Sign in
Sign in
Recover your password.
A password will be e-mailed to you.
ନୟାଗଡ଼ ଜିଲ୍ଲା ମହୋତ୍ସବ ଶେଷ ସନ୍ଧ୍ୟା,ଦର୍ଶକଙ୍କୁ ବିମୋହିତ କଲା ପାଇକ ଆଖଡ଼ା
ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା ମହୋତ୍ସବ ଉଦଯାପିତ ହୋଇଯାଇଛି। ଶେଷ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭା ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ନୟାଗଡ଼ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡାଙ୍କ…
ଓଡ଼ଗାଁ ରଘୁନାଥ ବିଦ୍ୟାପୀଠ ୧୯୮୫ ଏବଂ ୮୭ ମାଟ୍ରିକ ବ୍ୟାଚର ବନ୍ଧୁମିଳନ କାର୍ଯ୍ୟକ୍ରମ,
ବୃକ୍ଷରୋପଣ ଓ ସମାଜ ସେବାକୁ ଗୁରୁତ୍ୱ
ଓଡ଼ଗାଁ,୨୮।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ତଥା ରାଜ୍ୟରେ ପ୍ରତିଷ୍ଠା ଲାଭକରିଥିବା ଓଡ଼ଗାଁ ବ୍ଳକ ରଘୁନାଥ ବିଦ୍ୟାପୀଠର ୧୯୮୫ ଏବଂ ୮୭ ମସିହା ମାଟ୍ରିକ୍ ବ୍ୟାଚ ଛାତ୍ରଙ୍କ ବନ୍ଧୁମିଳନ ଉତ୍ସବ ହାସ୍ୟ ଉଲ୍ଲାସ ମଧ୍ୟରେ ଅନୁଷ୍ଠିତ…
ଜ୍ଞାନେଶଙ୍କୁ ଅଭିଭୂତ କଲା ଐତିହ୍ୟ ଗ୍ରାମ ରଘୁରାଜପୁର
ପୁରୀ, (ଅନିମେଶ ପଟ୍ଟନାୟକ):ପୁରୀର ଐତିହ୍ୟ କଳାଗ୍ରାମ ରଘୁରାଜପୁର କୁ ପରିଦର୍ଶନ କରି ଅଭିଭୂତ ହୋଇଛନ୍ତି ଭାରତର ନିର୍ବାଚନ କମିଶନର ଜ୍ଞାନେଶ କୁମାର।ଆଜି ପୂର୍ବାହ୍ନରେ କମିଶନର ଜ୍ଞାନେଶ କୁମାର ଓ ତାଙ୍କ ପରିବାର ରଘୁରାଜପୁର ଗ୍ରାମରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ…
ଭାରତୀୟ ଦଳିତ ସାହିତ୍ୟ ଏକାଡେମୀ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ ପ୍ରାପ୍ତ ଓଡ଼ିଶାର ପ୍ରତିଭାମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ବଲାଙ୍ଗିର, ଘନଶ୍ୟାମ ନାଗ (ଶାସକ ପ୍ରଶାସକ )୨୮/୧୨:-ଭାରତୀୟ ଦଳିତ ସାହିତ୍ୟ ଏକାଡେମୀର ଓଡ଼ିଶା ରାଜ୍ୟ ଶାଖା ପକ୍ଷରୁ ଦିଲ୍ଲୀଠାରେ ଆୟୋଜିତ ୪୧ତମ ରାଷ୍ଟ୍ରୀୟ ଅଧିବେଶନରେ ରାଷ୍ଟ୍ରୀୟ ସମ୍ମାନ ପ୍ରାପ୍ତ ଓଡ଼ିଶାର ୩୦ ଜଣ ବିଶିଷ୍ଟ ପ୍ରତିଭାଙ୍କୁ ସମ୍ମାନିତ କରାଯାଇଥିବା ଅବସରରେ ଶନିବାର…
ସାମାଜିକ ଅନୁଷ୍ଠାନ ମିତ୍ରସଂଘର ରୋପ୍ଯ ଜୟନ୍ତୀ ଉଦଘାଟିତ
ପୁରୀ,(ଅନିମେଶ ପଟ୍ଟନାୟକ): ଶ୍ରୀକ୍ଷେତ୍ରର ଅଗ୍ରଣୀ ସ୍ବେଛାସେବୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ମିତ୍ରସଂଘର ରୌପ୍ଯ ଜୟନ୍ତୀ ରବିବାର ଶରଧାବାଲି ସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ଉଦଘାଟିତ ହୋଇଯାଇଛି । ମୁଖ୍ଯ ଅତିଥି ଭାବେ ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଯୋଗଦେଇ…
