାନକୌଶଳ ଓ କୃତ୍ରିମ ବୁଦ୍ଧିମତ୍ତାର ଯୁଗ । ରାଜ୍ୟ ସରକାର ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ନେଇ ଲକ୍ଷ୍ୟ ରଖିଥିବାବେଳେ ଏହାକୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଛି । ଏହି କ୍ରମରେ କୃତ୍ରିମ…

କାଗଜରେ ଯୋଜନା, ମାଟିରେ ଦୁଃଖ

ପାଣି–ବିଜୁଳି–ରାସ୍ତା–ସ୍ୱାସ୍ଥ୍ୟ ସୁବିଧା ବିନା ଦିନ କାଟୁଛି ଖଜୁରଗୁଡା ଗ୍ରାମବାସୀ ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ସ୍ୱାଧୀନତାର ୭୯ ବର୍ଷ ବିତିଯାଇଥିଲେ ମଧ୍ୟ ଆଜି ମଧ୍ୟ ଜିଲ୍ଲାର ଦୂରଦୂରାନ୍ତ ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚି ପାରିନାହିଁ। ସଦର ବ୍ଲକ ଯୁଗସାଇପାଟଣା…