Sign in
Sign in
Recover your password.
A password will be e-mailed to you.
ଯୁବଗୋଷ୍ଠୀ ହିଁ ଆମର ଜାତି ନିର୍ମାଣର ପ୍ରଜାପତି, ଯୁବଶକ୍ତି ହିଁ ରାଷ୍ଟ୍ର ଶକ୍ତି ଜାତି ସୁରକ୍ଷାର ପ୍ରାଣ !
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଵାମୀ ବିବେକାନନ୍ଦ ଲୋକ ସଂସଦ ଗଜପତି ଜିଲ୍ଲା ଶାଖା ଆନୁକୂଲ୍ୟରେ ସ୍ଥାନୀୟ ଉତ୍କଳ ହିତୈଷିଣୀ ସଭାଗୃହ ଠାରେ ସ୍ଵାମୀ ବିବେକାନନ୍ଦ ଜୟନ୍ତୀ ପାଳିତ ହୋଇଯାଇଛି। ଅନୁଷ୍ଠାନର ଉପ ସଭାପତି ତଥା ପୂର୍ବତନ ସାହିତ୍ୟ ଏକାଡେମୀ ସଦସ୍ୟ ବିଚିତ୍ରାନନ୍ଦ…
ରାମନାଗୁଡା ବ୍ଲକ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।
(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି):ଗୁଣପୁର/ ରାମନଗୁଡା/ ରାୟଗଡ:- ରାମନଗୁଡା ବ୍ଲକ ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅନୁଷ୍ଠିତ ଏହି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ,…
ଚଳିତବର୍ଷ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିର ପହିଲିଭୋଗର ଉଦଯାପନୀ ଦିବସ ରେ ଯୋଗଦେଲେ ବିଧାୟକ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ୍ ଜିଲ୍ଲା ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁଲାଡ ଗ୍ରାମ ପଞ୍ଚାୟତ ଯାହା, ଐତିହାସିକ ଭଞ୍ଜ ରାଜ ବଂଶୀୟ ଶ୍ରୀଜଗନ୍ନାଥ ମନ୍ଦିର ର ଆଜି ପହିଲି ଭୋଗ ର ଉଦଯାପନୀ ଦିବସ। ଏହି କୁଲାଡ ଗ୍ରାମର ଶ୍ରୀଜଗନ୍ନାଥ ମନ୍ଦିର ରେ ଅନ୍ୟାନ୍ୟ ମନ୍ଦିରମାନଙ୍କ…
ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ।
କେନ୍ଦ୍ରାପଡା:(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡା ଜିଲ୍ଲା ପକ୍ଷରୁ ଆଜି ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ କାର୍ଯ୍ୟକ୍ରମ ଜଣ୍ଟିଲୋ ଆଇ.ବି. ପରିସରରେ ସଫଳତାର ସହ ଆୟୋଜିତ ହୋଇଯାଇଛି। ଜଳ ସମ୍ପଦର ସଂରକ୍ଷଣ, ସୁସଂଚାଳନ ଏବଂ କୃଷକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏହି…
ସ୍ୱାମୀ ବିବେକାନନ୍ଦଙ୍କ ପୁଣ୍ୟ ଜୟନ୍ତୀ ସହ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ।
କେନ୍ଦୁଝର,ତା୧୩/୧- ସ୍ଥାନୀୟ ରୋଟାରି ଭବନ ଠାରେ ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ,କେନ୍ଦୁଝର ଶାଖା ପକ୍ଷରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ସହ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ…
ବିଶିଷ୍ଟ ଶିକ୍ଷାବିତ୍ ତଥା ସୋଆର ପ୍ରଫେସର ଏମିରିଟସ ଆର୍.ଏନ୍.ପି ଚୌଧରୀଙ୍କ ପରଲୋକ
ଭୁବନେଶ୍ୱର, ଜାନୁଆରୀ ୧୨: ବିଶିଷ୍ଟ ଶିକ୍ଷାବିତ୍, ଗବେଷକ ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପଦାର୍ଥ ବିଜ୍ଞାନ ବିଭାଗର ପ୍ରଫେସର ଏମିରିଟସ୍ ଆର୍. ଏନ୍. ପି. ଚୌଧରୀଙ୍କ ରବିବାର ପରଲୋକ ହୋଇଯାଇଛି ।…
ଆଲ୍ଫବେଟ୍ଜେଡ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ୱିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଲ୍ଫବେଟ୍ଜେଡ ଇଣ୍ଟରନେସନାଲ ପ୍ରି ସ୍କୁଲର ଦ୍ଵିତୀୟ ବାର୍ଷିକୋତ୍ସବ କାର୍ଯ୍ୟକ୍ରମ ସ୍ଥାନୀୟ ମହାରାଙ୍କ ପ୍ୟାଲେସ ସମ୍ମୁଖରେ ଥିବା ଅର୍ବାନ ବ୍ୟାଙ୍କ୍ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି…
ଜିଲ୍ଲାସ୍ତରୀୟ ସାଇନିଙ୍ଗ ଷ୍ଟାର – ୨୦୨୬ କାର୍ଯ୍ୟକ୍ରମ ସହ ଡ୍ରଫ୍ଟ ଆଉଟ ମେଗା କ୍ୟାମ୍ପ।
ପଦ୍ମପୁର- ପାଇକମାଳ ସ୍ଥିତ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ସାଇନିଙ୍ଗ ଷ୍ଟାର କାର୍ଯ୍ୟକ୍ରମ ସହ ଡ୍ରପଟ ଆଉଟ ମେଗା କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି।ହାଇସ୍କୁଲର ପ୍ରଧାନ ଶିକ୍ଷକ ଦ୍ଵାଦଶ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ଡି.ଇ.ଓ…
ବର୍ଷା ଏବଂ ମିନତୀଙ୍କ ପଦକ ହାସଲ: ସ୍କୋଏ ମାର୍ସଲାଟ ଚମ୍ପିୟାନ ସିପ ୨୦୨୫/୨୬
ଓଡ଼ଗାଁ,୧୨।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁର ବର୍ଷା ଏବଂ ନନ୍ଦିଘୋରର ମିନତୀ ହାଇଦ୍ରାବାଦର ତେଲେଙ୍ଗାନାରେ ଚଳିତ ଜାନୁଆରୀ ମାସରେ ଆୟୋଜିତ ସ୍କୋଏ ମାର୍ସଲାଟ (ଯୁଦ୍ଧ କଳା) ଚମ୍ପିୟାନସିପ ୨୦୨୫/୨୬ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସିଲଭର ଏବଂ ବ୍ରୋଞ୍ଚ୍ ପଦକ ହାସଲକରି…
ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଜାତୀୟ ଯୁବ ଦିବସ ପାଳନ
୭ଶହ ଶିକ୍ଷାର୍ଥିଙ୍କ ଦ୍ବାରା ସାମୁହିକ ରାଷ୍ଟ୍ରଗୀତ ଗାନ
ବିଦ୍ୟାଳୟ ଓ ମହାବିଦ୍ୟାଳୟର ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ,
ଓଡ଼ଗାଁ,୧୨।୧(ଶ୍ରୀକାନ୍ତ କୁମାର ମିଶ୍ର):ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନ୍ଏସି ଆନୁକୁଲ୍ୟରେ ବ୍ଳକ ରୋଡ କଲ୍ୟାଣୀ ମଣ୍ଡପ ଠାରେ ସ୍ବାମୀ ବିବେକାନନ୍ଦ…