ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସଵ ‘ମହକ’ ଓ ‘ଉତ୍ସାହ ‘ ୨୦୨୫-୨୬

ଜଗତସିଂହପୁର,ତା-୧୦.୧୦.୨୦୨୫/ସୁମନ୍ତ କୁମାର ଦାସ: ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଜଗତସିଂହପୁର ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ, ଓଡିଶା ସରକାରଙ୍କ ଦ୍ୱାରା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସଵ ମହକ ଓ ଉତ୍ସାହ ୨୦୨୫-୨୬ ନବକୃଷ୍ଣ ଚୌଧୁରୀ ଷ୍ଟାଡ଼ିୟମ ଜଗତସିଂହପୁର…

କଳିଙ୍ଗ ବାଲିଯାତ୍ରା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଆବେଦନ ପତ୍ର ଦାଖଲ

ଜଗତସିଂହପୁର,ତା-୧୦.୧୦.୨୦୨୫/ସୁମନ୍ତ କୁମାର ଦାସ: ଏତଦ୍ବାରା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ଜଣାଇ ଦିଆ ଯାଉଅଛି ଯେ, ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ଯ କଳିଙ୍ଗ ବାଲିଯାତ୍ରା ଉତ୍ସବ,୨୦୨୫ ତା.୦୪.୧୧.୨୦୨୫ ରିଖ ଠାରୁ ତା. ୧୦.୧୧.୨୦୨୫ ରିଖ ପର୍ଯ୍ୟନ୍ତ ପାରାଦ୍ବୀପ ସମୁଦ୍ର ବେଳାଭୂମି…

ବରଗଡ଼ ବିଜ୍ଞାନ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ ।

“ କ୍ଵାଣ୍ଟମ ଯୁଗର ଆରମ୍ଭ : ସମ୍ଭାବନା ଓ ଆହ୍ଵାନ ” ବରଗଡ଼:- ବରଗଡ଼ ବିଜ୍ଞାନ କେନ୍ଦ୍ର, ଟୁକୁର୍ଲା ସଭାଗୃହରେ ଜିଲ୍ଲାସ୍ତରୀୟ ବିଜ୍ଞାନ ସେମିନାର ଜିଲ୍ଲା ଶିକ୍ଷା କାର୍ୟାଳୟ, ବରଗଡ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନୀ ଉତ୍ସବରେ ବିଜ୍ଞାନ ନିରୀକ୍ଷକ ଧୀରୋଜ କୁମାର ପଟ୍ଟନାୟକ…

ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକ ଦିବସ -୨୦୨୫ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପାଳିତ ହୋଇଯାଇଅଛି। ଏହି ଅବସରରେ ସମସ୍ତ ବରିଷ୍ଠ ନାଗରିକ ମାନଙ୍କର ନାମ ପଞ୍ଜୀକରଣ କରାଯାଇ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଗୋପବନ୍ଧୁ ଜୟନ୍ତୀ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର , ପାରଳାଖେମୁଣ୍ଡି ଠାରେ ଉତ୍କଳ ଜନନୀଙ୍କର ସୁଯୋଗ୍ୟ ସନ୍ତାନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କର ପବିତ୍ର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ…

ଲଗାଣ ବର୍ଷାରେ ହୋଇଥିବା କ୍ଷୟକ୍ଷତି ବୁଲି ଦେଖିଲେ ବିଧାୟକ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ର ଗତ ଦୁଇ ତାରିଖର ଯେଉଁ ଲଗାଣ ବର୍ଷା ହେଲା ଗୁମ୍ମା ବ୍ଲକ ର ଅନେକ ଗ୍ରାମରେ କ୍ଷୟକ୍ଷତି ହୋଇଅଛି । ଅଧିକାଂଶ ତରଭା ପଞ୍ଚାୟତ ର ଆଶ୍ରୟାଗଡ଼ ର ଏକ ପୋଲ ପାଣିରେ ଧସିଗଲା ଏବଂ ସୁକେଇ ଗ୍ରାମରେ ଧାନ ମେସିନ କୁ ପାଣିରେ…

ବହୁ ଚର୍ଚ୍ଚିତ ଓକିଲଙ୍କ ଉପରକୁ ଏସିଡ ମାଡ଼ ଘଟଣାରେ ହେଲା ଚାର୍ଜ ଫ୍ରେମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଦିନକୁ ଦିନ ଆଇନଜୀବିମାନଙ୍କ ଉପରେ ହେଉଥିବା ଆକ୍ରମଣର ଖବର ଶୁଣିବାକୁ ମିଳୁଛି। ସେହିପରି ନିକଟରେ ବ୍ରହ୍ମପୁରରେ ଜଣାଶୁଣା ଆଇନଜୀବି ପୀତବାସ ପଣ୍ଡାଙ୍କୁ ହତ୍ୟା କରାଯିବାର ଖବରକୁ ନେଇ ସମସ୍ତେ ପ୍ରାୟ ଅବଗତ ଥିବା ବେଳେ ଏହା ମଧ୍ୟରେ…

ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ

https://youtu.be/GlM9Lrsz558    ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଆଜି ( ଶୁକ୍ରବାର) ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ…

ଓଡ଼ଗାଁ ରଘୁନାଥ ଆଥଲେଟିକ ଆସୋସିଏସନ: ଶନିବାର ଜିଲ୍ଲାସ୍ତରୀୟ ଅଣ୍ଡର -୧୯ ଫୁଟୁବଲ ଟୁର୍ଣ୍ଣାମେଣ୍ଟ

ଓଡ଼ଗାଁ,୧୦।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଏନ୍ଏସି କଲେଜ ରୋଡ଼ ମିନି ଷ୍ଟାଡିୟମ ପରିସରରେ ଶନିବାର ଠାରୁ ଆରମ୍ଭ ହେବ ଅଣ୍ଡର-୧୯ ଦୁଇ ଦିନିଆ ଫୁଟୁବଲ ଟୁର୍ଣ୍ଣାମେଣ୍ଟ । ରଘୁନାଥ ଆଥଲେଟିକ ଆସୋସିଏସନ୍ ସମ୍ପାଦକ ତଥା ଖେଳ ମଣିଷ ଭାବେ ପରିଚିତ ଦିବାକର ନାଏକଙ୍କ…

ଆନ୍ତର୍ଜାତିୟ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳିତ

ଓଡ଼ଗାଁ,୧୦।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ପରିସରରେ ମନସ୍ତତ୍ତ୍ୱ ବିଭାଗ ଆନୁକୂଲ୍ୟରେ ଶୁକ୍ରବାର ଆନ୍ତର୍ଜାତିକ ମାନସିକ ସ୍ଵାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…