ସାଂସଦ ଖେଳ ମହୋତ୍ସବ ୨୦୨୫ ଉଦଯାପିତ,୭୫୦ରୁ ଉର୍ଦ୍ଧ୍ବ ଖେଳାଳିଙ୍କ ଅଂଶଗ୍ରହଣ

୩ଶହରୁ ଉର୍ଦ୍ଧ୍ବ ସଫଳ ପ୍ରତିଯୋଗୀଙ୍କୁ ପ୍ରଶଂସା ପତ୍ର ଓ ପଦକ ପ୍ରଦାନ ଓଡ଼ଗାଁ,୨୫।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଗୁରୁବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି । ୨୨ ତାରିଖ ଠାରୁ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଅନୁଷ୍ଠିତ…

ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜୟନ୍ତୀ ପାଳନ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ବିଜେପି କାର୍ଯ୍ୟାଳୟ ପରିସରରେ ସୋରଡ଼ା ନିର୍ବାଚନ ମଣ୍ଡଳୀ ସ୍ତରୀୟ ପୂର୍ବତନ ଯଶସ୍ୱୀ ପ୍ରଧାନ ମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ସୋରଡା ବିଧାୟକ ନୀଳମଣି…

ସାଂସଦ ଖେଳ ମହୋତ୍ସବର ଉଦଯାପନୀ ସମାରୋହ ଅନୁଷ୍ଠିତ।

"ଲୁକାୟିତ ଖେଳ ପ୍ରତିଭା ମାନଙ୍କୁ ସୁଯୋଗ ସୃଷ୍ଟି କରୁଛି ସାଂସଦ ଖେଳ ମହୋତ୍ସବ।" କେନ୍ଦୁଝର,ତା୨୫/୧୨ (ଦିଲୀପ ସାହୁ)- କେନ୍ଦୁଝର ସହରସ୍ଥିତ ଅଡ଼ିଟୋରିୟମରେ ବୁଧବାର ଅନୁଷ୍ଠିତ ସାଂସଦ ଖେଳ ମହୋତ୍ସବର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସାଂସଦ…

ବାଲିମେଳା ନବୋଦୟ ରେ “ଆଲୁମନି ମିଟ୍”-୨୦୨୫ ଅନୁଷ୍ଠିତ

ମାଲକାନଗିରି/ସୁରେନ୍ଦ୍ର ବେମାଳ: ମାଲକାନଗିରି ଜିଲ୍ଲାର ବାଲିମେଳା ସ୍ଥିତ ପି ଏମ୍ ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ-୨ ପରିସରରେ ଏହାର ଦ୍ୱିତୀୟ ଆଲୁମନି ମିଟ୍ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି କାର୍ଯ୍ୟକ୍ରମକୁ ଆଲୁମନି ଆସୋସିଏସନ୍ ର ପୁର୍ବତନ ସଭାପତି ରାଜକୁମାର କୁରାମୀ ସଭାପତିତ୍ୱ…

ଭାରତରତ୍ନ ଅଟଳ ବିହାରୀ ଵାଜପେୟୀ ଙ୍କ ଜନ୍ମ ଶତବାର୍ଷିକ ଅବସରରେ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ): ଜିଲ୍ଲାସ୍ତରୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ଵାଜପେୟୀ ଙ୍କ ଜନ୍ମ ଶତବାର୍ଷିକ ଅବସରରେ ଜିଲ୍ଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି | ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ…

୪୫ତମ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ କେନ୍ଦୁଝରର ଝିଅ ସୁନିତା ଓ ସାବିତ୍ରୀଙ୍କ କମାଲ

