Sign in
Sign in
Recover your password.
A password will be e-mailed to you.
ମେଡିକାଲ କଲେଜ ସ୍ଥାପନ ଦାବି, ୧୨ ଘଣ୍ଟିଆ ବଜାର ବନ୍ଦ ସଫଳ
ନୟାଗଡ଼(ବିଶ୍ୱଜିତ ନାୟକ):- ଦୀର୍ଘଦିନରୁ ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଭେଷଜ ମେଡିକାଲ କଲେଜ ଦାବି ହୋଇ ଆସୁଥିଲା । ଓଡିଶା ବଜେଟ ୨୦୨୬-୨୭ରେ ନୟାଗଡ଼ରେ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବା ନେଇ ଘୋଷଣା ପରେ ଜିଲ୍ଲାବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଆଜି ନୟାଗଡ଼…
ଅପରେସନ ସାଇବର କବଚ: ୯୩୭୬ଟି ମ୍ୟୁଲ୍ (ବେନାମୀ) ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୨୧୬ ଜଣ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ବିଶେଷ ଅଭିଯାନ ‘ଅପରେସନ ସାଇବର କବଚ’ ସମଗ୍ର ରାଜ୍ୟରେ ଜାରି ରହିଛି।
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍.ପି. ଓ…
ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ଝାରସୁଗୁଡ଼ା ବନଖଣ୍ଡର ବ୍ୟାପକ ପ୍ରସ୍ତୁତି; ୬୪ ସ୍କ୍ୱାଡ୍ ଓ ୨୪ ଘଣ୍ଟିଆ କଣ୍ଟ୍ରୋଲ୍…
ନିଆଁ ମୁକ୍ତ ଗ୍ରାମକୁ ମିଳିବ ପୁରସ୍କାର, ବନ ବିଭାଗ ପକ୍ଷରୁ ସଚେତନତା ରଥ ଶୁଭାରମ୍ଭ
୪୫୬ କିମି ଫାୟାର ଲାଇନ୍ ନିର୍ମାଣ, ସୂଚନା ପାଇଁ ହେଲ୍ପଲାଇନ ନମ୍ବର ୯୮୬୧୭୩୫୯୯୫
ଝାରସୁଗୁଡ଼ା : ଆଗାମୀ ଗ୍ରୀଷ୍ମ ଋତୁରେ ବୃଦ୍ଧି ପାଉଥିବା ତାପମାତ୍ରା ଓ ଜଙ୍ଗଲ ନିଆଁର ଭୟାବହତାକୁ…
ଝାରସୁଗୁଡ଼ାରେ ସଡ଼କ ସୁରକ୍ଷା ଗମ୍ଭୀର ସମସ୍ୟା: ତୁରନ୍ତ ପଦକ୍ଷେପ ଦାବି କଲା ବିଜୁ ଜନତା ଦଳ
ଝାରସୁଗୁଡ଼ା, ୨୪ ଫେବୃଆରୀ: ଝାରସୁଗୁଡ଼ା ଜିଲ୍ଲାରେ ବଢ଼ୁଥିବା ସଡ଼କ ଦୁର୍ଘଟଣାକୁ ନେଇ ସ୍ଥାନୀୟ ରାଜନୈତିକ ମଞ୍ଚରେ ଚିନ୍ତା ବୃଦ୍ଧି ପାଇଛି। ବିଜୁ ଜନତା ଦଳ ପକ୍ଷରୁ ପୂର୍ବତନ ବିଧାୟକ ଦିପାଳୀ ଦାସଙ୍କ ଅଧ୍ୟକ୍ଷତାରେ ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି ସଡ଼କ…
କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି
ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଦିଲ୍ଲୀରେ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଅନୁରୋଧ
• ଶହୀଦ ବାଜି ରାଉତଙ୍କ ଅସୀମ ସାହସ ଓ ବଳିଦାନକୁ ମନେ ପକାଇବା ସହ ଯୁବପିଢ଼ିଙ୍କ ମଧ୍ୟରେ ଦେଶପ୍ରେମର ଭାବନା ଜାଗ୍ରତ କରିବା ପାଇଁ ବିଭିନ୍ନ ପ୍ରସ୍ତାବ ଦେଲେ…
ସୋଆ କ୍ରିଏଟିଭୋ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ
ଭୁବନେଶ୍ୱର, ଫେବୃୟାରୀ ୨୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅଧିନସ୍ଥ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରକଲ୍ଚରାଲ୍ ସାଇନ୍ସେସ୍ ର ସାମାଜିକ ଓ ସାଂସ୍କୃତିକ ଶାଖା କ୍ରିଏଟିଭୋ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୬ ପାଳିତ ହୋଇଯାଇଛି । ଆଇଏଏସ୍ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଏହି ଉତ୍ସବକୁ…
ଏବେ ଛୁଂଚି ଯନ୍ତ୍ରଣାର ଭୟ ବିନା ଚିକିତ୍ସା ଏବଂ ଇଞ୍ଜେକ୍ସନ ନେବା ସମ୍ଭବ ହେବ !
