Sign in
Sign in
Recover your password.
A password will be e-mailed to you.
ଜଗତସିଂହପୁର ଜିଲ୍ଲା ରୁ ୬ ଜଣ ପାଇଲେ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର
ଜଗତସିଂହପୁର,ତା-୨୭.୧୧.୨୦୨୫/ସୁମନ୍ତକୁମାରଦାସ: 2023, 2024 ଓ 2025 ବର୍ଷ ପାଇଁ ଓଡିଶା ସଂଗୀତ ନାଟକ ଏକାଡେମୀ, ଭୁବନେଶ୍ୱର ତରଫରୁ ସମ୍ମାନ ଜନକ ଏକାଡେମୀ ପୁରସ୍କାର ଉତ୍ସବ ଗତ କାଲି ଲୋକସେବା ଭବନ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇ ଯାଇଛି lଜଗତସିଂହପୁର ଜିଲ୍ଲା ର 6 ଜଣ ସୁଯୋଗ୍ୟ…
ରାଜ୍ୟ ଖାଦ୍ୟ କମିଶନ ଅଧ୍ୟକ୍ଷ ଙ୍କ ଦୁଇ ଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତ
ଜଗତସିଂହପୁର,ତା-୨୭.୧୧.୨୦୨୫/ସୁମନ୍ତକୁମାରଦାସ: ରାଜ୍ୟ ଖାଦ୍ୟ କମିଶନ ଅଧ୍ୟକ୍ଷ ଶ୍ରୀ ଅବନିକାନ୍ତ ସାହୁ ଦୁଇଦିନିଆ ଜଗତସିଂହପୁର ଜିଲ୍ଲା ଗସ୍ତ ରେ ଆସି ଆଜି ପୂର୍ବାହ୍ନ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କ ସହ ଏକ ସମୀକ୍ଷା…
ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ଝିଅର ଐତିହାସିକ ସଫଳତା ।
କେନ୍ଦ୍ରାପଡା:(ପ୍ରଫୁଲ୍ଲ କୁମାର ମଲ୍ଲ): ଉତ୍ତରପ୍ରଦେଶର ବରେଲିରେ ଗତ ୨୨ ନଭେମ୍ବରରେ ଆୟୋଜିତ ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଓଡ଼ିଶାର ଜଣେ ଝିଅ ଏକ ଅଲୌକିକ ସଫଳତା ହାସଲ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ରତାଡ଼ିଆ ଖଣ୍ଡାସାହି ସିଂଘମ ଟାଇକୋଣ୍ଡ ଟ୍ରେନିଂ…
ଡିସେମ୍ବର ୧୩ ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ୧୩ ଡିସେମ୍ବର ୨୦୨୫ ତାରିଖରେ ପାରଳାଖେମୁଣ୍ଡି , ରା.ଉଦୟଗିରି , ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି। ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା…
ନବରଙ୍ଗପୁର ଠାରେ ଦିଶା କମିଟି ବୈଠକ ଅନୁଷ୍ଠିତ
ନବରଙ୍ଗପୁର ତା ୨୭.୧୧.୨୦୨୫: ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ମାନ୍ୟବର ସାଂସଦ (ଲୋକସଭା ) ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ, ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ,ମୁଖ୍ୟ ଉନ୍ନୟନ…
କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବାକୁ ସାଂସଦ ଖେଳ ମହୋତ୍ସବର ଦ୍ୱିତୀୟ ପର୍ଯ୍ୟାୟ ପାଇଁ କେନ୍ଦ୍ରାପଡ଼ାରେ…
କେନ୍ଦ୍ରାପଡା:(ପ୍ରଫୁଲ୍ଲ କୁମାର ମଲ୍ଲ): ଜିଲ୍ଲାର ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ଓ ସୁସ୍ଥ ଜୀବନ ଶୈଳୀକୁ ପ୍ରୋତ୍ସାହନ ଦେବା ଲାଗି କେନ୍ଦ୍ରାପଡ଼ାରେ ସାଂସଦ ଖେଳ ମହୋତ୍ସବ ୨୦୨୫ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।ଆଜି କେନ୍ଦ୍ରାପଡ଼ା…
ଆଇଆଇଟିଏଫ୍ ୨୦୨୫ରେ ଆକର୍ଷଣର କେନ୍ଦ୍ରବିନ୍ଦୁ: ଏଏଆଇର ‘ଫ୍ଲାଇଟ୍ ଅଫ୍ ଡ୍ରିମ୍ସ୍’ପ୍ରଦର୍ଶନୀ
ଭୁବନେଶ୍ୱର: ଭାରତର ଦ୍ରୁତ ଗତିରେ ବଢୁଥିବା ବିମାନ ଚଳାଚଳ କ୍ଷେତ୍ରରେ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ) ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଦେଶର ବିମାନବନ୍ଦରଗୁଡ଼ିକୁ ସୁରକ୍ଷିତ, ଆଧୁନିକ ଏବଂ ଯାତ୍ରୀ-କୈନ୍ଦ୍ରିକ କରିବା ପାଇଁ ଏଏଆଇ ନିରନ୍ତର କାର୍ଯ୍ୟ କରିଆସୁଛି।…
ରାଜ୍ୟରେ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସ୍ଥାଣୁ ପାଲଟିଛି: ବିଜେଡି
କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜାରି ଚିଠି ସରକାରଙ୍କ ମୁଖା ଖୋଲିଛି
ଜନଶୁଣାଣି ପୋର୍ଟାଲରେ ଆସୁଥିବା ଅଭିଯୋଗ ସମୟସୀମା ମଧ୍ୟରେ ସମାଧାନ ହେଉନାହିଁ
ସରକାରଙ୍କ ଅପାରଗପଣିଆକୁ ପଦାରେ ପକାଇଛି
ଭୁବନେଶ୍ୱର, ୨୭/୧୧/୨୦୨୫: ରାଜ୍ୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି…
ଆସୁଛନ୍ତି ଶବ୍ଦର ଯାଦୁକର ଜାଭେଦ ଅଖତର
ସୋଆ ସାହିତ୍ୟ ସମ୍ମାନ ୨୦୨୫ରେ ହେବେ ସମ୍ବର୍ଦ୍ଧିତ
ଭୁବନେଶ୍ୱର, ନଭେମ୍ବର ୨୭: ଭାରତୀୟ ଚଳଚ୍ଚିତ୍ର ଓ ସାହିତ୍ୟ କ୍ଷେତ୍ରର ଉଜ୍ୱଳ ତାରକା, ଶବ୍ଦର ଯାଦୁକର, ପ୍ରଖ୍ୟାତ କବି, ସଂଳାପ ଲେଖକ, ଗୀତିକାର ଓ ସମାଜ ଚିନ୍ତକ ପଦ୍ମ ଭୁଷଣ ଜାଭେଦ ଅଖତରଙ୍କୁ ତାଙ୍କର ଉଲ୍ଲେଖନୀୟ ଓ ଜୀବନବ୍ୟାପୀ ଅବଦାନ…
ଝାରବନ୍ଧ ର ମଣ୍ଡଳ ସ୍ତରୀୟ ବିଭିନ୍ନ ପଦାଧିକାରୀ ମନୋନୀତ।
ଝାରବନ୍ଧ - ମନୋହର ଦାଶ: ପଦ୍ମପୁର ଉପଖଣ୍ଡ ଝାରବନ୍ଧ ମଣ୍ଡଳର ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ମାନଙ୍କୁ ନେଇ ଝାରବନ୍ଧ ଠାରେ ଡଃ ମୋହନ ପ୍ରସାଦ ନାୟକଙ୍କ ସଭାପତିତ୍ୱରେ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ସର୍ବସମ୍ମତିକ୍ରମେ ଭାରତୀୟ ଜନତା ପାର୍ଟିର ଝାରବନ୍ଧ ଯୁବ ମୋର୍ଚ୍ଚା…