ଭଞ୍ଜନଗର ରେ ଅଷ୍ଟମ ସ୍ଵତନ୍ତ୍ର ସଂରକ୍ଷିତ ବାହିନୀ (ଆଇ.ଆର୍.ବି) ତରଫରୁ ୭୭ ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା } ଶାସକ ପ୍ରଶାସକ,୨୬/୦୧/୨୦୨୬: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସ୍ଥିତ ତନାରଡା ଅଷ୍ଟମ ସ୍ୱତନ୍ତ୍ର ଭାରତ ସଂରକ୍ଷିତ ବାହିନୀ ତରଫରୁ ୭୭ ତମ ସାଧାରଣସନ୍ତ୍ର ଦିବସ ଦୁର୍ଗ ମୁଖ୍ୟଳୟ ପଡିଆ ରେ ଧୁମଧାମରେ ଓ ଆକର୍ଷଣୀୟ ଭାବରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…

ଉପଖଣ୍ଡ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

 (ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଗୁଣପୁର ତା: ୨୬.୦୧.୨୦୨୬ରିଖ ଦିନ ଗୁଣପୁର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ମହାସମାରୋହରେ ପାଳିତ ହୋଇ ଯାଇଛି । ଏହି ଅବସରରେ ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦୀଲିପ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…

ବିଶ୍ଵଭାରତୀ ଆବାସିକ ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ,

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ସମବାର ଦିନ ଅନୁଷ୍ଠାନର ସଭାପତି କୁଞ୍ଜବିହାରି ନାୟକଙ୍କ ସଭାପତିତ୍ୱରେ ଗୋବରା ବିଶ୍ଵ ଭାରତୀ ଆବାସିକ ବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଉପଖଣ୍ଡସ୍ତରିୟ ଦୁରସଂଚାର ନିଗମ ଅଧିକାରୀ ଗୌରିଶଙ୍କର…

କଳାହାଣ୍ଡି ଜିଲ୍ଲା ମିଳିତ ସାମ୍ବାଦିକ ସଂଘର ବନ୍ଧୁ ମିଳନ।

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )ତା ୨୬। ୦୧। ୨୬: ସମ୍ମିଳିତ ହୁଅ ସଂଗଠିତ ହୋଇ ଜିଲ୍ଲାର ସ୍ୱାର୍ଥ ପାଇଁ ନିଜର କଲମ ଚାଲୁ ରଖ ପ୍ରତେକଟି ବାଧା ବିଘ୍ନ ପାଇଁ ଆମ ସଂଘ ଆପଣମାନଙ୍କ ସାଥିରେ ରହିଛି ଆଗକୁ ମଧ୍ୟ ରହିବ। ଦୁର୍ନୀତି, ଭ୍ରଷ୍ଟାଚାର ଲୋକ ଲୋଚନ ଆଣିବା ପାଇଁ କୁଣ୍ଠାବୋଧ…

ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ବୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଜାତୀୟ ଉତ୍ସବରେ ମାନ୍ୟବର ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ…

ମାଲକାନଗିରି ଠାରେ ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଲ, ୨୬/୦୧/୨୬: ମାଲକାନଗିରି ସଦର ମହକୁମାଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ।

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ -୨୬/୧/୨୬: ମାଲକାନଗିରି ଜିଲ୍ଲା ସଦରମହକୁମାସ୍ଥ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ସଂପାଦକ ଅଶୋକ କୁମାର ସାମଲ ଙ୍କ ତତ୍ବାବଧାନରେ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଉପସଭାପତି ସୁରେନ୍ଦ୍ର କୁମାର…

ଜାତୀୟ ମତଦାତା ଦିବସରେ ଓ୍ବାକାଥନ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ ,ତାରିଖ-୨୬/୧/୨୬: ଜିଲ୍ଲା ପ୍ରଶାସନ ପକ୍ଷରୁ ସଦରମହକୁମାରେ ୧୬ତମ ଜାତୀୟ ମତଦାତା ଦିବସ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ଏକ ୱାକାଥନ ଶୋଭାଯାତ୍ରା କରାଯାଇଥିଲା । ଏହାକୁ…

୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଆୟୋଜିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଆୟୋଜିତ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଆୟୋଜିତ ହୋଇଥିଲା।…

ବାଲ୍ୟ ବିବାହ ମୁକ୍ତ ଭାରତ ଗଠନ ନିମନ୍ତେ ବାଲ୍ୟ ବିବାହ ନିରୋଧ ସଚେତନତା ସାଇକେଲ ଶୋଭାଯାତ୍ରା,

ଓଡ଼ଗାଁ,୨୬।୧(ଶ୍ରୀକାନ୍ତ କୁମାର ମିଶ୍ର ‌): ବାଲ୍ୟ ବିବାହ ମୁକ୍ତ ଭାରତ ଗଠନ ପାଇଁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଦାଲତଙ୍କ ତାଲୁକ ଆଇନ ସେବା କମିଟି ଆନୁକୂଲ୍ୟରେ ସୋମବାର ସାଧାରଣତନ୍ତ୍ର ଦିବସ ପାଳନ ପରେ ବାଲ୍ୟ ବିବାହ ନିରୋଧ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ତାଲୁକ ଆଇନ ସେବା…