ତହସିଲ ଅଫିସ ପଛପଟେ ବେଆଇନ ବିସ୍ଫୋରଣ: ରାତି ସାରା ପଥର ଚୋରାଚାଲାଣ

 ରାଜଗାଙ୍ଗପୁର,୧୯-୧୨-୨୫. ପଥରଖାଦାନରେ ଆଇନ ବିସ୍ପୋରଣ ଥମୁନାହିଁ। ବିସ୍ପୋରଣରେ ପାହାଡ଼ରୁ ଫାଟି ବଡ଼ ବଡ଼ ପଥର ଖଣ୍ଡ। ବାହାରୁଛି। ପାଳ ଘୋଡ଼ାଇ ସାରାରାତି ରାତି ଡମ୍ପର ଯୋଗେ ପଥର ରାଣ ହେଉଛି। ରାତିରେ ଅତି କମରେ ୫୦ ଡ ଡମ୍ପର ରାଜଗାଙ୍ଗପୁର ତହସିଲ କାର୍ଯ୍ୟାଳୟ ପଛ ପଟ ପଥର ଖାଦାନରୁ ବଡ଼…

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର।

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନ ଅନ୍ତର୍ଗତ ସୁନାଲଲି ଗ୍ରାମର ଉଦୟ ସାହୁଙ୍କର ପୁଅ ଗତ ୩ ଦିନ ହେଲା ନିଖୋଜ ଥିଲେ ଓ ପିତା ଉଦୟ ଗ୍ରାମ ବାସୀ ଙ୍କ ସହଯୋଗ ରେ ବହୁତ୍ ଖୋଜାଖୋଜି କରି ମଧ୍ୟ ପାଇନଥିଲେ। କିନ୍ତୁ ଗତକାଲି ଗାଁ ନିକଟସ୍ଥ ରୁଷିକୁଲ୍ୟା ନଦୀରେ…

ଓପିଜିସି ତରଫରୁ ସୁନାରୀ ଠାରେ ବିଶେଷଜ୍ଞ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

ଇବ ଥର୍ମାଲ, ୧୯/୧୨/୨୦୨୫ : ଓଡିଶା ପାୱାର ଜେନେରେସନ କର୍ପୋରେସନ ଲିମିଟେଡ଼ (ଓପିଜିସି ) ତରଫରୁ ଆଜି ଝାରସୁଗୁଡା ଜିଲ୍ଲାର ଲଖନପୁର ବ୍ଳକ ଅନ୍ତର୍ଗତ ସୁନାରୀ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଏକ ବିଶେଷଜ୍ଞ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇ ଯାଇଛି । ସୁନାରୀ ସରପଞ୍ଚ ଶ୍ରୀମତୀ ନନ୍ଦିନୀ ସାହୁ…

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଡିସେମ୍ବର ମାସର ସାରସ୍ୱତ ଆସରରେ ୟୁ ଟ୍ୟୁବ ପତ୍ରିକା ‘ପାହାଚ’ର…

ଭୁବନେଶ୍ୱର - ତା 19.12 : ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଡିସେମ୍ବର ମାସର ସ୍ୱାରସ୍ବତ ଆସର ଲୋକସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତ ଆସରରେ ପ୍ରଖ୍ୟାତ କବି ରାଜେନ୍ଦ୍ର କିଶୋର ପଣ୍ଡା ଓ ପରିଷଦର ପୂର୍ବତନ ସଭାପତି ସ୍ୱର୍ଗତ ସୁକାନ୍ତ ସୁବୁଦ୍ଧିଙ୍କ ସ୍ମୃତିରେ ହୋଇଥିବା…

ଆମ୍ବପୁଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ-୨୦୨୫ ଉଦ୍ଘାଟିତ

ବେଲଗୁଣ୍ଠା,-( ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଆମ୍ବପୁଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ-୨୦୨୫ ଉଦ୍ଘାଟିତ ହୋଇଯାଇଛି I ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରି ଲୋପାମୁଦ୍ରା ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି…

କିଟ୍‍ ରେ ‘ମାର୍ଚ୍ଚିଂ ବିୟଣ୍ଡ ଦି ଲାଇବ୍ରେରୀ ୨୦୨୫’ ଶୀଷର୍କ ଅନ୍ତର୍ଜାତୀୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ୱର, ୧୯ ।୧୨: ମ୍ୟାନେଜମେଣ୍ଟ ଲାଇବ୍ରେରୀ ନେଟ୍‍ୱର୍କ (MANLIBNET) ଏବଂ ICMBL 2025 ମିଳିତ ଆନୁକୂଲ୍ୟରେ ତିନି ଦିନିଆ ଅନ୍ତର୍ଜାତୀୟ ଲାଇବ୍ରେରୀ ୨୦୨୫ ଶୀର୍ଷକ ସମ୍ମିଳନୀ କିଟ୍‍ ରେ ଉଦ୍ଘାଟିତ ହୋଇଯାଇଛି। ତିନି ଦିନ ବ୍ୟାପୀ ହେବାକୁ ଥିବା ଏହି ସମ୍ମିଳନୀରେ ଲାଇବ୍ରେରୀ ଓ ସୂଚନା…

ଅବସରପ୍ରାପ୍ତ ବିଦ୍ୟୁତ ବିଭାଗ ମୁଖ୍ୟ ଯନ୍ତ୍ରୀ ରେବତୀ ପ୍ରସାଦ ମହାନ୍ତି ଙ୍କ ପରଲୋକ

ଭୁବନେଶ୍ୱର,୧୯/୧୨- ଅବସରପ୍ରାପ୍ତ ବିଦ୍ୟୁତ ବିଭାଗ ମୁଖ୍ୟ ଯନ୍ତ୍ରୀ ରେବତୀ ପ୍ରସାଦ ମହାନ୍ତିଙ୍କର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସପିଟାଲ ରେ ଚିକିତ୍ସାଧିନ ଅବସ୍ଥାରେ ୯୧ ବର୍ଷ ବୟସ ରେ ପରଲୋକ ଘଟିଛି । ହଠାତ୍ ତାଙ୍କର ଦେହ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲ ରେ…

ସୋଆ ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ: ସୋଆ ଉପସଭାପତି

ଭୁବନେଶ୍ୱର, ୧୯/୧୨: ଛାତ୍ରଛାତ୍ରୀମାନେ ଶୈକ୍ଷିକ ଦାୟିତ୍ୱ ଓ ଶୃଙ୍ଖଳା ପ୍ରତି ଅଧିକ ଧ୍ୟାନ ଦେବା ଆବଶ୍ୟକ ଯାହାଦ୍ୱାରା କି ବିଶ୍ୱବିଦ୍ୟାଳୟର ସମ୍ମାନ ଊର୍ଦ୍ଧ୍ୱକୁ ଯିବ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ…

ଓଡ଼ଗାଁ ରଘୁନାଥ ବିଦ୍ୟାପୀଠ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ଓଡ଼ଗାଁ,୧୯।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୪୦ ତମ ବାର୍ଷିକ ଉତ୍ସବ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ୪୦ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବ ରେ ଅଧ୍ୟକ୍ଷ ତଥା ସଭାପତି , ନାଟ୍ୟ ଓ ସାଂସ୍କୃତିକ ପରିଷଦ ଡ. ମହେନ୍ଦ୍ର ରଇତ ଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି…