ତୃତୀୟ ଦିନରେ ସୁଭଦ୍ରା ଶକ୍ତି ମେଳାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ତୃତୀୟ ଦିନରେ ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ,…

ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ଓ ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନାଲସା ଜାଗୃତି ଯୋଜନା ଏବଂ ନାଲସା ଆଶା ଯୋଜନା ଅନୁଯାୟୀ ପ୍ରବାସୀ ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ତଥା ବାଲ୍ୟ ବିବାହ ନିରୋଧ ପାଇଁ ଆଇନରେ ରହିଥିବା ବିଭିନ୍ନ ଦିଗ ବିଷୟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆଜି (ଶୁକ୍ରବାର ଦିନ) ଗଜପତି ଜିଲ୍ଲା…

ଚିକିତ୍ସା ପାଇଁ ଯାଇ ଦେବରାଜ ନିଖୋଜ

ଓଡ଼ଗାଁ, ୨୦।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ତଥା ଓଡ଼ଗାଁ ଏନ୍ଏସି ଅନ୍ତର୍ଗତ ଶ୍ରୀ ରଘୁନାଥ ଜିଉ ମନ୍ଦିରର ପଶ୍ଚିମ ଦ୍ଵାର ଅଧିକାରୀ ସାହିର ବାସିନ୍ଦା ଦେବରାଜ ଡାକୁଆ ଚିକିତ୍ସା ନିମନ୍ତେ କଟକ ଯାଇଥିବା ବେଳେ କେଉଁଆଡ଼େ ନିଖୋଜ ହୋଇଯାଇଥିବା ନେଇ ଝିଅ ଲିଜା…

ଶ୍ରେଷ୍ଠ ପରିବେଶ ସଚେତନ ସଂସ୍କାରକ ଭାବେ ସମ୍ମାନିତ ହେଲେ ସୁକାନ୍ତ

ଓଡ଼ଗାଁ,୨୦।୨(ଶ୍ରୀକାନ୍ତ କୁମାର ମିଶ୍ର): ଓଡିଶା ଅବସର ପ୍ରାପ୍ତ କର୍ମଚାରୀ ସଂଘର ୫୧ତମ ବାର୍ଷିକ ଉତ୍ସବ ଭୁବନେଶ୍ୱର ସ୍ଥିତ ସଂଘ କାର୍ଯ୍ୟାଳୟରେ ଗମ୍ଭୀର ଓ ଉତ୍ସାହମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଅବସର ପ୍ରାପ୍ତ ବରିଷ୍ଠ ଆରକ୍ଷୀ ଅଧିକାରୀ ସୂର୍ଯ୍ୟମଣି ତ୍ରିପାଠୀଙ୍କ ସଭାପତିତ୍ୱରେ…

ଗାଁ ସାଥି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ମାଲକାନଗିରି ୨୦/୨ ପଡିଆ ବ୍ଳକର ସମସ୍ତ ୮ଟି ପଞ୍ଚାୟତର ଗାଁ ସାଥିଙ୍କୁ ମଜୁରୀ ପ୍ରଦାନ କରଯାଇ ନଥିବାରୁ ଆଜି ନିଜର କ୍ଷୋଭ ଜାହିର କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଓ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓଙ୍କୁ ପ୍ରଦାନ କରିଛନ୍ତି l…

ଅସାଧୁ ଧାନ ବ୍ୟବସାୟୀଙ୍କ ଗୋଦାମରେ ପ୍ରଶାସନର ଚଢ଼ାଉ!

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: :ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଚୋରା ଧାନ ବ୍ୟବସାୟୀଙ୍କ ଘରେ ଚଢାଉ କରାଯାଇ ପ୍ରାୟ ୭୫୦ କୁଇଣ୍ଟାଲ ଧାନ ଜବତ କରିଛି ମାଲକାନଗିରି ଯୋଗାଣ ବିଭାଗ । ମାଲକାନଗିରି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଯୋଗାଣ ବିଭାଗ, ପୋଲିସ ଓ ତହସିଲଦାର…

ହୃତପିଣ୍ଡ ସମସ୍ୟାର ଉନ୍ନତ ଚିକିତ୍ସା ନିମନ୍ତେ ଶିଶୁକୁ ପଠାଯିବ ଚେନ୍ନାଇ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ହୃତପିଣ୍ଡ ସମସ୍ୟାର ଉନ୍ନତ ଧରଣର ଚିକିତ୍ସା ନିମନ୍ତେ ରାଷ୍ଟ୍ରୀୟ ବାଲ୍ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଶିଶୁକୁ ପଠାଯିବ ଚେନ୍ନାଇ ସ୍ଥିତ ଆପୋଲୋ ଶିଶୁ ହସ୍ପିଟାଲ୍ I ସୂଚନା ପ୍ରକାରେ ଆୟୁଷ୍ ଡାକ୍ତର ଜଗନ୍ନାଥ ପତିଙ୍କ ନେତୃତ୍ୱରେ ରାଷ୍ଟ୍ରୀୟ ବାଲ୍…

ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରା ୨୦୨୬ ର ବିରାଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭଞ୍ଜନଗର ରୁ (ଉଦୟନାଥ ପଣ୍ଡା) ଶାସକ ପ୍ରଶାସକ: ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଯାତ୍ରା କମିଟି ର ପୂର୍ବତନ ସଭାପତି ରାଜେନ୍ଦ୍ର ବିଷୋୟୀ ଏଥିରେ ଅଧ୍ଯକ୍ଷତା କରିଥିଲେ।…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିବା ବେଳେ…

ମଙ୍ଗଳପୁର ପଞ୍ଚାୟତ ରେ ବିଭିନ୍ନ କାମର ସମୀକ୍ଷା କଲେ ବିଡ଼ିଓ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଲକ ଅଧୀନ ମଙ୍ଗଳପୁର ଗ୍ରାମ ପଂଚାୟତ ରେ ହେଉଥିବା ଓ ହେବାକୁ ଥିବା ବିଭିନ୍ନ ଜନ ହିତକର କାର୍ଯ୍ୟ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକ ପରିଦର୍ଶନ କରିବା ସହ ସମୀକ୍ଷା କଲେ ବେଲଗୁଣ୍ଠା ଗୋଷ୍ଠୀ ଉନୟନ ଅଧିକାରୀ ସିଙ୍ଗାପୁରମ ହରି l ତାଙ୍କ ସହ…