ପାଣିଓରା ସ୍କୁଲ ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଓ ପୁରସ୍କାର ବିତରଣ ଉତ୍ସବ

ଖୋର୍ଦ୍ଧା ରୁ (ସେକ ଜାଫର): ଖୋର୍ଦ୍ଧା ନିକଟ ଅଙ୍ଗାର ପଡା ପଞ୍ଚାୟତ ଅଧୀନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ପାଣିଓରା ର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଓ ପୁରସ୍କାର ବିତରଣୀ ଉତ୍ସବ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି l ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଭାପତିତ୍ୱ ରେ ମୁଖ୍ୟ…

ଜିଲ୍ଲା ସ୍ତରୀୟ ଯୁବୋତ୍ସବ ୨୦୨୫ ଅନୁଷ୍ଠିତ

ଜଗତସିଂହପୁର, ୧୨/୧୨/୨୦୨୫ : ଜିଲ୍ଲା ପ୍ରଶାସନ ଏବଂ ମାଇ ଭାରତ ର ମିଳିତ ଆନୁକୁଲ୍ୟରେ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ବିକଶିତ ଭାରତ ଯୁବ ନେତୃତ୍ଵ ସଂଳାପ ଯୁବୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ରେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲା ପରିଷଦ…

PSKର ଖାମଖିଆଲି: ୫୩ ନମ୍ବର ଜାତୀୟ ରାଜପଥ ପାଲଟିଛି ମୃତ୍ୟୁ ଫାଶ!

 କେନ୍ଦ୍ରାପଡା:(ପ୍ରଫୁଲ୍ଲ କୁମାର ମଲ୍ଲ): ​କେନ୍ଦ୍ରାପଡ଼ା,​୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କରୁଥିବା ଠିକା କମ୍ପାନୀ PSK ର ଅବହେଳା ପୁଣି ଥରେ ଜଣଙ୍କ ଜୀବନ ନେଇଛି। ଚଣ୍ଡିଖୋଲ-ପାରାଦ୍ୱୀପ ରାଜ୍ୟ ରାଜପଥରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା…

ଉପଖଣ୍ଡସ୍ତରୀୟ ଚଇତି ବ୍ୟାଡ ମିଣ୍ଟନ ପ୍ରତିଯୋଗିତା ଉଦଘାଟିତ

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି ): ଗୁଣପୁର ୧୨/୧୨() ଗୁଣପୁର ଉପଖଣ୍ଡସ୍ତରୀୟ ଚଇତି ଇଡ଼ତାଲ ମୋହତ୍ସବ ଅବସରରେ ଶୁକ୍ରବାର ଦିନ ସନ୍ଧ୍ୟାରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମରେ ବ୍ୟାଡ ମିଣ୍ଟନ ପ୍ରତିଯୋଗିତା ଉଦଘାଟନ ହୋଇଯାଇଛି। ଏହି ପ୍ରତିଯୋଗିତାକୁ ଉପ ଜିଲ୍ଲାପାଳ ଅଭିଷେକ…

ଭଞ୍ଜନଗର ରେ ଶିଶୁ ବିକାଶ ବିଭାଗ ଯୋଜନା ଦ୍ଵାରା ପ୍ରତିଭା ଅନ୍ୱେଷଣକାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ): ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଶୁକ୍ରବାର ୧୨ ତାରିଖ ଡିସେମ୍ବର ମାସ ୨୦୨୫ ଦିବସ ଭଞ୍ଜନଗର ବ୍ଳକ୍ ସମ୍ମିଳନୀ ଗୃହରେ ପ୍ରକଳ୍ପ ସ୍ତରୀୟ କିଶୋରୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଶିଶୁ ବିକାଶ…

ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର ସଚେତନତା କାର୍ଯ୍ୟକ୍ରମ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଟାଉନ୍ ହଲ୍ ଠାରେ "ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର " ସମ୍ପର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ୨ ବର୍ଷରୁ ଅଧିକ ଓ ୧୦ ବର୍ଷ ପର୍ଯ୍ୟନ୍ତ ଅଚଳ ଥିବା ବ୍ୟାଙ୍କ ଖାତାରେ ଜମା…

ନିତ୍ୟାନନ୍ଦ ପାଠାଗାରର ଦ୍ଵାଦଶ ତମ ବାର୍ଷିକ ଉତ୍ସବ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ସନ୍ଧ୍ୟାରେ ନିତ୍ୟାନନ୍ଦ ପାଠାଗାରର ଦ୍ଵାଦଶ ତମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ଏହି ବୈଠକରେ ପାଠାଗାରର ଅନେକ ସଭ୍ୟଙ୍କ ସହ ମୁଖ୍ୟ ଅତିଥି ରୂପେ ଚାରି ନମ୍ବର ୱାର୍ଡର କାଉନସିଲର ଶ୍ରୀ ବାଳକୃଷ୍ଣ ପାତ୍ର ଯୋଗ ଦେଇ ପାଠାଗାରର ଉନ୍ନତି ସକାଶେ…

କେନ୍ଦ୍ରାପଡ଼ାରେ ଆସନ୍ତା ଜାନୁଆରୀ ୧୦ ତାରିଖରୁ ପଲ୍ଲୀଶ୍ରୀ ମେଳା ଏବଂ ଜିଲ୍ଲା ମହୋତ୍ସବ ।

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଆସନ୍ତା ଜାନୁଆରୀ ୧୦ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ପଡିଆଠାରେ ପଲ୍ଲୀଶ୍ରୀ ମେଳା ଏବଂ ଜିଲ୍ଲା ମହୋତ୍ସବ ଅନୁଷ୍ଠିତ ହେବ | ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ଅଧ୍ୟକ୍ଷତାରେ ପ୍ରଥମ…

ସମନ୍ୱିତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଲାଗି ପ୍ରଥମ ଗ୍ରାମସଭା ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ।

 ଜମି ହରାଉଥିବା ୧୮ ଜଣଙ୍କ ଭିତରୁ ୬ଜଣ ଆସି ଲିଖିତ ଦାବୀ ଦେଲେ।    କେନ୍ଦୁଝର,(ଦିଲ୍ଲୀପ  ସାହୁ) ତା୧୨/୧୨- ଆଜି କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ଅନ୍ତର୍ଗତ ଚେମଣା ପଞ୍ଚାୟତର ଭୃଙ୍ଗରାଜ ଗ୍ରାମରେ ପୂର୍ବାହ୍ନ ସାଢେ ଦଶଟା ବେଳେ ସମନ୍ୱିତ ଇସ୍ପାତ କାରଖାନା ପ୍ରତିଷ୍ଠା ଲାଗି ଗ୍ରାମ ସଭା…

ବାୟ ମେଡିକାଲ ଆବର୍ଜନାର ସୁପରିଚାଳନ ନିମନ୍ତେ ଜିଲ୍ଲାସ୍ତରୀୟ ପରିବେଶ ନିରୀକ୍ଷଣ କମିଟି ବୈଠକ ଅନୁଷ୍ଠିତ ।

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ବାୟମେଡିକାଲ ଆବର୍ଜନାର ସୁପରିଚାଳନା ନିମନ୍ତେ ଜିଲ୍ଲାସ୍ତରୀୟ ପରିବେଶ ନିରୀକ୍ଷଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି | ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ରଘୁରାମ ଆର ଆୟର ଅଧ୍ୟକ୍ଷତା ଅନୁଷ୍ଠିତ…