Sign in
Sign in
Recover your password.
A password will be e-mailed to you.
ଡିଏଭିରେ ଆୟୋଜିତ ହେଲା ‘ନେଚର କ୍ୟାମ୍ପ
ବିଦ୍ୟାଳୟର ଜୈବ ବିବିଧତା ଅନୁସନ୍ଧାନ ଓ ସଂରକ୍ଷଣ ଉପରେ ଗୁରୁତ୍ୱ
ଝାରସୁଗୁଡ଼ା, ୨୦/୦୯/୨୦୨୬: ଝାରସୁଗୁଡ଼ା ଡିଏଭି ପବ୍ଲିକ ସ୍କୁଲ ପରିସରରେ ବିଦ୍ୟାଳୟର ଜୈବ ବିବିଧତା ଅନୁସନ୍ଧାନ ଓ ସଂରକ୍ଷଣ ଉପରେ ଆଧାରିତ ‘ନେଚର କ୍ୟାମ୍ପ’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ!-->!-->!-->!-->!-->!-->!-->…
ନୂଆଁଖାଇ ଭେଟଘାଟରେ ଝାରସୁଗୁଡ଼ାରେ ଝୁମିଲେ ହଜାର ହଜାର ଲୋକ
ନବ ଦାସ ଫାଉଣ୍ଡେସନ ପକ୍ଷରୁ ଭବ୍ୟ ସାଂସ୍କୃତିକ ସନ୍ଧ୍ୟା, ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱ ସମ୍ମାନିତ
ଝାରସୁଗୁଡ଼ା, ୨୦: ନୂଆଁଖାଇ ପର୍ବର ଭାଇଚାରା, ଏକତା ଓ ପଶ୍ଚିମ ଓଡ଼ିଶାର ସମୃଦ୍ଧ ସଂସ୍କୃତିକୁ ନେଇ ଝାରସୁଗୁଡ଼ା ବେହେରାମାଳସ୍ଥିତ ନବ ଦାସ ଅଡିଟୋରିୟମରେ ନବ ଦାସ ଫାଉଣ୍ଡେସନ!-->!-->!-->…
ଜିଲ୍ଲା ପ୍ରେସ କ୍ଲବର ବାର୍ଷିକ ଉତ୍ସବରେ ସାମ୍ବାଦିକ ଓ ସମାଜସେବୀ ସମ୍ବର୍ଦ୍ଧିତ
ଝାରସୁଗୁଡ଼ା, ୨୦/୯: ଝାରସୁଗୁଡ଼ା ଜିଲ୍ଲା ପ୍ରେସ କ୍ଲବ ପକ୍ଷରୁ ବାର୍ଷିକ ଉତ୍ସବ ଓ ନୂଆଁଖାଇ ଭେଟଘାଟ ଉତ୍ସବମୁଖର ପରିବେଶରେ ଆୟୋଜିତ ହୋଇଛି। ଝାରସୁଗୁଡ଼ା ଇଞ୍ଜିନିୟରିଂ ସ୍କୁଲ ଅଡିଟୋରିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦିନତମାମ ବିଭିନ୍ନ ସାଂସ୍କୃତିକ ଓ ମନୋରଞ୍ଜନଧର୍ମୀ!-->!-->!-->…
ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକସ୍ଥିତ କଇଠପଦର ଆଦର୍ଶ ବିଦ୍ୟାଳୟ ପ୍ରାଙ୍ଗଣ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୋହନା ବିଧାୟକ ଦାଶରଥୀ ଗମାଙ୍ଗ , ଗଜପତି ଜିଲ୍ଲା ପରିଷଦର ସଭାପତି ଗାବରା ତିରୁପତି ରାଓ ,!-->…
ଓଡ଼ିଶା ଡିପ୍ଲୋମା ଇଂଜିନିୟର ସେବା ସଙ୍ଘ ଗଜପତି ଶାଖାର ସାଧାରଣ ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କ୍ଷୁଦ୍ର ଜଳ ସେଚନ ବିଭାଗ ପରିସରରେ ଥିବା ଡିପ୍ଲୋମା ଇଂଜିନିୟର ସେବା ସଂଘର କନଫରେନ୍ସ ହଲ୍ ଠାରେ ଓଡ଼ିଶା ଡିପ୍ଲୋମା ଇଂଜିନିୟର ସେବା ସଙ୍ଘ ଗଜପତି ଶାଖା ପକ୍ଷରୁ ସାଧାରଣ ବୈଠକ!-->!-->!-->…
ମହେନ୍ଦ୍ର ତନୟା ସାହିତ୍ୟ ସଂସଦ ପକ୍ଷରୁ ଅତିବଡ଼ି ଜଗନ୍ନାଥ ଦାସ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ଅନ୍ତର୍ଗତ ମହେନ୍ଦ୍ର ତନୟା ସାହିତ୍ୟ ସଂସଦ , ପାରଳାଖେମୁଣ୍ଡି , ଗଜପତି ଶାଖା ପକ୍ଷରୁ ଅତିବଡ଼ି ଜଗନ୍ନାଥ ଦାସ ଜୟନ୍ତୀ ଉତ୍ସବ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ!-->!-->!-->…
ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ବିରୋଧୀ ଅଭିଯାନ ଜାରି, ୬ ଜଣ ଅଟକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ଓ ଉପଦ୍ରବ ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନର ଅଂଶସ୍ୱରୂପ, ୧୯.୦୯.୨୦୨୬ ସନ୍ଧ୍ୟା ସମୟରେ ପାରଳାଖେମୁଣ୍ଡି ପୋଲିସର ପାଟ୍ରୋଲିଂ ଟିମ୍ ସହରର ବିଭିନ୍ନ ସ୍ଥାନରେ ଯାଞ୍ଚ କରିଥିଲେ।ପାଟ୍ରୋଲିଂ ସମୟରେ!-->!-->!-->…
ରାଧାକୃଷ୍ଣ ମହିଳା ନାମ ସଂକୀର୍ତ୍ତନ ମଣ୍ଡଳୀକୁ ଭବ୍ୟ ସମ୍ବର୍ଦ୍ଧନା
ବେଗୁନିଆପଡା:୧୯/୦୯/୨୬(ରଜତ ପଟ୍ଟନାୟକ) ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଛଚିନା ସ୍ଥିତ ରାଧାକୃଷ୍ଣ ମହିଳା ନାମ ସଂକୀର୍ତ୍ତନ ମଣ୍ଡଳୀକୁ ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶନ୍ ସଂକୀର୍ତ୍ତନ!-->!-->!-->…
ହିଞ୍ଜିଳିକାଟୁରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ।
ହିଞ୍ଜିଳିକାଟୁ:୧୬/୦୯/୨୬(ରଜତ ପଟ୍ଟନାୟକ)ହିଞ୍ଜିଳିକାଟୁର ଲକ୍ଷ୍ମୀ ନୃସିଂହ କଳାମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ଟାଇକଣ୍ଡ ପ୍ରତିଯୋଗିତା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି।ଏହି କ୍ରୀଡ଼ା ମହୋତ୍ସବରେ ଜିଲ୍ଲା ଅଧୀନସ୍ଥ ସମସ୍ତ ବିଦ୍ୟାଳୟରୁ!-->!-->!-->!-->!-->…