ବିଧାୟିକା ଙ୍କ ଠାରୁ ଆରମ୍ଭ ହେଲା ପଦ୍ମପୁର ଏନ.ଏ.ସି ର ସ୍ୱୟଂ ଗଣନା କାର୍ଯ୍ୟକ୍ରମ ।

ପଦ୍ମପୁର /ଶିବାଶିଷ ପଟ୍ଟନାୟକ (୪.୪):- ଜନଗଣନା-୨୦୨୭ ଅଭିଯାନ ର ଅଂଶ ଭାବରେ ସ୍ୱୟଂ ଗଣନା କାର୍ଯ୍ୟକ୍ରମ ପଦ୍ମପୁର ବିଧାୟୀକା ବର୍ଷା ସିଂ ବରିହା ଙ୍କ ଦ୍ୱାରା ଆରମ୍ଭ ହୋଇଛି ।ଏହି ଅବସରରେ ବରଗଡ଼ ଡେପୁଟି କଲେକ୍ଟର ସୁମତୀ ପଣ୍ଡା, ଜିଲ୍ଲା ଜନଗଣନା ଅଧିକାରୀ ଆଶୁତୋଷ ସିଂ,ପଦ୍ମପୁର ଏନ.ଏ.ସି…

ଶ୍ରୀ ଜଗନ୍ନାଥଙ୍କୁ ମଧ୍ୟ ଛାଡ଼ିଲେନି ଚୋର

ବେଲଗୁଣ୍ଠା -:୩/୪/୨୦୨୬-(ଶିବରାମ ଚୌଧୁରୀ )--: ତାରିଖ ସନ୍ଧ୍ୟା ସାଢେ ଛଅ ଘଣ୍ଟ ସମୟରେ ବେଲଗୁଣ୍ଠା ବଡ଼ଦାଣ୍ଡ ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ସ୍ଵାମୀଙ୍କ ରତନ ସଂହାସନ ପାଖରୁ ବିଜେ ପ୍ରତିମା, ଏବଂ ନୀଳ ମାଧବଙ୍କ ରୂପାର କିରଟି, ଚିତା, ପୁଷ୍କର ମାଳୀ ଚୋରି ହେବା ନେଇ ଚାଞ୍ଚଲ୍ୟ ଖଳି ଯାଇଥିଲା,…

ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ

ଜଗତସିଂହପୁର, ତା ୦୩.୦୪.୨୦୨୬ ରିଖ ସୁମନ୍ତ କୁମାର ଦାସ: ଅପ୍ରେଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ ଅବସରରେ ଏପ୍ରିଲ ୨ ତାରିଖ ଓ ୩ ତାରିଖ ପାରମ୍ପରିକ ପୋଷାକ ପରିଧାନ ଦିବସ 'ଆମ ପୋଷାକ ଆମ ପରିଚୟ' ପାଳିତ ହେଉଅଛି।ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ ପାରମ୍ପରିକ…

ଜଗତସିଂହପୁର ଜିଲ୍ଲା ମହୋତ୍ସବ କଲ୍ଲୋଳ ୨୦୨୬ ର ତୃତୀୟ ସଂଧ୍ୟା ଓ ଜିଲ୍ଲାର ପ୍ରତିଷ୍ଠା ଦିବସ ପାଳିତ

ଜଗତସିଂହପୁର,୦୩.୦୪.୨୦୨୬ ସୁମନ୍ତ କୁମାର ଦାସ:  ଜିଲ୍ଲା ମହୋତ୍ସବ କଲ୍ଲୋଳ ର ତୃତୀୟ ସନ୍ଧ୍ୟା ଓ ଜିଲ୍ଲା ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ମନ୍ତ୍ରୀ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡ଼ିଶା ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଲେ ଯେ, ଜିଲ୍ଲାର ପ୍ରାଚୀନ…

