କୁରାଳ ବିନାୟକ ମାର୍କେଟ ସିଡିଘର ନଭାଙ୍ଗିବା ନେଇ ବିଡ଼ିଓଙ୍କ ନିକଟରେ ଅଭିଯୋଗ

ଓଡ଼ଗାଁ,୧୬।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ କୁରାଳ ମେଡିକାଲ ଛକରେ ଥିବା ବିନାୟକ ମାର୍କେଟ କମ୍ପ୍ଲେକ୍ସର ସିଡି ଗୃହ ନଭାଙ୍ଗିବା ନିମନ୍ତେ କୁରାଳ ଗ୍ରାମବାସୀଙ୍କ ତରଫରୁ ଓଡ଼ଗାଁ ବିଡ଼ିଓଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ ଉକ୍ତ କୋଠାର…

ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା ଏବଂ ଆତ୍ମନିର୍ଭର ସ୍ବଦେଶୀ ମେଳା ୨୦୨୬ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲାପାଳ ।

କେନ୍ଦ୍ରାପଡା:(ପ୍ରଫୁଲ୍ଲ କୁମାର ମଲ୍ଲ): ଆଜି  ଜିଲ୍ଲାପାଳ ରଘୁରାମ ଆର ଆୟର ଜିଲ୍ଲା ମହୋତ୍ସବ, ପଲ୍ଲିଶ୍ରୀ ମେଳା ଏବଂ ଆତ୍ମନିର୍ଭର ସ୍ବଦେଶୀ ମେଳା ଆୟୋଜନ ନେଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି | ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ…

ପାଣି ପଂଚାୟତ ସଚେତନ ତା ରଥର ଶୁଭାରମ୍ଭ ।

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ରାଜ୍ୟ-ବ୍ୟାପି ପାଣି ପଞ୍ଚାୟତ ପକ୍ଷ-୨୦୨୬ ଜାନୁଆରୀ ୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଏହି କ୍ରମରେ କେନ୍ଦ୍ରାପଡ଼ା ଜିଲ୍ଲା ଜଳସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ଏକ ସଚେତନତା ରଥକୁ ଜିଲ୍ଲାପାଳ ରଘୁରାମ ଆର. ଆୟର ଆଜି ପୂର୍ବାହ୍ନ…

ମନ୍ଦିରରୁ ଚୋରି ସାମଗ୍ରୀକୁ ଉଦ୍ଧାର କରି ମନ୍ଦିର ପରିଚାଳନା କମିଟିକୁ ଫେରାଇଲା ବେଲଗୁଣ୍ଠା ପୋଲିସ୍

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଘୁ. ନୂଆଁଗାଁ ମାଆ ବାରପାହାନ୍ତି ମନ୍ଦିର ଏବଂ ଶନି ମନ୍ଦିରରୁ ଚୋରି ହୋଇଥିବା ବିଭିନ୍ନ ସାମଗ୍ରୀକୁ ଉଦ୍ଧାର କରି ମନ୍ଦିର ପରିଚାଳନା କମିଟିକୁ ହସ୍ତାନ୍ତର କରିଛି ବେଲଗୁଣ୍ଠା ପୋଲିସ୍ I ସୂଚନା ପ୍ରକାରେ ଗତ ମାସରେ ଚୋର ମାନେ…

ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ; ଗଡ଼ିଲା ପାଣିପଞ୍ଚାୟତ ରଥ

 ଜଗତସିଂହପୁର: ୬.୦୧.୨୦୨୬ ସୁମନ୍ତ କୁମାର ଦାସ:  ଚାଷୀମାନଙ୍କୁ ସଙ୍ଗଠିତ କରିବା ସହ ପାଣିପଞ୍ଚାୟତ ମାଧ୍ୟମରେ ସେମାନେ ଜଳସେଚନ ସୁବିଧା ପାଇ ଯେଭଳି ସ୍ୱାବଲମ୍ବୀ ହୋଇପାରିବେ, ଏ ଦିଗରେ ସଚେତନତା ସୃଷ୍ଟି ପାଇଁ ଜିଲ୍ଲା ଜଳ ସମ୍ପଦ ବିଭାଗ ତରଫରୁ ଚଳିତ ମାସ ୬ ତାରିଖ ଠାରୁ ଜଗତସିଂପୁର ଜିଲ୍ଲା…

ଭଞ୍ଜନଗର ରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣ ତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ): ମଙ୍ଗଳ ବାର ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର…

ଉଠାଜଳସେଚନ ବିଭାଗ ତରଫରୁ ବିଭାଜନସ୍ତରୀୟ ପାଣି ପଂଚାୟତ ପକ୍ଷ ପାଳିତ

କେନ୍ଦୁଝର,ତା୬/୧- ଜଳସଂପଦ ବିଭାଗ ତରଫରୁ ଜାନୁଆରୀ ୬ ରୁ ୧୩ ତାରିଖ ପର୍ଯ୍ୟନ୍ତ ଏହି ପକ୍ଷ ପାଳିତ ହେବାକୁ ଥିବାବେଳେ ଆଜି କେନ୍ଦୁଝରଠାରେ ବିଭାଜନସ୍ତରୀୟ ପାଣି ପଂଚାୟତ ପକ୍ଷ ଉଠାଜଳସେଚନ ବିଭାଗ ତରଫରୁ ପାଳିତ ହୋଇଯାଇଛି । ଉଠାଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ନିମାଇଁ ଚରଣ ବେହେରାଙ୍କ…

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନିତି ଆୟୋଗ ରିପୋର୍ଟ ଭୁବନେଶ୍ୱର, ୬ ।୧: ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ…

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳାରେ ନିକି ଡ୍ୟାନ୍ସ ଗ୍ରୁପ କଳାକାରଙ୍କ ସୁନ୍ଦର ନୃତ୍ୟ ପରିବେଷଣ।

 କେନ୍ଦୁଝର,ତା୬/୧- ସ୍ଥାନୀୟ ଧରଣୀଧର ବିଶ୍ଵବିଦ୍ୟାଳୟର ଖେଳ ପଡିଆରେ ଅନୁଷ୍ଠିତ ଜିଲ୍ଲା ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ମେଳା -୨୦୨୫ର ସାଂସ୍କୃତିକ କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲ୍ଲାର ପ୍ରତିଷ୍ଠିତ ନୃତ୍ୟ ଅନୁଷ୍ଠାନ "ନିକି ଡ୍ୟାନ୍ସ ଗ୍ରୁପ"ର କଳାକାର ମାନଙ୍କ ଦ୍ଵାରା ସୁନ୍ଦର ନୃତ୍ୟ…

ରାଜ୍ୟ ସରକାର ନିର୍ଦ୍ଦେଶ କ୍ରମେ ଜଗନ୍ନାଥପୁର୍ ପଞ୍ଚାୟତରେ ପାଣି ପଞ୍ଚାୟତ କାର୍ଯ୍ୟକ୍ରମ ପାଳନ

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ରାଜ୍ଯ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପାଣି ପଞ୍ଚାୟତ କାର୍ଯ୍ୟକ୍ରମ ପାଳିତ ହୁଏ । ପ୍ରତିଟି ପଞ୍ଚାୟତ ର କିଛି ସଦସ୍ୟ, ସଦସ୍ୟା ଓ କୃଷକ ମାନଙ୍କୁ ନେଇ ଗଠିତ ହୋଇଛି ପ୍ରତିଟି ପଞ୍ଚାୟତ ରେ ପାଣି ପଞ୍ଚାୟତ। ପାଣି ପଞ୍ଚାୟତ ପକ୍ଷ ଜଳ ପରିଚାଳନା,…