Sign in
Sign in
Recover your password.
A password will be e-mailed to you.
ଅଯୋଧ୍ୟା -ବାରଣାସି ତୀର୍ଥଯାତ୍ରାରୁ ଫେରିଲେ ବରିଷ୍ଠ ନାଗରିକ ।
ସ୍ୱାଗତ କରିବା ସହ ସ୍ୱାସ୍ଥ୍ୟ ଏବଂ ପରିଭ୍ରମଣ ଅନୁଭୂତି ପଚାରିଲେ ଜିଲ୍ଲାପାଳ ।
କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଚଳିତ ମାସ ୧୦ ତାରିଖରେ ଭୁବନେଶ୍ୱର ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ଅଯୋଧ୍ୟା -ବାରଣାସୀ ଅଭିମୁଖେ ଯାଇଥିବା କେନ୍ଦ୍ରାପଡ଼ାର ୧୦୮ ଜଣ ବରିଷ୍ଠ ନାଗରିକ ଆଜି ସନ୍ଧ୍ୟା ୮…
ସାର ଅଭାବକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲା ବିଜେଡି
ରାଜଭବନ ସମ୍ମୁଖରେ ବିଶାଳ ଗଣଧାରଣା
ଅଧିକ ବୋନସ ଦେବାକୁ ପଡିବ ବୋଲି ସରକାରଙ୍କ ସାର ଅଭାବ ଷଡ଼ଯନ୍ତ୍ର
ସାର ଯୋଗାଣ ଓ କଳାବଜାରୀ ରୋକିବାରେ ସରକାର ସମ୍ପୂର୍ଣ୍ଣ ବିଫଳ
ଗତ ଦୁଇ ଦଶନ୍ଧିରେ ଏଭଳି ସମସ୍ୟା କେବେବି ଦେଖାଦେଇ ନଥିଲା
ଭୁବନେଶ୍ୱର, ୧୫/୦୯/୨୦୨୫: ରାଜ୍ୟରେ…
ସୋହେଲା ପୋଲିସ କୁ ବଡ ସଫଳତା : ଧରା ପଡିଲା ୬ ଲକ୍ଷ ଟଙ୍କା ର କପ୍ ସିରଫ।
https://youtu.be/IdWHzpewcsU
ପଦ୍ମପୁର :- ନିଶା କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ପୋଲିସ ପକ୍ଷରୁ ଚଢାଉ କରି ଜବତ କରିବା ସହିତ ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରୁଛି। କିନ୍ତୁ ଏହାର ଚେର ରାଜଧାନୀ ରୁ ପଡ଼ୋଶୀ ଛତ୍ତିଶଗଡ଼ ପର୍ଯ୍ୟନ୍ତ…
ଦେବଦାସ ଛୋଟରାୟ ପାଇବେ ୪୬ତମ ଶାରଳା ପୁରସ୍କାର
ଭୁବନେଶ୍ୱର, ୧୫/୯: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ସୁଖ୍ୟାତ କବି ଓ କଥାକାର ଦେବଦାସ ଛୋଟରାୟଙ୍କୁ ପ୍ରଦାନ କରାଯିବ। ୨୦୨୩ ମସିହାରେ ଟାଇମପାସ୍…
ଡେରାବିଶରେ ମନ୍ଦିର ଜମି ହଡପକୁ ନେଇ ଅନଶନ
କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ): ଡେରାବିଶର ଆରାଧ୍ୟ ଦେବତା ଶ୍ରୀଶ୍ରୀ ଦଧିବାମନଜୀଉଙ୍କ ମନ୍ଦିର ସମ୍ପତ୍ତି ଜମି ହଡପ ଘଟଣାକୁ ନେଇ ଏଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି । ଏହି ଘଟଣାରେ ତହସିଲ ସ୍ତରରୁ ଆରମ୍ଭ କରି ଦୁର୍ନୀତି ଅଭିଯୋଗ ଉଠିଥିବାରୁ ସ୍ଥାନୀୟମାନେ କଡା ପ୍ରତିକ୍ରିୟା…
ଚଟିଆଗୁଡା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଓ ଅନ୍ୟାନ୍ୟକାର୍ଯ୍ୟକ୍ରମ ଅନୁଷ୍ଠିତ
ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଳା ସିନାପାଲି ବ୍ଲକ ଚଟିଆଗୁଡା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର , ଝିଅ ପାଇଁ ଗଛଟିଏ, ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ , ପ୍ରାଣୀ ପାଇଁ ଦିନଟିଏ, ପକ୍ଷୀ ପାଇଁ ଦିନଟିଏ ଇତ୍ୟାଦି…
ପାଇକମାଳ ଉଚ୍ଚ ବିଦ୍ୟାଳୟ ରେ ହିନ୍ଦୀ ଦିବସ ପାଳିତ।
ପଦ୍ମପୁର :- ପାଇକମାଳ ସରକାରୀ ଉଚ୍ଚ ବିଦ୍ୟାଳୟ ଅଡିଟୋରିଅମ ରେ ବିଦ୍ୟାଳୟ ସ୍ତରୀୟ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ଡଃ ଦ୍ଵାଦଶ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇ ଯାଇଛି।ମୁଖ୍ୟ ଅତିଥି ଭାବେ ପୂର୍ବତନ ହିନ୍ଦୀ ଶିକ୍ଷକ ପୂର୍ଣାରାମ୍ ସା ଯୋଗଦାନ କରି ହିନ୍ଦୀ ଭାଷାର ବିକାଶରେ…
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଅଭିଭାବକ ସମ୍ମିଳନୀ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)-, ଆଜି ବେଲଗୁଣ୍ଠା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଅଭିଭାବକ ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରବୀନ୍ଦ୍ରନାଥରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମସ୍ତ ଛାତ୍ରଛାତ୍ରୀଙ୍କ ଅଭିଭାବକ,…
କୋରକୁଣ୍ଡା ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ମାଲକାନଗିରି, ୧୫/୯/୨୫ :ଆଜି କୋରକୁଣ୍ଡା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ। ଆଜି ମୋଟ…
ମହାକାଳପଡ଼ା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।
କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି ମହାକାଳପଡ଼ା ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଅଭିଯୋଗ ଶୁଣାଣିରେ ମୋଟ 130ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା | ସେଥିମଧ୍ୟରୁ ୩୨ଟି ସାମୁହିକ ହୋଇଥିବା ବେଳେ…