ଓଡ଼ିଶାର ସ୍ୱାସ୍ଥ୍ୟଭିତିକ ଷ୍ଟାର୍ଟଅପକୁ ଛୁଂଚି ଯନ୍ତ୍ରଣା-ମୁକ୍ତ ଡିଭାଇସ ପାଇଁ ମିଳିଲା ପେଟେଂଟ
ଭୁବନେଶ୍ୱର : ଏବେ ଛୁଂଚି ଯନ୍ତ୍ରଣାର ଭୟ ବିନା ଚିକିତ୍ସା ଏବଂ ଇଞ୍ଜେକ୍ସନ ନେବା ସମ୍ଭବ ହେବ । ଓଡ଼ିଶା-ଭିତିକ ଏକ ଷ୍ଟାର୍ଟଅପ ଜେଡଟପ ଆଇଓଟି ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ, ଏହାର ଅଗ୍ରଣୀ…
ସତର୍କତା ଏବଂ ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ ।
ଭୁବନେଶ୍ୱର, ୨୩ ଫେବୃଆରୀ ୨୦୨୬: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ସୁରକ୍ଷା ସମ୍ଭାବ୍ୟ ବିପଦକୁ ପୂର୍ବରୁ ଚିହ୍ନଟ କରି ତାହାକୁ ରୋକିବା ସହିତ ସୁରକ୍ଷିତ ଓ ନିର୍ବିଘ୍ନ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିବା ସହିତ ଅସାଧାରଣ ସତର୍କତା, କର୍ତ୍ତବ୍ୟନିଷ୍ଠା ଏବଂ…
ଟେଟ୍ରା ପ୍ୟାକ୍ ମଦ ବିକ୍ରି ନିଷ୍ପତ୍ତି ତୁରନ୍ତ ପ୍ରତ୍ୟାହାର କର: ବିଜେଡି
ମଦମୁକ୍ତ ନୁହେଁ, ମଦଯୁକ୍ତ ଓଡ଼ିଶା ଗଠନ ପାଇଁ ବିଜେପି କାର୍ଯ୍ୟ କରୁଛି
ବିଜେପି ଓଡ଼ିଶାର ପ୍ରତ୍ୟେକ ଘରକୁ ମଦ ପହଞ୍ଚାଇବାକୁ ଦୃଢ଼ପ୍ରତିଜ୍ଞ
ପ୍ରଥମଥର ପାଇଁ ଓଡ଼ିଶାରେ ମଦରୁ ରାଜସ୍ୱ ୧୦,୦୦୦ କୋଟି ଟଙ୍କା ଅତିକ୍ରମ କରିଛି
ଭୁବନେଶ୍ୱର, ୨୩/୦୨/୨୦୨୬: ରାଜ୍ୟ ବିଜେପି…
ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପୁରୀ,୨୩/୨ (ଅନିମେଶ ପଟ୍ଟନାୟକ): ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ସୋମବାର ସତ୍ୟବାଦୀ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ । ଏଥିରେ ମୋଟ ୫୪ ଗୋଟି ଅଭିଯୋଗ ମିଳିଥିଲା ।ସେଥିରୁ ୪୪ ଗୋଟି…