ଦିବ୍ୟାଙ୍ଗମାନଙ୍କୁ ସହଯୋଗର ହାତ ବଢାଇଲା ବେଦାନ୍ତ ଆଲୁମିନିୟମ: ହୁଇଲଚେୟାର ଏବଂ ଶ୍ରବଣ ଯନ୍ତ୍ର ପ୍ରଦାନ

ଭୁବନେଶ୍ୱର,୧୨/୧୨/୨୦୨୫ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାର ସୁନ୍ଦରଗଡ ଏବଂ ଝାରସୁଗୁଡ଼ା ଜିଲ୍ଲାରେ ଦିବ୍ୟାଙ୍ଗମାନଙ୍କୁ ହୁଇଲଚେୟାର ଓ ଶ୍ରବଣ ଯନ୍ତ୍ର ଉପକରଣ ପ୍ରଦାନ କରି ଗୋଷ୍ଠୀ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇଛି। ଏହି ପଦକ୍ଷେପର…

ଏଆଇସି-ସୋଆ ଫାଉଣ୍ଡେସନ୍ ପକ୍ଷରୁ କେନ୍ଦ୍ରାଂଚଳ ଓଡ଼ିଶା ଏଆଇ ସିମ୍ପୋସିୟମ୍ ୨୦୨୫ ଆୟୋଜିତ

ଭୁବନେଶ୍ୱର, ଡିସେମ୍ବର ୧୨: ଓଡ଼ିଶା ଏଆଇ ସିମ୍ପୋସିୟମ୍ -୨୦୨୫ର ଅନ୍ୟ ଏକ ପ୍ରମୁଖ କାର୍ଯ୍ୟକ୍ରମ ଓଡ଼ିଶା ଏଆଇ ହାକାଥନ୍ -୨୦୨୫ ରାଜ୍ୟର ୪ଟି ଆଂଚଳିକ ନୋଡାଲ ସେଂଟରରେ ଆୟୋଜିତ ହୋଇଯାଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ…

କାଞ୍ଜିପାଣି ଆଶ୍ରମ ସ୍କୁଲରେ ଲିଙ୍ଗଗତ ବୈଷମ୍ୟ ଓ ସ୍ୱଚ୍ଛତା ଅଭିଯାନ ନେଇ କାର୍ଯ୍ୟକ୍ରମ।

 କେନ୍ଦୁଝର,ଦିଲ୍ଲୀପ ସାହୁ ତା୧୨/୧୨- ବାଂଶପାଳ ବ୍ଲକ ଅନ୍ତର୍ଗତ କାଞ୍ଜିପାଣି ଆଶ୍ରମ ସ୍କୁଲରେ ଲିଙ୍ଗଗତ ବୈଷମ୍ୟ ଏବଂ ଏହାର ସମସ୍ୟା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଡାକ୍ତରଖାନା ପରିସରରେ ଥିବା ସଖୀ ୱାନ ଷ୍ଟପ ସେଣ୍ଟର ପକ୍ଷରୁ ଏହି କାର୍ଯ୍ୟକ୍ରମ…

“ପ୍ରଶାସନ ସେତେବେଳେ ଭୟ କରେ, ଯେତେବେଳେ ଜନତା ପ୍ରଶ୍ନ କରେ”

ସୂଚନା ଅଧିକାର ଆଇନ ୨୦ ବର୍ଷ ପୂର୍ତ୍ତିପାଳନ: ଦୁଇ ଦିନିଆ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଭୁବନେଶ୍ୱର/ସୁଶାନ୍ତ ସାହୁ : ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ବୁଦ୍ଧ ମନ୍ଦିର ପ୍ରାଙ୍ଗଣରେ ସୂଚନା ଅଧିକାର ଆଇନ (RTI Act, 2005) ର ସଫଳ ୨୦ ବର୍ଷ ପୂର୍ତ୍ତିପାଳନ ଅନୁଷ୍ଠିତ ହୋଇଯାଇଛି। ସଚେତନ…

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବହିଷ୍କାର ଦାବିରେ ରାଜ୍ୟପାଳଙ୍କୁ ବିଜେଡିର ସ୍ମାରକପତ୍ର

ମହାତ୍ମା ଗାନ୍ଧୀଙ୍କ ପ୍ରତି ଅଶୋଭନୀୟ ମନ୍ତବ୍ୟ ପ୍ରସଙ୍ଗ ପୂର୍ବରୁ ମହିଳାଙ୍କ ପ୍ରତି ବିଧାୟକ ସନ୍ତୋଷ ଖଟୁଆଙ୍କ ଅଭୋଦ୍ରଚିତ ଟିପ୍ପଣୀ ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ ଅନ୍ୟ ରାଜ୍ୟରେ ଏଭଳି ଅପରାଧ ପାଇଁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ମାଲକାନଗିରି…

ଜନସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ସ୍ଥାନ ଗୁଡିକ କେତେ ସୁରକ୍ଷିତ ବୋଲି ପ୍ରଶ୍ନକଲା ବିଜେଡି

ରାଜଧାନୀରେ ଏକ ବାର କମ୍ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଅଗ୍ନିଶମ ବିଭାଗର ଭୂମିକା ସନେ୍ଦହ ଘେରରେ ଆବଶ୍ୟକୀୟ ନିୟମ ପାଳନ ନେଇ ଅଡିଟ୍ ହେଉଛି କି ନାହିଁ, ସେନେଇ ସନେ୍ଦହ ଭୁବନେଶ୍ୱର, ୧୨/୧୨/୨୦୨୫: ରାଜଧାନୀ ଭୁବନେଶ୍ୱରର ସତ୍ୟବିହାର ଅଞ୍ଚଳରେ ଥିବା ଏକ ବାର କମ…

ସାନ ଭାଇର ଛୁରୀ ମାଡରେ ବଡ଼ଭାଇ ଗୁରୁତର, ଥାନାରେ ଏତଲା

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଆସ୍କା ଥାନା ଅର୍ନ୍ତଗତ ଆଲିପୁର ପଞ୍ଚାୟତ ଗବନଳା ଗ୍ରାମରେ ପୁରୁଣା ଶତୃତା କୁ ନେଇ ନିଜ ଦଦା ପୁଅ ଭାଇ ର ଛୁରୀ ମାଡରେ ବଡ଼ଭାଇ ସାଗର ଗୌଡ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଆସ୍କା ଥାନା ରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ…

ଧାନକ୍ରୟ ନିମନ୍ତେ ଭଞ୍ଜନଗର ଆର ଏମ ସି ପକ୍ଷରୁ ସଚେତନତା କୃଷକ ପ୍ରଚାର ରଥ ର ଶୁଭାରମ୍ଭ

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ): ଆମ ରାଜ୍ୟରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ଜିଲ୍ଲାରେ ଆସନ୍ତା ଡିସେମ୍ବର ୨୩ ତାରିଖ ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦୨୬ ଯାଏଁ ଚାଲିବ। ଏହି ଅବଧି ମଧ୍ୟରେ ଗଞ୍ଜାମ ଜିଲ୍ଲାର ଭଂଜନଗର ରାଜସ୍ବ ଉପଖଣ୍ଡରେ ମଧ୍ୟ ବିଭିନ୍ନ ମଣ୍ଡିରେ ଖରିଫ…

ଶିଶୁ ମାନଙ୍କ ଠାରେ ନୂତନ ବୈଜ୍ଞାନିକ ଚିନ୍ତାଧାରା ଉଦ୍ରେକର ମାଧ୍ୟମ ହେଉଛି ବିଜ୍ଞାନ ପ୍ରଦର୍ଶନୀ

  କେନ୍ଦୁଝର,ତା୧୧/୧୨- ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫-୨୬ ସ୍ଥାନୀୟ ପି.ଏମ.ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ,କେନ୍ଦୁଝର ଠାରେ ଅନୁଷ୍ଠିତ ହୋଇଯାଇଛି l ଉଦଘାଟନୀ ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କୁନି ବୈଜ୍ଞାନିକ…

ପାରିବାରିକ କଳହକୁ ନେଇ ସ୍ତ୍ରୀର ଆତ୍ମହତ୍ୟା l

ଅସ୍ତରଙ୍ଗ/ଦୁଃଶାସନ ନାୟକ:  ସ୍ୱାମୀ, ସ୍ତ୍ରୀ ଭିତରେ ପାରିବାରିକ କଳହ ଓ ବାକ ବିତଣ୍ଡା କୁ ନେଇ ଅସ୍ତରଙ୍ଗ ବଜ଼ାର ରେ ଜଳଖିଆ ଦୋକାନ କରି ଚଳୁଥିବା ଜଣେ ମହିଳା, ଘରେ ଲାଗିଥିବା ଏକ ପଙ୍ଖା ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଦେଖି ବାକୁ ମିଳିଛି l ଘଟଣା ରୁ ପ୍ରକାଶ ଜେ, ପୁରି ଜିଲ୍ଲା ଗୋପ…