Sign in
Sign in
Recover your password.
A password will be e-mailed to you.
ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ପଶ୍ଚିମବଙ୍ଗ ରାଜ୍ୟର ଦମ୍ପତି
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ମଙ୍ଗଳବାର) ଗଜପତି ଜିଲ୍ଲାରୁ ୭୭ତମ ଶିଶୁଙ୍କୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ମୁନୀନ୍ଦ୍ର ହୋନନଗା (ଓ.ପ୍ର.ସେ) ପୋଷ୍ୟ ସନ୍ତାନ ଭାବେ ପଶ୍ଚିମବଙ୍ଗ ରାଜ୍ୟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ଅବିବାହିତ ମାତାଙ୍କ…
ପାରଳାଖେମୁଣ୍ଡିରେ ଆଇନ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ (ଡିଏଲଏସଏ)ର ଆୟୋଜନରେ ପାରଳାଖେମୁଣ୍ଡି ସିଭିଲ କୋର୍ଟ ସମ୍ମିଳନୀ କକ୍ଷରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ସଫଳତାର ସହିତ ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସଡ଼କ ସୁରକ୍ଷା , ମୋଟର ଦୁର୍ଘଟଣା ମାମଲା…
ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ ସ୍ଥିତ ହଜଖାସ୍ ଶ୍ରୀ ଜଗନ୍ନାଥ ମନ୍ଦିରରେ ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଜଗଦଗୁରୁ ପରମପୂଜ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ମହାରାଜାଙ୍କୁ ଭେଟି ଆଶୀର୍ବାଦ ନେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କ୍ଲବ ଘରୁ ୩ ଶହ ବସ୍ତା ଗୁଟଖା ଜବତ, ଗୋଦାମ କରିଥିଲା କମଳ ସାହୁ
ନୟାଗଡ଼ :- ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କ ନିର୍ଦ୍ଦେଶରେ ଚାଲିଥିବା ଗୁଟଖା ଚଢ଼ାଉରେ ସଦରଥାନା ପୁଲିସକୁ ଆଜି ପୁଣି ଏକ ବଡ଼ ସଫଳତା ମିଳିଛି । ଜେଲରେ ରହିଥିବା ଅଭିଯୁକ୍ତ କମଳ ସାହୁର ଏକ ଗୋଦାମ ଉପରେ ପୁଲିସ ଚଢ଼ାଉ କରି ବିପୁଳ ପରିମାଣର ଗୁଟଖା ଜବତ କରିଛି । ଖୁଣ୍ଟୁବନ୍ଧ…
ଧାନ ଉଠାଣ ନ ହେବାରୁ ଚାଷୀଙ୍କ ରାସ୍ତା ରୋକ — ଏନଏଚ୍-୩୨୬ ଅବରୋଧ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ :: ଧାନ ଉଠାଣ ନ ହେବାକୁ ନେଇ ଅସନ୍ତୁଷ୍ଟ ଚାଷୀମାନେ ଆଜି କାଲିମେଳା ବ୍ଲକ ମହାରାଜ ପାଳି ପଂଚାୟତ ଏମ୍ ପି ଭି -୮୧ ଅଞ୍ଚଳରେ ରାସ୍ତା ରୋକ ଆନ୍ଦୋଳନ କରିଛନ୍ତି। ମଣ୍ଡିରେ ଧାନ କ୍ରୟ ଟାର୍ଗେଟ ପୂରଣ ହୋଇଥିବା ଦେଖାଇ ଧାନ ଉଠାଣ ବନ୍ଦ କରାଯାଇଥିବାରୁ…
ନିରାପଦ ଇଣ୍ଟରନେଟ୍ ଦିବସ ପାଳିତ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନିରାପଦ ଇଣ୍ଟରନେଟ୍ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପ-ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ବରିଷ୍ଠ…
ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ସନ୍ତରଣ ପ୍ରଶିକ୍ଷଣ ଶିବିର
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ:ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଣ୍ଡା ବାକୁଲି ବନ୍ଧ ଠାରେ ସନ୍ତରଣ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ…
ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ : ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପାଳନ କରାଯାଇଛି। ଜାତୀୟ କୃମିନାଶକ ଦିବସ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମାଲକାନଗିରି ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଉପସ୍ଥିତ ରହି ଶିଶୁମାନଙ୍କୁ…
ଜଗନ୍ନାଥ ପ୍ରସାଦ ଠାରେ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ
ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ହିନ୍ଦୁ ଜାଗରଣ ନିମନ୍ତେ ଅନୁଷ୍ଠିତ ହେଉଥିବା କାର୍ଯ୍ୟଧାରା କୁ ନୂତନ ଶକ୍ତି,ଊର୍ଜା ଏବଂ ନୂତନ ଚେତନା ପ୍ରେରଣା ପ୍ରଦାନ କରିବା ଉଦ୍ଦେଶ୍ୟରେ ଆଜି ଫେବୃଆରୀ ମାସ ମଙ୍ଗଳବାର ୨୦୨୬ ଦିବସ ରେ ଘୁମୁସର ଅଞ୍ଚଳ ପରିସର ଜଗନ୍ନାଥ ପ୍ରସାଦ ଖଣ୍ଡରେ…
ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ଆଦିବାସୀ ବିସ୍ଥାପିତ ପରିବାର ର ଦାବିପତ୍ର
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ତା-୧୦/୦୨ ଗୋଲାମୁଣ୍ଡା ବ୍ଲକ ସଭା ଗୃହ ଠାରେ ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଙ୍କ ସମୀକ୍ଷା ବୈଠକ ରେ ଅଞ୍ଚଳବାସୀ ଙ୍କ ବିଭିନ୍ନ ସମସ୍ୟା ନେଇ ବିରୋଧ କରିଥିବା ଘଟଣା କୁ ନେଇ ଗତ ସୋମବାର ଦିନ ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ଓ ବିଡ଼ିଓ…