Sign in
Sign in
Recover your password.
A password will be e-mailed to you.
ବିଜେପୁର ବସ୍ଷ୍ଟାଣ୍ଡ ଅଞ୍ଚଳରେ ରାସ୍ତା ମପା କାର୍ଯ୍ୟ ଆରମ୍ଭ
ଭବିଷ୍ୟତ ଉନ୍ନତିକରଣ ପାଇଁ ପ୍ରଶାସନର ମିଳିତ ପଦକ୍ଷେପ
ବିଜେପୁର: ବିଜେପୁର ସହରର ମୁଖ୍ୟ ଯାତାୟାତ କେନ୍ଦ୍ର ଭାବେ ପରିଚିତ ବସ୍ଷ୍ଟାଣ୍ଡ ଅଞ୍ଚଳର ଉନ୍ନତିକରଣ ଉଦ୍ଦେଶ୍ୟରେ ଆଜି ରାସ୍ତା ମପା କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲଦାର ମୁକ୍ତେଶ୍ଵର ପାଣିଗ୍ରାହୀ, ଆଡିସନାଲ ତହସିଲଦାର ଜ୍ୟୋତିପ୍ରକାଶ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରା.ଉଦୟଗିରି ବ୍ଲକ ଅନ୍ତର୍ଗତ ରାମଗିରି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ…
ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଚଳିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ ଉଚ୍ଚ ବିଦ୍ୟାଳୟ ଓ…
ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦ୍ଘାଟିତ
ଭୁବନେଶ୍ୱର, ଜାନୁଆରୀ ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍) ପକ୍ଷରୁ ସୋମବାର ଦୁଇ ଦିନିଆ ‘ପ୍ରଥମ ସୋଆ ପୁଷ୍ପ ଉତ୍ସବ’ ଉଦ୍ଘାଟିତ ହୋଇଯାଇଛି ।ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ…
ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ମୋବାଇଲ୍ କମାଣ୍ଡ ପୋଷ୍ଟ କମିଶନ୍ ହୋଇଛି”
ଝାରସୁଗୁଡ଼ା, ୧୯ ଜାନୁଆରୀ ୨୦୨୬: ନୂତନ କମାଣ୍ଡ ପୋଷ୍ଟଟି ୧୯ ଜାନୁଆରୀ ୨୦୨୬ ରୁ ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ କାର୍ଯ୍ୟକ୍ଷମ ହୋଇଥିଲା। ଏହାର ଆଗମନ ପରେ, ନିର୍ମାତାଙ୍କ ପକ୍ଷରୁ ବିମାନବନ୍ଦର ଉଦ୍ଧାର ଏବଂ ଅଗ୍ନି ନିର୍ବାପନ (ARFF) କର୍ମଚାରୀମାନଙ୍କୁ ଆବଶ୍ୟକ ତାଲିମ…
ଜାତୀୟ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେବେ ମହିଳା ସରପଞ୍ଚ ସସ୍ମିତା
ଓଡଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ସରପଞ୍ଚ ସସ୍ମିତା ପାତ୍ର ଚଳିତ ମାସ ୨୬ ତାରିଖ ଜାତୀୟ ଗଣତନ୍ତ୍ର ଦିବସ ପ୍ୟାରେଡ଼ରେ ଯୋଗ ଦେବା ପାଇଁ ନିମନ୍ତ୍ରିତ ଅତିଥି ଭାବେ ଚୟନ ହୋଇଛନ୍ତି । ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତ ରାଜ ବିଭାଗ…
ଓଡ଼ଗାଁ ବନ ବିଭାଗ ଦ୍ବାରା ବାଉଁଶ ବୋଝେଇ ପିକଅପ୍ ଭ୍ୟାନ୍ ଜବତ
ଓଡ଼ଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଓଡ଼ଗାଁ ବନାଞ୍ଚଳ ଅଧିକାରୀ ଅଭିମନ୍ୟୁ ମଲିକଙ୍କ ତତ୍ବାବଧାନରେ ଓଡ଼ଗାଁ ବନ କର୍ମଚାରୀ ଚେମେଡ଼ି ପଟୁ ବାଘୁଆ ଛକ ଆଡ଼କୁ ଆସୁଥିବା ଏକ କଞ୍ଚା ବାଉଁଶ ବୋଝେଇ ପିକ୍ଅପ୍ ଭ୍ୟାନକୁ ଅଟକାଇବା ବେଳେ ଗାଡ଼ି ଚାଳକ…
ଓଡ଼ଗାଁ ପୋଲିସର ଅପରେସନ ଷ୍ଟ୍ରାଇକ୍,ଜେସିବି ସହିତ ୫ ଟ୍ରାକ୍ଟରର ଚାଲାଣ କଟିଲା
ଓଡ଼ଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପୋଲିସର ଅପରେସନ ଷ୍ଟ୍ରାଇକ୍ ଜାରି ରହିଥିବା ବେଳେ ରବିବାର ରାତିରେ କୁରାଳ ବାଗଦେବୀଙ୍କ ରୋଡ ପାର୍ଶ୍ବରେ ବେଆଇନ ଭାବେ ଲଘୁ ଖଣିଜ ଦ୍ରବ୍ୟ ଚାଲାଣ ପାଇଁ ବ୍ୟବହୃତ ଗୋଟିଏ ଜେସିବି ସହିତ ୫ ଟ୍ରାକ୍ଟରକୁ ଓଡ଼ଗାଁ ପୋଲିସ୍…
ବଦଳିଲା ବିକଶିତ ଗାଁ ବିକଶିତ ଓଡ଼ିଶା ନିର୍ଦ୍ଦେଶାବଳୀ,ସଙ୍କୁଚିତ ହେଲା ପଞ୍ଚାୟତ ସମିତିର କ୍ଷମତା,
ଓଡ଼ଗାଁ,୧୯।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସଭାଗୃହରେ ଅଧ୍ୟକ୍ଷ ଲୋକନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବ୍ଳକର ସମସ୍ତ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ମାନେ ବିକଶିତ ଗାଁ ବିକଶିତ ଓଡ଼ିଶା ନୂତନ ନିର୍ଦ୍ଦେଶାବଳୀର କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ…
ହେମଗିର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ହେମଗିର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂରଜ କୁମାର ପଟ୍ଟନାୟକ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ ୫୫ ଗୋଟି…