ଓଡଗାଁ ଶ୍ରୀରାମ ନବମୀ ଯାତ୍ରାର ୭ମ ସନ୍ଧ୍ୟା, ବନବାସୀ ଶ୍ରୀରାମଙ୍କ ଚିତ୍ରକୂଟରେ ବିଶ୍ରାମ

ଓଡ଼ଗାଁ,୩।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସ୍ବର୍ଣ୍ଣ କଳସ କ୍ଷେତ୍ର ଅଧିପତି ଶ୍ରୀରଘୁନାଥ ଜୀଉଙ୍କ ଶ୍ରୀରାମ ନବମୀ ଯାତ୍ରା ନବଦିନ ସନ୍ଧ୍ୟା ବେଶର ଶୁକ୍ରବାର ସପ୍ତମ ସନ୍ଧ୍ୟାରେ ବନବାସୀ ଶ୍ରୀରାମଙ୍କ ଚିତ୍ରକୂଟ ପର୍ବତରେ ବିଶ୍ରାମ ନେବାର ଦୃଶ୍ୟ ଦର୍ଶନ କରିବାର…

କୋରଡ଼ାରେ ବାଣ ବିସ୍ଫୋରଣ, ୬ ଗୁରୁତର

ନୟାଗଡ଼:- ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ କୋରଡ଼ା ଗ୍ରାମରେ ବାଣ ବିସ୍ଫୋରଣ ଘଟି ୬ ଜଣ ଗୁରୁତର ହୋଇଛନ୍ତି । ୬ ଜଣଙ୍କ ମଧ୍ୟରେ ଜଣେ ନାବାଳକ ରହିଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ସମସ୍ତଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ…

ଓଡ଼ିଆ ପକ୍ଷ ପାଳନ ଅବସରର ପାରମ୍ପରିକ ପୋଷାକ ପରିଧାନ ଅଭିଯାନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ବ୍ୟାପୀ ଓଡ଼ିଆ ପକ୍ଷ ପାଳିତ ଅବସରରେ ଗଜପତି ଜିଲ୍ଲାସ୍ତରୀୟ ଆମ ପୋଷାକ ଆମ ପରିଚୟ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ…

ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

ଭୁବନେଶ୍ବର, ଏପ୍ରିଲ ୩: ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମଡ ଟୁ ବି ବିଶ୍ୱବିଦ୍ୟାଳୟର ଫାକଲଟି ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ଇନଷ୍ଟିଚ୍ୟୁଟ ଅଫ ଟେକନିକାଲ ଏଡୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ରେ ୩-ଦିନିଆ ଟେକ୍ନୋ କଲ୍ଚରାଲ୍ ଫେଷ୍ଟ "ଚକ୍ରବ୍ୟୁହ" ଏବଂ "ଜେନେସିସ"…

ବାଜାବାଜଣା ପଟୁଆରରେ ଅବସରପ୍ରାପ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କୁ ବିଦାୟ ଦେଲେ ପୋଲିସ୍ ଓ ଜନସାଧାରଣ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମାର୍ଚ୍ଚ ୩୧ ତାରିଖରେ ଅବସରଗ୍ରହଣ କରିଥିଲେ ଗଜପତି ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା । ଯାହାକୁ ନେଇ ବିଭିନ୍ନ ସ୍ତରରେ ଶ୍ରୀ ପଣ୍ଡାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିବା ବେଳେ ଶ୍ରୀ ପଣ୍ଡା ଗଜପତି…

ବିଞ୍ଚଣାରେ ପଞ୍ଚଶମ୍ଭୁ ମହାମିଳନ ; ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବେଲଗୁଣ୍ଠା, ୩/୦୪-ଶିବରାମ ଚୌଧୁରୀ ), ଆଜି ବେଲଗୁଣ୍ଠା ବ୍ଳକ୍ ବିଞ୍ଚଣା ଗ୍ରାମରେ ମହାସମାରୋହରେ ଅନୁଷ୍ଠିତ ହୋଇଛି ପଞ୍ଚଶମ୍ଭୁ ଏବଂ ପାଞ୍ଚ କାଳୀଙ୍କ ମହାମିଳନ I ଏହି ମହାମିଳନରେ ଗୋବରା, ଡେଙ୍ଗାପଦର,ବେଲଗୁଣ୍ଠା-୧,ବେଲଗୁଣ୍ଠା-୨ ଏବଂ ଗାମୁଣ୍ଡି ଗ୍ରାମର ଦଣ୍ଡଦଳ ଅଂଶଗ୍ରହଣ କରିଥିଲେ I ପୂର୍ବ…