କେନ୍ଦୁଝର,ତା୨୫/୧୨- ଛତିଶଗଡ଼ର ରାଏପୁର ଠାରେ ସଦ୍ୟ ସମାପ୍ତ ହୋଇଥିବା ଏନଟିପିସି ଜାତୀୟ ଜୁନିଅର ତୀରନ୍ଦାଜ ପ୍ରତିଯୋଗିତାର ୪୫ତମ ସଂସ୍କରଣରେ କେନ୍ଦୁଝର କ୍ରୀଡ଼ା ଛାତ୍ରlବାସର ଝିଅ ସୁନିତା ନାଏକ ଓ ସାବିତ୍ରୀ ପାତ୍ର ରିଜର୍ଭ ରାଉଣ୍ଡ ଟିମ ଇଭେଣ୍ଟରେ ତୃତୀୟ ସ୍ଥାନ ଅଧିକାର କରି କାଂସ୍ୟ ପଦକ…

୨୦୨୫ରେ ବଜାର ନେତୃତ୍ୱ ଏବଂ ନିବେଶକଙ୍କ ଅଂଶଗ୍ରହଣକୁ ସୁଦୃଢ଼ କରିଛି ଏନଏସଇ

ଭୁବନେଶ୍ୱର : ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ ଅଫ ଇଣ୍ଡିଆ (ଏଏସଇ) ଉତ୍ସାହର ସହ ୨୦୨୫କୁ ଶେଷ କରିବାକୁ ପ୍ରସ୍ତୁତ ରହିଛି । ଏହା ସ୍ଥିର ବଜାର ଅଭିବୃଦ୍ଧି, ବଜାରରେ ଅଧିକ ନିବେଶକଙ୍କ ଯୋଗଦାନ ଏବଂ ନୂତନ ଉତ୍ପାଦ ପ୍ରଚଳନ ଦ୍ୱାରା ସମ୍ଭବ ହୋଇଛି । ଏହିବର୍ଷ ମଧ୍ୟରେ ଭାରତରେ ଷ୍ଟକ୍ ବଜାର ସ୍ଥିର…

ପବିତ୍ର ବଡଦିନ ଅବସରରେ ପାରଳାଖେମୁଣ୍ଡି ସହର ସମେତ ଆଖପାଖ ଅଞ୍ଚଳ ଅତ୍ଯୁନୁ ଚଳଚଞ୍ଚଳ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପବିତ୍ର ବଡଦିନ ତଥା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ମହାନ ଜନ୍ମଦିନ ଅବସରରେ ଗୁରୁବାର ଦିନ ଗଜପତି ଜିଲ୍ଲା ସଦର ମହାକୁମା ପାରଳାଖେମୁଣ୍ଡି ସହର ସମେତ ଆଖପାଖ ଅଞ୍ଚଳ ଅତ୍ଯୁନ୍ତ ଚଳଚଞ୍ଚଳ ହୋଇପଡିଛି।ସହରର ଓ ଆଖପାଖ ଅଞ୍ଚଳରେ ଥିବା ସମସ୍ତ କେଥାଲିକ…

ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲାସ୍ତରୀୟ ଜୟନ୍ତୀ ଓ ସୁଶାସନ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାସ୍ତରୀୟ ଭାରତର ପୂର୍ବତନ ପ୍ରଧାନନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ସୁଶାସନ ଦିବସ ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ର ପାରଳାଖେମୁଣ୍ଡି ଠାରେ ମହା ଆଡ଼ମ୍ବରରେ ପାଳିତ…

ନବରଙ୍ଗପୁର ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ଏବଂ ଜିଲ୍ଲା ସ୍ତରୀୟ…

ଜିଲ୍ଲା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ର ପୁରସ୍କାର ବିତରଣ ଉତ୍ସବ ନବରଙ୍ଗପୁର ତା ୨୫.୧୨.୨୦୨୫:ଅଶୋକ ସାହୁ, ସ୍ଥାନୀୟ ଶାସ୍ତ୍ରୀ ଭବନ ଠାରେ ସକାଳ ୧୧.୦୦ ଘ ସମୟରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଙ୍କ ଜୟନ୍ତୀ ସମାରୋହ ଏବଂ ଜିଲ୍ଲା ସ୍ତରୀୟ ' ସୁଶାସନ ଦିବସ ' , ମାନ୍ୟବର…