ଏକତା ପଦଯାତ୍ରା ଅବସରରେ ତୁଳସୀ ମହିଳା ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ।

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଜିଲ୍ଲା ପ୍ରଶାସନ ଏବଂ ମୋ ଭାରତର ମିଳିତ ଆନୁକୂଲ୍ୟରେ ସର୍ଦ୍ଦାର ବଲ୍ଲବ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଜିଲ୍ଲାସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି | ପ୍ରତିଯୋଗିତାକୁ ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ମଥୁରି…

ଡାବୁଗାଁ ରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ

  ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୦/୧୧/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ମହାବିଦ୍ୟାଳୟ ଖେଳ ପଡିଆ ରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡକ୍ଟର ଶ୍ରିନିଗୋ ମୁର୍ମୁ ଙ୍କ ସଭାପତିତ୍ବରେ ଆୟୋଜିତ…

ଶୀତରୁତୁ ରୋଗ ପାଇଁ ସଚେତନl ଓ ସ୍ଵାସ୍ଥ୍ୟ ଶିବିର

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଶୀତଦିନିଆ ରୋଗ ପ୍ରତିରୋଧ ପାଇଁ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ଶୀତଦିନେ ଅଧିକ ଧୂଳି ଓ ପୁଷ୍ପରେଣୁ ଉଡୁଥିବାରୁ ଶ୍ୱାସ,…

ଦଳେଇଗୁଡାରେ ବାଲ୍ୟବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ

ନବରଙ୍ଗପୁର ତା ୧୦.୧୧.୨୦୨୫:- ଅଶୋକ ସାହୁ, ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଦଳେଇଗୁଡା ଅଙ୍ଗନବାଡ଼ି କେନ୍ଦ୍ରରେ ଜିଲ୍ଲାପାଳ ଡ଼ : ମହେଶ୍ୱର ସ୍ୱାଇଁ ଙ୍କର ଅଧ୍ୟକ୍ଷତାରେ ବାଲ୍ୟବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦିବ୍ୟ ଓ ଭବ୍ୟ ନୃତ୍ୟ ଗୀତ ପରିବେଷଣ ସହିତ ସ୍ୱାଗତ…

ଓଡିଶାର ଡାର୍ଜଲିଙ୍ଗ ଘୁ.ଉଦୟଗିରିରେ ହାଡ଼ ଭଙ୍ଗା ଜାଡ, ସର୍ବନିମ୍ନ 8.4 ଡିଗ୍ରୀ ଥଣ୍ଡା ରେକର୍ଡ କରିଛି ପାଣିପାଗ ବିଭାଗ

...ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲା ଘୁ.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ପ୍ରବଳରୁ ଅତି ପ୍ରବଳ ଜାଡ ଅନୁଭୂତ ହେଉ ଥିବା ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି.। ରବିବାର ସନ୍ଧ୍ୟାଠାରୁ ଶୀତ କ୍ରମଶଃ ବୃଦ୍ଧି ଲାଗିଛି । ସ୍ଥାନୀୟ କୃଷି ବିଜ୍ଞାନ…

ସୁର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫ରେ ସମ୍ବର୍ଦ୍ଧିତ କରାଯିବ

ଭୁବନେଶ୍ୱର, ନଭେମ୍ବର ୧୦ : ଓଡ଼ିଆ ଯୁବ କବି ଓ ଲେଖକ ସୂର୍ଯ୍ୟସ୍ନାତ ତ୍ରିପାଠୀ ପାଇବେ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍‌ଯାପନୀ ଉତ୍ସବ ନଭେମ୍ବର ୩୦ ତାରିଖରେ ଶ୍ରୀ…

କୁରାଳ ଗ୍ରାମରେ ବିଦ୍ୟୁତ୍ ଆଘାତରେ ଜଣେ ମୃତ

ଓଡ଼ଗାଁ,୧୦।୧୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୁରାଳ ଗ୍ରାମର କାଳୁ ଚରଣ ଚୌଧୁରୀ(୫୫)ଙ୍କ ସୋମବାର ସକାଳେ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ନେଇ ଝିଅ ଜ୍ୟୋତ୍ସ୍ନାମୟୀ ଚୌଧୁରୀ ଓଡ଼ଗାଁ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇ ଓଡ଼ଗାଁ ପୋଲିସ ୪୦/୨୦୨୫ରେ ଏକ…

ସାମଗ୍ରିକ ଖୁସିର ମୂଳଦୁଆ ପାଇଁ ‘ଅନୁସନ୍ଧାନ’ ବାଳ-ମୁକୁନ୍ଦ କାର୍ଯ୍ୟକ୍ରମ

‎ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆମ ପିଲାମାନଙ୍କର ଶରୀର ବଢ଼ୁଛି ଏବଂ ସେମାନଙ୍କ ମନ , ଭାବନା ଏବଂ ସ୍ୱପ୍ନ ମଧ୍ୟ ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ବାଳ-ମୁକୁନ୍ଦ କେନ୍ଦ୍ର ତରଫରୁ ସ୍ଥାନୀୟ ଅର୍ବନ ହଷ୍ଟେଲ ପରିସରରେ ସେଠାର ଅନ୍ତେବାସୀଙ୍କ ଗହଣରେ କେନ୍ଦ୍ର ସଂଯୋଜକ ନିତ୍ୟାନନ୍ଦ…

କୁରାଳ ସୁନାମୁହିଁ ପୂର୍ତ୍ତ ରାସ୍ତାରେ ବୃଦ୍ଧାଙ୍କ ବେକରୁ ସୁନାମାଳ ଛଡାଇ ନେଲେ ୩ ଦୁବୃର୍ତ୍ତ

ଓଡ଼ଗାଁ,୧୦।୧୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୁରାଳ ସୁନା ମୁହିଁ ପୁର୍ତ୍ତ ବିଭାଗ ରାସ୍ତାରେ ସନ୍ୟାସୀ ପ୍ରଧାନଙ୍କ ସ୍ତ୍ରୀ କୁନ୍ତଳା ପ୍ରଧାନ ବିଲ କାମ ସାରି ଫେରୁଥିବା ବେଳେ ୩ ଜଣ ଦୁବୃର୍ତ୍ତ ଗୋଟିଏ ବାଇକରେ ଦ୍ରୁତଗତିରେ ଆସି ଅନ୍ଧାରବାଉତି ଠାକୁରାଣୀଙ୍କ…

ୱିନର୍ ବ୍ରାଇଟ୍ ଫ୍ୟୁଚର୍ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ।

ପଦ୍ମପୁର:-ୱିନର୍ ବ୍ରାଇଟ୍ ଫ୍ୟୁଚର୍ ସ୍କୁଲର ଦଶମ ବାର୍ଷିକ ଉତ୍ସବ "ୱିନର୍ ଫେଷ୍ଟ " ଖୁଣ୍ଟପାଲି ସ୍ଥିତ ସ୍କୁଲ ପରିସର ରେ ସମାପନ ହୋଇଯାଇଛି । ଏହି ବାର୍ଷିକ ଉତ୍ସବ ଦୁଇ ଦିନ ଧରି ଚାଲିଥିବା ବେଳେ ନାରୀ ସଶକ୍ତିକରଣ ଉପରେ ଆଧାରିତ ଥିଲା । ବିଦ୍ୟାଳୟ ର ଅଧ୍ୟକ୍ଷା ଶ୍ରୀମତୀ ଅପାଲି ଅପରାଜିତା…