ଜିଲ୍ଲା କଂଗ୍ରେସ ପକ୍ଷରୁ ୧୪୦ତମ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମାର ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ରେ ୧୪୦ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା କଂଗ୍ରେସ ସଭାପତି ତଥା ମୋହନା ବିଧାୟକ ଶ୍ରୀ ଯୁକ୍ତ ଦାସରଥି ଗମାଙ୍ଗ ଙ୍କ…
ମହେନ୍ଦ୍ର ତନୟା ସାହିତ୍ୟ ସଂସଦର ବାର୍ଷିକୋତ୍ସବ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ଓଡ଼ିଶା ଅନ୍ତର୍ଗତ ଗଜପତି ଶାଖା ମହେନ୍ଦ୍ର ତନୟା ସାହିତ୍ୟ ସଂସଦର ବାର୍ଷିକୋତ୍ସବ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଉପାନ୍ତ ପ୍ରହରୀ…
ରାଜ୍ୟ ସ୍ତରୀୟ ତାଇକୋନ୍ଡୁ ପ୍ରତିଯୋଗୀତା ରେ ଜିଲ୍ଲା ଡାଇକୋଡୁ ଅନୁଷ୍ଠାନର ଛାତ୍ର ଛାତ୍ରୀ ମାନଙ୍କର ସଫଳତା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୨୬/୧୨/୨୦୨୫ ତା ଠାରୁ ୨୮/୧୨/୨୦୨୫ ପର୍ଯ୍ୟନ୍ତ ଭଦ୍ରକ ସ୍ଥିତ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ଠାରେ ରାଜ୍ୟ ସ୍ତରୀୟ ଡାଇକୋଡୁ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଅଛି। ଏହି ଡାଇକୋନ୍ତୁ ପ୍ରତିଯୋଗିତା ଓଡିଶା ତାଇକୋନଡୁ ଏସୋସିଏସନ ଦ୍ବାରା ଆୟୋଜନ…
ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି
୪୦ ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି
୮୦ ବର୍ଷରୁ ଉର୍ଦ୍ଧ୍ବ କଳାକାରଙ୍କ ଭତ୍ତା ହେଲା ମାସକୁ ୩୫୦୦
ଉପକୃତ ହେବେ ୪୭,୭୦୪ କଳାକାର
କେନ୍ଦୁଝର,ତା୨୮/୧୨-ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର । ୨୦୨୫ ଶେଷ ହୋଇ ୨୦୨୬ ଆରମ୍ଭ ହେଉଥିବା…
ଜଗତସିଂହପୁର ସାହିତ୍ୟ ପରିଷଦର ଷୋଡ଼ଶ ବାର୍ଷିକ ଉତ୍ସବ
"ସାହିତ୍ୟ ହିଁ ଚରିତ୍ର ଓ ସମାଜ ଗଠନର ଚାବିକାଠି"
ଜଗତସିଂହପୁର,ତା-୨୮.୧୨.୨୦୨୫/ସୁମନ୍ତ କୁମାର ଦାସ: ଜଗତସିଂହପୁର ସାହିତ୍ୟ ପରିଷଦର ଷୋଡଶ ବାର୍ଷିକ ଉତ୍ସବ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଅନୁଷ୍ଠାନର ପ୍ରତିଷ୍ଠାତା କବି ଅଜୟ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ…