MGNREGA ରୁ ଜି ରାମ ଜି ବିଲ ପ୍ରତ୍ୟାହାର ଦାବି ନେଇ ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଚଳିତ ମାସ 22 12 2025 ତାରିଖ ଦିନ ମିଳିତ ବାମପନ୍ଥୀ ପାର୍ଟୀ CPI( ml) ଲିବରେସନ, CPI (M), CPI, AIFB ତରଫରୁ ଜି - ରାମ - ଜି. କଳା ବିଲ ପ୍ରତ୍ୟାହାର ଦାବି ନେଇ ଦେଶ ବ୍ୟାପି ​ପ୍ରତିବାଦ ଦିବସ ରେ CPI ( ml)Liberation ତରଫରୁ ଗୁଣପୁର ନୁଆ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ…

ସରକାରଙ୍କ ଦ୍ବାରା ସ୍ବୀକୃତି ପ୍ରାପ୍ତ ସମ୍ବଳ ବ୍ୟକ୍ତିଙ୍କୁ ଅବହେଳା ପତିବାଦରେ ସାମ୍ବାଦିକ ସମ୍ମିଳନୀ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗ , ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ , ଓଡ଼ିଶା ଜୀବିକା ମିଶନ , ସ୍ୱଚ୍ଛ ଭାରତ ମିଶନ ଏବଂ ଅନ୍ୟାନ୍ୟ ବିଭାଗ ରେ ପ୍ରତ୍ୟକ ଜିଲ୍ଲାରେ ରହିଥ‌ିବା ଫ୍ରି ଲେନସର୍ ଜିଲ୍ଲା ସ୍ତରୀୟ ତାଲିମଦାତା / ସମ୍ୱଳ ବ୍ୟକ୍ତି…

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା – ୨୦୨୫

ଜଗତସିଂହପୁର,ତା ୨୨.୧୨.୨୦୨୫ ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡିଆ ଠାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା - ୨୦୨୫ ଅତିରିକ୍ତ ଜିଲ୍ଲାପାଳ, ଜଗତସିଂହପୁର ଶ୍ରୀଯୁକ୍ତ ଜ୍ୟୋତିଶଙ୍କର ରାୟ ଙ୍କ…

ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର, ତା ୨୨.୧୨.୨୦୨୫ ରିଖ ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ…

ଲୋକସଭା ସ୍ତରୀୟ ସାଂସଦ ଖେଳ ମହୋତ୍ସବ ଦ୍ୱିତୀୟ ଦିବସରେ କବାଡି ରେ ମାଲକାନଗିରି ଚମ୍ପିୟାନ

ନବରଙ୍ଗପୁର : ତା ୨୨.୧୨.୨୨୦୫:ସ୍ଥାନୀୟ ନବରଙ୍ଗପୁର ଷ୍ଟାଡିୟମ ପରିସରରେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା କ୍ରୀଡା ସଂଘ ଆନୁକୂଲ୍ୟରେ ଅନୁଷ୍ଠିତ ସାଂସଦ ଖେଳ ମହୋତ୍ସବରେ ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି ରୂପେ ନବରଙ୍ଗପୁର କ୍ରୀଡା ସଂଘର ସଂପାଦକ ପ୍ରହଲ୍ଲାଦ ତ୍ରିପାଠୀ ଯୋଗ ଦେଇ ଥିବା ବେଳେ…

ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ୨୮ ତମ କ୍ରୀଡ଼ା ଉତ୍ସବ ଉଦଯାପିତ

  ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ସ୍ଥିତ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର ତିନିଦିନ ଧରି ଚାଲିଥିବା ୨୮ ତମ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି I ପ୍ରଧାନ ଆଚାର୍ଯ୍ୟା ସସ୍ମିତା ମାଝୀଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ସୋରଡ଼ା ବିଧାୟକ…

ଜିଲ୍ଳାସ୍ତରୀୟ ଜାତୀୟ ଗଣିତ ଦିବସ ପାଳିତ

 କେନ୍ଦୁଝର,ତା୨୨/୧୨- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ସରକାରୀ ଉ.ପ୍ରା. ବିଦ୍ୟାଳୟ, ଗୋବିନ୍ଦପୁର ଠାରେ ଜିଲ୍ଲାସ୍ତରୀୟ ଗଣିତ ଦିବସ ୨୦୨୫ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗଣିତ କୁଇଜ୍, ସେମିନାର, ଗଣିତ ପଜଲ୍ , ଗଣିତ ମେଳା, କ୍ଷୀପ୍ର ପ୍ରଶ୍ନ ଉତ୍ତର ପ୍ରତିଯୋଗିତା…

କେନ୍ଦୁଝର ଜିଲ୍ଲା ବିଜେପି ପଦାଧିକାରୀଙ୍କ ନାମ ଘୋଷଣା

କେନ୍ଦୁଝର,ତା୨୨/୧୨- କେନ୍ଦୁଝର ଜିଲ୍ଲା ବିଜେପି ପଦାଧିକାରୀଙ୍କ ନାମ ଘୋଷଣା ହୋଇଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ କେନ୍ଦୁଝର ଜିଲ୍ଲା ବିଜେପି ସଭାପତି ଶୁକଦେବ ମହାନ୍ତ ଜିଲ୍ଲା ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଜିଲ୍ଲା ଉପସଭାପତି ଭାବେ ଜ୍ଞାନରଞ୍ଜନ…

ପାଇକମାଲରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

  ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ପାଇକମାଲ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ବରଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଏକ ଜନଅଭିଯୋଗ ଶୁଣାଣି ଶିବିର ଆୟୋଜନ କରାଯାଇଥିଲା। ଏହି ଶିବିରର ଅଧ୍ୟକ୍ଷତା ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ପଦ୍ମପୁର ଉପ-ଜିଲ୍ଲାପାଳ ଶ୍ରୀମତୀ ସ୍ନେହା…